ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ +2 ରେଜଲ୍ଟ

The Sakala Picture
Published On

ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ । ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଜୁଲାଇ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ । କରୋନା କଟକଣା ଭିତରେ ଫଳାଫଳ ପ୍ରକାଶ ନେଇ ଉଦ୍ୟମ କରାଯାଉଥିବା କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । କରୋନା ଯୋଗୁ ଏଥର ମାଟ୍ରିକ୍ ଭଳି ଯୁକ୍ତ ଦୁଇର ମଧ୍ୟ […]

ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ । ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଜୁଲାଇ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ । କରୋନା କଟକଣା ଭିତରେ ଫଳାଫଳ ପ୍ରକାଶ ନେଇ ଉଦ୍ୟମ କରାଯାଉଥିବା କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

ଆହୁରି ପଢ଼ନ୍ତୁ: ଶେଷ ନିଃଶ୍ୱାସ ଯାଏଁ ହିରୋ: ନାଗାଲାଣ୍ଡରେ ସହିଦ ହେଲେ ଓଡ଼ିଶାର ବୀର ଯବାନ ଭି. ତେଜା, ମୃତ୍ୟୁ ପରେ କଲେ ଅଙ୍ଗଦାନ

କରୋନା ଯୋଗୁ ଏଥର ମାଟ୍ରିକ୍ ଭଳି ଯୁକ୍ତ ଦୁଇର ମଧ୍ୟ ପରୀକ୍ଷା ହୋଇନାହିଁ। ମାଟ୍ରିକ୍ ଭଳି ବିକଳ୍ପ ବ୍ୟବସ୍ଥା ଯୋଗେ ଯୁକ୍ତ ଦୁଇ ରେଜଲ୍ଟ ପ୍ରକାଶ କରାଯିବ।

ଆହୁରି ପଢ଼ନ୍ତୁ: ବିଜେଡିର ଜନସମ୍ପର୍କ ପଦଯାତ୍ରାରେ ଗର୍ଜିଲେ ନବୀନ ପଟ୍ଟନାୟକ; କହିଲେ 'ଡବଲ ଇଞ୍ଜିନ୍ ସରକାର ଓଡ଼ିଶାର ସୁନାମ ନଷ୍ଟ କରୁଛି'

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର