୨୦୨୩-୨୪ ଶିକ୍ଷାବର୍ଷରୁ ବଢିବ ଯୁକ୍ତ ଦୁଇ ସିଟ୍‌ ସଂଖ୍ୟା, ମାଟ୍ରିକ ପରୀକ୍ଷା ସଫଳତା ହାରକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

The Sakala Picture
Published On

ଭୁବନେଶ୍ୱର: ବଢିବ ଯୁକ୍ତ ଦୁଇ ସିଟ୍ ସଂଖ୍ୟା । ୨୦୨୩ -୨୪ ଶିକ୍ଷା ବର୍ଷରୁ ବଢିବ ଯୁକ୍ତ ଦୁଇ ସିଟ୍ ସଂଖ୍ୟା । ମାଟ୍ରିକ ପରୀକ୍ଷା ସଫଳତା ହାରକୁ ଦୃଷ୍ଟିରେ ରଖି ଯୁକ୍ତ ଦୁଇରେ ସିଟ ଅଭାବ ଦୂର କରିବାକୁ ଏହି ନିଷ୍ପତ୍ତି ନିଆଯାଇଥିବା ଗଣଶିକ୍ଷା ମନ୍ତ୍ରୀ ଓ ବିଭାଗୀୟ ସଚିବ ସୂଚନା ଦେଇଛନ୍ତି । ଆବଶ୍ୟକତାକୁ ଦେଖି ସିଟ୍‌ ବଢ଼ାଇବାକୁ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୦୬ଟି ନୂତନ ଉଚ୍ଚ ମାଧ୍ୟମିକ ସ୍କୁଲ ଖୋଲିବାକୁ ଘୋଷଣା […]

ଭୁବନେଶ୍ୱର: ବଢିବ ଯୁକ୍ତ ଦୁଇ ସିଟ୍ ସଂଖ୍ୟା । ୨୦୨୩ -୨୪ ଶିକ୍ଷା ବର୍ଷରୁ ବଢିବ ଯୁକ୍ତ ଦୁଇ ସିଟ୍ ସଂଖ୍ୟା । ମାଟ୍ରିକ ପରୀକ୍ଷା ସଫଳତା ହାରକୁ ଦୃଷ୍ଟିରେ ରଖି ଯୁକ୍ତ ଦୁଇରେ ସିଟ ଅଭାବ ଦୂର କରିବାକୁ ଏହି ନିଷ୍ପତ୍ତି ନିଆଯାଇଥିବା ଗଣଶିକ୍ଷା ମନ୍ତ୍ରୀ ଓ ବିଭାଗୀୟ ସଚିବ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ବନ୍ୟା ବିଭୀଷିକା; ପାଣିର ସୁଅରେ ଭାସିଯାଉଥିବା ବ୍ୟବସାୟୀଙ୍କୁ ଉଦ୍ଧାର କଲେ ସ୍ଥାନୀୟ ଯୁବକ

ଆବଶ୍ୟକତାକୁ ଦେଖି ସିଟ୍‌ ବଢ଼ାଇବାକୁ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୦୬ଟି ନୂତନ ଉଚ୍ଚ ମାଧ୍ୟମିକ ସ୍କୁଲ ଖୋଲିବାକୁ ଘୋଷଣା କରାଯାଇଛି। ୧୦୬ ଅପଗ୍ରେଡେଡ୍ ଉଚ୍ଚ ମାଧ୍ୟମିକ ସ୍କୁଲରେ ୧୩ ହଜାର ସିଟ୍ ରହିବ । ପରୀକ୍ଷାରେ ସଫଳତା ହାର ଅଧିକ ଥିବାରୁ ସିଟ୍‌ ବଢ଼ିବ । ମୋ ସ୍କୁଲ ଅଭିଯାନରେ ବିଦ୍ୟାଳୟ ଗୁଡ଼ିକର ଭିତ୍ତିଭୂମି ବିକାଶ ହୋଇଛି। ୨୦୨୩ ଶେଷ ସୁଦ୍ଧା ରାଜ୍ୟରେ ସବୁ ହାଇସ୍କୁଲ ରେ ଆଇଟି ଲାବ୍ ଉପଲବ୍ଧ ହେବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ବଲାଙ୍ଗିରରେ ଚାଞ୍ଚଲ୍ୟ: ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ମୃତଦେହ ଠାବ, ସନ୍ଦେହରେ ଜଣେ ଅଟକ

30 May 2023 By The Sakala

୨୦୨୩-୨୪ ଶିକ୍ଷାବର୍ଷରୁ ବଢିବ ଯୁକ୍ତ ଦୁଇ ସିଟ୍‌ ସଂଖ୍ୟା, ମାଟ୍ରିକ ପରୀକ୍ଷା ସଫଳତା ହାରକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

ଭୁବନେଶ୍ୱର: ବଢିବ ଯୁକ୍ତ ଦୁଇ ସିଟ୍ ସଂଖ୍ୟା । ୨୦୨୩ -୨୪ ଶିକ୍ଷା ବର୍ଷରୁ ବଢିବ ଯୁକ୍ତ ଦୁଇ ସିଟ୍ ସଂଖ୍ୟା । ମାଟ୍ରିକ ପରୀକ୍ଷା ସଫଳତା ହାରକୁ ଦୃଷ୍ଟିରେ ରଖି ଯୁକ୍ତ ଦୁଇରେ ସିଟ ଅଭାବ ଦୂର କରିବାକୁ ଏହି ନିଷ୍ପତ୍ତି ନିଆଯାଇଥିବା ଗଣଶିକ୍ଷା ମନ୍ତ୍ରୀ ଓ ବିଭାଗୀୟ ସଚିବ ସୂଚନା ଦେଇଛନ୍ତି ।

ଆବଶ୍ୟକତାକୁ ଦେଖି ସିଟ୍‌ ବଢ଼ାଇବାକୁ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୦୬ଟି ନୂତନ ଉଚ୍ଚ ମାଧ୍ୟମିକ ସ୍କୁଲ ଖୋଲିବାକୁ ଘୋଷଣା କରାଯାଇଛି। ୧୦୬ ଅପଗ୍ରେଡେଡ୍ ଉଚ୍ଚ ମାଧ୍ୟମିକ ସ୍କୁଲରେ ୧୩ ହଜାର ସିଟ୍ ରହିବ । ପରୀକ୍ଷାରେ ସଫଳତା ହାର ଅଧିକ ଥିବାରୁ ସିଟ୍‌ ବଢ଼ିବ । ମୋ ସ୍କୁଲ ଅଭିଯାନରେ ବିଦ୍ୟାଳୟ ଗୁଡ଼ିକର ଭିତ୍ତିଭୂମି ବିକାଶ ହୋଇଛି। ୨୦୨୩ ଶେଷ ସୁଦ୍ଧା ରାଜ୍ୟରେ ସବୁ ହାଇସ୍କୁଲ ରେ ଆଇଟି ଲାବ୍ ଉପଲବ୍ଧ ହେବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର