ଉଚ୍ଚଶିକ୍ଷା ବିଭାଗର ବଡ଼ ଘୋଷଣା : ବଢିଲା +୩ ସ୍ପଟ୍‌ ନାମଲେଖା ଅବଧି,

The Sakala Picture
Published On

ଭୁବନେଶ୍ବର  : ଯୁକ୍ତ ତିନି ସ୍ପଟ୍‌ ନାମଲେଖା ଅବଧିକୁ ବୃଦ୍ଧି କରିବା ନିମନ୍ତେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ ଜୁଲାଇ ୧୬ ତାରିଖରେ ସ୍ପଟ୍ ନାମଲେଖା ପ୍ରକ୍ରିୟା ଶେଷ ହେବାର ଥିଲା, କିନ୍ତୁ ବର୍ତ୍ତମାନ ଏହାକୁ ଜୁଲାଇ ୧୯ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। Student Academic Management System (SAMS) ଅଧୀନରେ ସ୍ନାତକ ପାଠ୍ୟକ୍ରମ ପ୍ରଦାନ କରୁଥିବା ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ସ୍ପଟ୍ ନାମଲେଖା ପ୍ରକ୍ରିୟାକୁ ବର୍ଦ୍ଧିତ ସମୟସୀମା ମଧ୍ୟରେ ସମ୍ପୂର୍ଣ୍ଣ କରିବା ନିମନ୍ତେ […]

ଭୁବନେଶ୍ବର  : ଯୁକ୍ତ ତିନି ସ୍ପଟ୍‌ ନାମଲେଖା ଅବଧିକୁ ବୃଦ୍ଧି କରିବା ନିମନ୍ତେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ ଜୁଲାଇ ୧୬ ତାରିଖରେ ସ୍ପଟ୍ ନାମଲେଖା ପ୍ରକ୍ରିୟା ଶେଷ ହେବାର ଥିଲା, କିନ୍ତୁ ବର୍ତ୍ତମାନ ଏହାକୁ ଜୁଲାଇ ୧୯ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

ଆହୁରି ପଢ଼ନ୍ତୁ: ଆଜି ପହିଲି ରଜ: ଗାଁଠୁ ସହର ସବୁଠି ଉତ୍ସବ ମୁଖର ପରିବେଶ, ଘରେ ଘରେ ପିଠାପଣାର ମହକ

Student Academic Management System (SAMS) ଅଧୀନରେ ସ୍ନାତକ ପାଠ୍ୟକ୍ରମ ପ୍ରଦାନ କରୁଥିବା ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ସ୍ପଟ୍ ନାମଲେଖା ପ୍ରକ୍ରିୟାକୁ ବର୍ଦ୍ଧିତ ସମୟସୀମା ମଧ୍ୟରେ ସମ୍ପୂର୍ଣ୍ଣ କରିବା ନିମନ୍ତେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଖେଇ କାଠ ନେବାକୁ ନେଇ ବିବାଦ: ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ବନ୍ଦ କଲେ ବିଶ୍ୱକର୍ମା ମହାରଣା

16 Jul 2025 By The Sakala

ଉଚ୍ଚଶିକ୍ଷା ବିଭାଗର ବଡ଼ ଘୋଷଣା : ବଢିଲା +୩ ସ୍ପଟ୍‌ ନାମଲେଖା ଅବଧି,

ଭୁବନେଶ୍ବର  : ଯୁକ୍ତ ତିନି ସ୍ପଟ୍‌ ନାମଲେଖା ଅବଧିକୁ ବୃଦ୍ଧି କରିବା ନିମନ୍ତେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ ଜୁଲାଇ ୧୬ ତାରିଖରେ ସ୍ପଟ୍ ନାମଲେଖା ପ୍ରକ୍ରିୟା ଶେଷ ହେବାର ଥିଲା, କିନ୍ତୁ ବର୍ତ୍ତମାନ ଏହାକୁ ଜୁଲାଇ ୧୯ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

Student Academic Management System (SAMS) ଅଧୀନରେ ସ୍ନାତକ ପାଠ୍ୟକ୍ରମ ପ୍ରଦାନ କରୁଥିବା ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ସ୍ପଟ୍ ନାମଲେଖା ପ୍ରକ୍ରିୟାକୁ ବର୍ଦ୍ଧିତ ସମୟସୀମା ମଧ୍ୟରେ ସମ୍ପୂର୍ଣ୍ଣ କରିବା ନିମନ୍ତେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର