ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଜୁଲାଇ ୨୦ରୁ ଆରମ୍ଭ ହେବ +୨ ନାମଲେଖା ପାଇଁ ଆବେଦନ, ଅଗଷ୍ଟ ୧୦ ପର୍ଯ୍ୟନ୍ତ ଚାଲିବ ପ୍ରକ୍ରିୟା

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ଜୁଲାଇ ୨୦ରୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆରମ୍ଭ ହେବ ଆବେଦନ । ଅଗଷ୍ଟ ୧୦ ପର୍ଯ୍ୟନ୍ତ ଚାଲିବ ଆବେଦନ ପ୍ରକ୍ରିୟା । ସାମ୍‌ସ ପୋର୍ଟାଲରେ ଛାତ୍ରଛାତ୍ରୀ ଆବେଦନ କରିପାରିବେ । ୱେବସାଇଟ୍ ରେ ଉପଲବ୍ଧ ହେବ ସମସ୍ତ ତଥ୍ୟ । ତେବେ ସିବିଏସ୍‌ସି ଓ ଆଇସିଏସ୍ଇ ରେଜଲ୍ଟ ବାହାରିନଥିବାରୁ ଆବେଦନ ତାରିଖ ବଢ଼ିପାରେ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶଙ୍କ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଜୁଲାଇ ୬ ତାରିଖରେ […]

ଭୁବନେଶ୍ୱର: ଆସନ୍ତା ଜୁଲାଇ ୨୦ରୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆରମ୍ଭ ହେବ ଆବେଦନ । ଅଗଷ୍ଟ ୧୦ ପର୍ଯ୍ୟନ୍ତ ଚାଲିବ ଆବେଦନ ପ୍ରକ୍ରିୟା । ସାମ୍‌ସ ପୋର୍ଟାଲରେ ଛାତ୍ରଛାତ୍ରୀ ଆବେଦନ କରିପାରିବେ । ୱେବସାଇଟ୍ ରେ ଉପଲବ୍ଧ ହେବ ସମସ୍ତ ତଥ୍ୟ । ତେବେ ସିବିଏସ୍‌ସି ଓ ଆଇସିଏସ୍ଇ ରେଜଲ୍ଟ ବାହାରିନଥିବାରୁ ଆବେଦନ ତାରିଖ ବଢ଼ିପାରେ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶଙ୍କ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: କାର୍ଯ୍ୟରେ ଅବହେଳା ଅଭିଯୋଗରେ ଜଳ ସଂପଦ ବିଭାଗର ୩ ଇଂଜିନିୟର ସସ୍‌ପେଣ୍ଡ

ସୂଚନାଯୋଗ୍ୟ, ଜୁଲାଇ ୬ ତାରିଖରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। ଚଳିତ ବର୍ଷ ପାସ୍ ହାର ୯୦.୫୫% ରହିଛି। ଏ ବର୍ଷ ମୋଟ ୫ ଲକ୍ଷ ୨୬ ହଜାର ୮୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୫, ୧୭, ୮୪୭ ଜଣ ପାସ୍‌ କରିଥିଲେ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ମୋହନ ସରକାରକୁ ପୂରିଲା ୨ ବର୍ଷ: ଲୋକପ୍ରିୟତା ତଉଲିବ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ

16 Jul 2022 By The Sakala

ଜୁଲାଇ ୨୦ରୁ ଆରମ୍ଭ ହେବ +୨ ନାମଲେଖା ପାଇଁ ଆବେଦନ, ଅଗଷ୍ଟ ୧୦ ପର୍ଯ୍ୟନ୍ତ ଚାଲିବ ପ୍ରକ୍ରିୟା

ଭୁବନେଶ୍ୱର: ଆସନ୍ତା ଜୁଲାଇ ୨୦ରୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆରମ୍ଭ ହେବ ଆବେଦନ । ଅଗଷ୍ଟ ୧୦ ପର୍ଯ୍ୟନ୍ତ ଚାଲିବ ଆବେଦନ ପ୍ରକ୍ରିୟା । ସାମ୍‌ସ ପୋର୍ଟାଲରେ ଛାତ୍ରଛାତ୍ରୀ ଆବେଦନ କରିପାରିବେ । ୱେବସାଇଟ୍ ରେ ଉପଲବ୍ଧ ହେବ ସମସ୍ତ ତଥ୍ୟ । ତେବେ ସିବିଏସ୍‌ସି ଓ ଆଇସିଏସ୍ଇ ରେଜଲ୍ଟ ବାହାରିନଥିବାରୁ ଆବେଦନ ତାରିଖ ବଢ଼ିପାରେ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶଙ୍କ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଜୁଲାଇ ୬ ତାରିଖରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। ଚଳିତ ବର୍ଷ ପାସ୍ ହାର ୯୦.୫୫% ରହିଛି। ଏ ବର୍ଷ ମୋଟ ୫ ଲକ୍ଷ ୨୬ ହଜାର ୮୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୫, ୧୭, ୮୪୭ ଜଣ ପାସ୍‌ କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର