ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

Madhusudan Das Picture
Published On

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରେ ବାହାରିବ ଯୁକ୍ତ ଦୁଇ ପରୀକ୍ଷା ଫଳ. ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଏକାସଙ୍ଗେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ବାହାରିବ ବୋଲି ମନ୍ତ୍ରୀ କହିଛନ୍ତି । ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି କି, ଏ ନେଇ ଯୋଜନା ସରିଛି । ୨୦ ଭିତରେ ଫଳ ପ୍ରକାଶ ପାଇବାକୁ ଯୋଜନା କରିଛନ୍ତି ସରକାର । ଖୁବ୍ ଶୀଘ୍ର ରେଜଲ୍ଟ ପ୍ରକାଶ ପାଇବ । 

ଆହୁରି ପଢ଼ନ୍ତୁ: ନାତୁଣୀକୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ ଆଘାତରେ ଜେଜେ ମୃତ

ସୂଚନାଯୋଗ୍ୟ ଯେ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-ସିଏଚଏସଇ ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଗତ ଫେବ୍ରୁଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ଯାଏ ଅନୁଷ୍ଠିତ ହୋଇଥିଲା। ଚଳିତବର୍ଷ ପାଖାପାଖି ୩ ଲକ୍ଷ ୯୩ ହଜାର ୬୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। କଳାରେ ସର୍ବାଧିକ ୨ଲକ୍ଷ ୪୭ ହଜାର ୩୯୧, ବିଜ୍ଞାନରେ ୧ଲକ୍ଷ ୧୪ ହଜାର ୯୮୦, ବାଣିଜ୍ୟରେ ୨୫ ହଜାର ୫୨୬ ଓ ଧନ୍ଦାମୂଳକରେ ୫ହଜାର ୭୨୧ଜଣ ପରୀକ୍ଷା ଦେଇଥିଲେ।

ଆହୁରି ପଢ଼ନ୍ତୁ: ପଟ୍ଟାମୁଣ୍ତାଇରେ ଅଭବାନୀୟ ଘଟଣା: ତରଭୁଜ ଖାଇ ପରିବାରରେ ଜଣେ ମୃତ, ୫ଜଣ ଅସୁସ୍ଥ

18 May 2026 By Madhusudan Das

ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରେ ବାହାରିବ ଯୁକ୍ତ ଦୁଇ ପରୀକ୍ଷା ଫଳ. ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଏକାସଙ୍ଗେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ବାହାରିବ ବୋଲି ମନ୍ତ୍ରୀ କହିଛନ୍ତି । ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି କି, ଏ ନେଇ ଯୋଜନା ସରିଛି । ୨୦ ଭିତରେ ଫଳ ପ୍ରକାଶ ପାଇବାକୁ ଯୋଜନା କରିଛନ୍ତି ସରକାର । ଖୁବ୍ ଶୀଘ୍ର ରେଜଲ୍ଟ ପ୍ରକାଶ ପାଇବ । 

ସୂଚନାଯୋଗ୍ୟ ଯେ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-ସିଏଚଏସଇ ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଗତ ଫେବ୍ରୁଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ଯାଏ ଅନୁଷ୍ଠିତ ହୋଇଥିଲା। ଚଳିତବର୍ଷ ପାଖାପାଖି ୩ ଲକ୍ଷ ୯୩ ହଜାର ୬୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। କଳାରେ ସର୍ବାଧିକ ୨ଲକ୍ଷ ୪୭ ହଜାର ୩୯୧, ବିଜ୍ଞାନରେ ୧ଲକ୍ଷ ୧୪ ହଜାର ୯୮୦, ବାଣିଜ୍ୟରେ ୨୫ ହଜାର ୫୨୬ ଓ ଧନ୍ଦାମୂଳକରେ ୫ହଜାର ୭୨୧ଜଣ ପରୀକ୍ଷା ଦେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର