ଆସନ୍ତାକାଲିଠୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା

The Sakala Picture
Published On

ଭୁବନେଶ୍ୱର: ଆସନ୍ତାକାଲିଠୁ ଯୁକ୍ତ ଦୁଇ ପରୀକ୍ଷା। ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆରମ୍ଭ ହେବ। ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଛାତ୍ରୀ ଦେବେ ସାହିତ୍ୟ ପରୀକ୍ଷା । ୧୭ରୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେବ। ଚଳିତ ବର୍ଷ ୩ଲକ୍ଷ ୮୪ ହଜାର ୯୭ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ପରୀକ୍ଷା ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛି ଯୁକ୍ତ ଦୁଇ ପରିଷଦ। ପରୀକ୍ଷା ପାଇଁ ଅଧଘଣ୍ଟା ଆଗରୁ ଛାତ୍ରଛାତ୍ରୀମାନେ କେନ୍ଦ୍ରରେ ପହଞ୍ଚିବେ। ୧୫ ମିନିଟ୍ ପୂର୍ବରୁ ହଲ୍ […]

ଭୁବନେଶ୍ୱର: ଆସନ୍ତାକାଲିଠୁ ଯୁକ୍ତ ଦୁଇ ପରୀକ୍ଷା। ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆରମ୍ଭ ହେବ। ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଛାତ୍ରୀ ଦେବେ ସାହିତ୍ୟ ପରୀକ୍ଷା । ୧୭ରୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେବ। ଚଳିତ ବର୍ଷ ୩ଲକ୍ଷ ୮୪ ହଜାର ୯୭ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ପରୀକ୍ଷା ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛି ଯୁକ୍ତ ଦୁଇ ପରିଷଦ।

ଆହୁରି ପଢ଼ନ୍ତୁ: ସର୍ବଦଳୀୟ ବୈଠକରେ ବିଜେଡିର ଆଭିମୁଖ୍ୟ ସ୍ପଷ୍ଟ: ସଂସଦରେ ଉଠିବ ରାଜ୍ୟ ସରକାରଙ୍କ ବିଫଳତା ପ୍ରସଙ୍ଗ

ପରୀକ୍ଷା ପାଇଁ ଅଧଘଣ୍ଟା ଆଗରୁ ଛାତ୍ରଛାତ୍ରୀମାନେ କେନ୍ଦ୍ରରେ ପହଞ୍ଚିବେ। ୧୫ ମିନିଟ୍ ପୂର୍ବରୁ ହଲ୍ ପ୍ରବେଶ ସହ ୧୦ ମିନିଟ୍ ପୂର୍ବରୁ ଖାତା ପାଇବେ। ୫ ମିନିଟ୍ ପୂର୍ବରୁ ମିଳିବ ପ୍ରଶ୍ନପତ୍ର। ଉତ୍ତର ଖାତାର ସିରିୟଲ୍ ନମ୍ବର ଏବଂ ପୃଷ୍ଠା ସଂଖ୍ୟା ଭଲଭାବରେ ଦେଖିବାକୁ ପଡ଼ିବ। ତ୍ରୁଟି ଥିଲେ ତୁରନ୍ତ ଜଣାଇବାକୁ ପରାମର୍ଶ ଦିଆଯାଇଛି। ପ୍ରଶ୍ନ ପତ୍ରରେ ପୃଷ୍ଠା ସଂଖ୍ୟା କିମ୍ବା ଛପାଜନିତ ତ୍ରୁଟି ଥିଲେ ତୁରନ୍ତ ଜଣାଇବେ। ଛାତ୍ରଛାତ୍ରୀଙ୍କୁ କୌଣସି ଆଡିସନାଲ ସିଟ୍ ଦିଆଯିବ ନାହିଁ। ପ୍ରଶ୍ନ ପତ୍ରରେ ରୋଲ୍ ନମ୍ବର ଛଡା ଦାଗ ବି ଲଗାଇବେ ନାହିଁ। ନେହେଲ ଛାତ୍ରଛାତ୍ରୀ ମାନେ ମାଲପ୍ରାକ୍ଟିସ ହେବେ।

ଆହୁରି ପଢ଼ନ୍ତୁ: SIR ପାଇଁ ସାମାନ୍ୟ ବିଳମ୍ବ ହୋଇପାରେ ପଞ୍ଚାୟତ ଓ ପୌର ନିର୍ବାଚନ, ଅକ୍ଟୋବରରୁ ଡୋର ଟୁ ଡୋର ସର୍ଭେ

ଉତ୍ତର ଖାତାରେ ନିଜର ରୋଲ୍ ନମ୍ବର, ରେଜିଷ୍ଟ୍ରେସନ୍ ନମ୍ବର ଠିକ୍ ଭାବରେ ଠିକ୍ ଜାଗାରେ ଲେଖିବାକୁ ପଡ଼ିବ । ପ୍ରଶ୍ନ ପତ୍ରର ସେଟ୍ କୋଡକୁ ନିର୍ଭୁଲ ଭାବରେ ଲେଖିବା ସହ ଉପସ୍ଥାନ ଖାତାରେ ନିଜର ରୋଲ୍ ନମ୍ବର ଦେଖି ଉପସ୍ଥାନ ଦେବେ । ପରୀକ୍ଷା ହଲକୁ କଳା ବଲ୍ ପେନ୍ ଏବଂ ଆଡମିଟ୍ କାର୍ଡ ବ୍ଯତୀତ ଅନ୍ଯ ଜିନିଷ ନେବା ନିଷେଧ କରାଯାଇଛି।

ଆହୁରି ପଢ଼ନ୍ତୁ: ନିବେଶ ଅନୁକୂଳ ସୂଚୀରେ ଓଡ଼ିଶାକୁ ୫ମ ସ୍ଥାନ: ନବୀନ କହିଲେ, ବିଜେଡି ସରକାରଙ୍କ ୨୫ ବର୍ଷ ପ୍ରୟାସର ଫଳ

15 Feb 2024 By The Sakala

ଆସନ୍ତାକାଲିଠୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର: ଆସନ୍ତାକାଲିଠୁ ଯୁକ୍ତ ଦୁଇ ପରୀକ୍ଷା। ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆରମ୍ଭ ହେବ। ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଛାତ୍ରୀ ଦେବେ ସାହିତ୍ୟ ପରୀକ୍ଷା । ୧୭ରୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେବ। ଚଳିତ ବର୍ଷ ୩ଲକ୍ଷ ୮୪ ହଜାର ୯୭ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ପରୀକ୍ଷା ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛି ଯୁକ୍ତ ଦୁଇ ପରିଷଦ।

ପରୀକ୍ଷା ପାଇଁ ଅଧଘଣ୍ଟା ଆଗରୁ ଛାତ୍ରଛାତ୍ରୀମାନେ କେନ୍ଦ୍ରରେ ପହଞ୍ଚିବେ। ୧୫ ମିନିଟ୍ ପୂର୍ବରୁ ହଲ୍ ପ୍ରବେଶ ସହ ୧୦ ମିନିଟ୍ ପୂର୍ବରୁ ଖାତା ପାଇବେ। ୫ ମିନିଟ୍ ପୂର୍ବରୁ ମିଳିବ ପ୍ରଶ୍ନପତ୍ର। ଉତ୍ତର ଖାତାର ସିରିୟଲ୍ ନମ୍ବର ଏବଂ ପୃଷ୍ଠା ସଂଖ୍ୟା ଭଲଭାବରେ ଦେଖିବାକୁ ପଡ଼ିବ। ତ୍ରୁଟି ଥିଲେ ତୁରନ୍ତ ଜଣାଇବାକୁ ପରାମର୍ଶ ଦିଆଯାଇଛି। ପ୍ରଶ୍ନ ପତ୍ରରେ ପୃଷ୍ଠା ସଂଖ୍ୟା କିମ୍ବା ଛପାଜନିତ ତ୍ରୁଟି ଥିଲେ ତୁରନ୍ତ ଜଣାଇବେ। ଛାତ୍ରଛାତ୍ରୀଙ୍କୁ କୌଣସି ଆଡିସନାଲ ସିଟ୍ ଦିଆଯିବ ନାହିଁ। ପ୍ରଶ୍ନ ପତ୍ରରେ ରୋଲ୍ ନମ୍ବର ଛଡା ଦାଗ ବି ଲଗାଇବେ ନାହିଁ। ନେହେଲ ଛାତ୍ରଛାତ୍ରୀ ମାନେ ମାଲପ୍ରାକ୍ଟିସ ହେବେ।

ଉତ୍ତର ଖାତାରେ ନିଜର ରୋଲ୍ ନମ୍ବର, ରେଜିଷ୍ଟ୍ରେସନ୍ ନମ୍ବର ଠିକ୍ ଭାବରେ ଠିକ୍ ଜାଗାରେ ଲେଖିବାକୁ ପଡ଼ିବ । ପ୍ରଶ୍ନ ପତ୍ରର ସେଟ୍ କୋଡକୁ ନିର୍ଭୁଲ ଭାବରେ ଲେଖିବା ସହ ଉପସ୍ଥାନ ଖାତାରେ ନିଜର ରୋଲ୍ ନମ୍ବର ଦେଖି ଉପସ୍ଥାନ ଦେବେ । ପରୀକ୍ଷା ହଲକୁ କଳା ବଲ୍ ପେନ୍ ଏବଂ ଆଡମିଟ୍ କାର୍ଡ ବ୍ଯତୀତ ଅନ୍ଯ ଜିନିଷ ନେବା ନିଷେଧ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର