ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା, ଡିସେମ୍ବର ୧୫ରୁ ମିଳିବ ଆଡମିଟ୍ କାର୍ଡ

Madhusudan Das Picture
Published On

ଭୁବନେଶ୍ୱର: ଘୋଷଣା ହେଲା ଯୁକ୍ତ ଦୁଇ ପରୀକ୍ଷା ସୂଚୀ । ଫେବ୍ରୁଆରୀ ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୨୧ ଯାଏଁ ଯୁକ୍ତ ଦୁଇ ପରୀକ୍ଷା ଚାଲିବ । ପରୀକ୍ଷା ତାରିଖ ଘୋଷଣା କଲେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧ୍ୟକ୍ଷ । ମୋଟ୍ ୪ ଲକ୍ଷ ୭ ହଜାର ୩୭ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ । ମୋଟ୍ ୧୩୫୦ଟି କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହେବ । ତେବେ ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରି ୨ରୁ ଆରମ୍ଭ ହୋଇ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହାପରେ ଥିଓରି ପରୀକ୍ଷା ଚାଲିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ପିଲାମାନଙ୍କୁ ଡିସେମ୍ବର ୧୫ ତାରିଖରୁ ଆଡମିଟ୍ କାର୍ଡ ଦିଆଯିବ ବୋଲି ସୂଚନା ଦିଆଯାଇଛି । ସମସ୍ତ ୨୧୦ଟି ହବ୍‌ AI କ୍ୟାମେରା ନଜରରେ ରହିବ । ପ୍ରଥମ ଥର ଲାଗି ପ୍ରାକ୍ଟିକାଲ ପରୀକ୍ଷାରେ ୱେବକାଷ୍ଟ ବ୍ୟବସ୍ଥା ହେବ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ITDA ବାଲିଗୁଡ଼ା ସହକାରୀ ନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ

03 Dec 2025 By Madhusudan Das

ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା, ଡିସେମ୍ବର ୧୫ରୁ ମିଳିବ ଆଡମିଟ୍ କାର୍ଡ

ଭୁବନେଶ୍ୱର: ଘୋଷଣା ହେଲା ଯୁକ୍ତ ଦୁଇ ପରୀକ୍ଷା ସୂଚୀ । ଫେବ୍ରୁଆରୀ ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୨୧ ଯାଏଁ ଯୁକ୍ତ ଦୁଇ ପରୀକ୍ଷା ଚାଲିବ । ପରୀକ୍ଷା ତାରିଖ ଘୋଷଣା କଲେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧ୍ୟକ୍ଷ । ମୋଟ୍ ୪ ଲକ୍ଷ ୭ ହଜାର ୩୭ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ । ମୋଟ୍ ୧୩୫୦ଟି କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହେବ । ତେବେ ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରି ୨ରୁ ଆରମ୍ଭ ହୋଇ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହାପରେ ଥିଓରି ପରୀକ୍ଷା ଚାଲିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ପିଲାମାନଙ୍କୁ ଡିସେମ୍ବର ୧୫ ତାରିଖରୁ ଆଡମିଟ୍ କାର୍ଡ ଦିଆଯିବ ବୋଲି ସୂଚନା ଦିଆଯାଇଛି । ସମସ୍ତ ୨୧୦ଟି ହବ୍‌ AI କ୍ୟାମେରା ନଜରରେ ରହିବ । ପ୍ରଥମ ଥର ଲାଗି ପ୍ରାକ୍ଟିକାଲ ପରୀକ୍ଷାରେ ୱେବକାଷ୍ଟ ବ୍ୟବସ୍ଥା ହେବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର