ଫେବ୍ରୁଆରୀ ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ଯାଏଁ ଚାଲିବ ଯୁକ୍ତ ଦୁଇ ପରୀକ୍ଷା

The Sakala Picture
Published On

ଭୁବନେଶ୍ବର: ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ଯାଏଁ ଚାଲିବ ପରୀକ୍ଷା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି। କଳା, ବାଣିଜ୍ୟ ଓ ବିଜ୍ଞାନ ସମସ୍ତଙ୍କ ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହେବ। ପ୍ରଥମ ଦିନ ଅର୍ଥାତ ୧୬ ତାରିଖରେ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ସାହିତ୍ୟ ପରୀକ୍ଷା ରହିଛି । ସେହିପରି କଳା ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କର ୧୭ ତାରିଖରେ […]

ଭୁବନେଶ୍ବର: ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ଯାଏଁ ଚାଲିବ ପରୀକ୍ଷା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି। କଳା, ବାଣିଜ୍ୟ ଓ ବିଜ୍ଞାନ ସମସ୍ତଙ୍କ ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହେବ। ପ୍ରଥମ ଦିନ ଅର୍ଥାତ ୧୬ ତାରିଖରେ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ସାହିତ୍ୟ ପରୀକ୍ଷା ରହିଛି । ସେହିପରି କଳା ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କର ୧୭ ତାରିଖରେ ସାହିତ୍ୟ ପରୀକ୍ଷା ରହିଛି। ୧୯ ତାରିଖରେ ସମସ୍ତ ବିଭାଗର ଇଂରାଜୀ ପରୀକ୍ଷା ରହିଛି।

ଆହୁରି ପଢ଼ନ୍ତୁ: ଯାତ୍ରା ମଞ୍ଚରେ ଉତ୍ତେଜନା: ଅଭିନେତ୍ରୀ ନିଶା ମହାରଣାଙ୍କ ଉପରକୁ ଚେୟାର ଓ ପାଣି ବୋତଲ ମାଡ଼

[wp-embedder-pack width=”100%” height=”400px” download=”all” download-text=”” attachment_id=”108544″ /]

ଆହୁରି ପଢ଼ନ୍ତୁ: ପୋଖରୀରେ ବୁଡ଼ିଯାଉଥିଲେ ୨ ଛୋଟ ଝିଅ, ବଞ୍ଚାଇବାକୁ ଯାଇ ନିଜ ଜୀବନ ହାରିଲେ ସସ୍ମିତା

 

ଆହୁରି ପଢ଼ନ୍ତୁ: କନ୍ଧମାଳରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ୍‌ ଠାବ: ୩ ଗିରଫ, ବନ୍ଧୁକ ସହ ବିପୁଳ ପରିମାଣର ଗଞ୍ଜେଇ ଜବତ

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର