ମାର୍ଚ୍ଚ ୧ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା

The Sakala Picture
Published On

ଭୁବନେଶ୍ବର: ମାର୍ଚ୍ଚ ୧ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ଯୁକ୍ତ ୨ ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଆରମ୍ଭ ହେବ।  ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ପ୍ରଥମ ଦିନ କେବଳ ବିଜ୍ଞାନ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେବେ। ୨ରି କଳା ଓ ବାଣିଜ୍ୟ ଛାତ୍ରଛାତ୍ରୀମାନଙ୍କ ପରୀକ୍ଷା ଆରମ୍ଭ ହେବ। ସେହିପରି ମର୍ଚ୍ଚ ୩ରୁ ଧନ୍ଦାମୂଳକ ପରୀକ୍ଷା ଆରମ୍ଭ ହେବ । ସକାଳ ୧୦ଟାରୁ […]

ଭୁବନେଶ୍ବର: ମାର୍ଚ୍ଚ ୧ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ଯୁକ୍ତ ୨ ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଆରମ୍ଭ ହେବ।  ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ପ୍ରଥମ ଦିନ କେବଳ ବିଜ୍ଞାନ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେବେ। ୨ରି କଳା ଓ ବାଣିଜ୍ୟ ଛାତ୍ରଛାତ୍ରୀମାନଙ୍କ ପରୀକ୍ଷା ଆରମ୍ଭ ହେବ। ସେହିପରି ମର୍ଚ୍ଚ ୩ରୁ ଧନ୍ଦାମୂଳକ ପରୀକ୍ଷା ଆରମ୍ଭ ହେବ । ସକାଳ ୧୦ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ପ୍ରାକ୍ଟିକାଲ ପରୀକ୍ଷା ୧ ଫେବୃଆରୀ- ୧୦ ଫେବୃଆରୀ ମଧ୍ଯରେ ହେବ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର