ଯୁକ୍ତ ଦୁଇ ପରୀକ୍ଷା ତାରିଖ ଘୋଷଣା: ଜାନୁଆରୀ ୨ରୁ ପ୍ରାକ୍ଟିକାଲ, ଫେବ୍ରୁଆରୀ ୧୫ରୁ ହୋଇପାରେ ଥିଓରୀ

The Sakala Picture
Published On

ଭୁବନେଶ୍ବର: ଯୁକ୍ତ ଦୁଇ ପରୀକ୍ଷା ତାରିଖ ଘୋଷଣା କଲେ CHSE ପରୀକ୍ଷା ନିୟନ୍ତ୍ରକ ଡକ୍ଟର ପ୍ରଶାନ୍ତ କୁମାର ପରିଡା। ସେ ସୂଚନା ଦେଇ କହିଛନ୍ତି ଯେ, ଏଥର ଯୁକ୍ତ ଦୁଇ ପରୀକ୍ଷା ଦୁଇ ଭାଗରେ ହେବ। ଇଣ୍ଟରନାଲ ଓ ମେନ ପରୀକ୍ଷା । ଇଣ୍ଟରନାଲ ପରୀକ୍ଷା ଡ଼ିସେମ୍ବର ୨୬ ରୁ ୩୦ ଯାଏଁ ହେବ।  ଜାନୁଆରୀ ୨ ରୁ ୧୨ ଭିତରେ ହେବ ପ୍ରାକ୍ଟିକାଲ ପରୀକ୍ଷା। ଫେବ୍ରୁଆରୀ ୧୫ ରୁ ମାର୍ଚ୍ଚ ୨୦ ଭିତରେ ଥିଓରୀ ପରୀକ୍ଷା […]

ଭୁବନେଶ୍ବର: ଯୁକ୍ତ ଦୁଇ ପରୀକ୍ଷା ତାରିଖ ଘୋଷଣା କଲେ CHSE ପରୀକ୍ଷା ନିୟନ୍ତ୍ରକ ଡକ୍ଟର ପ୍ରଶାନ୍ତ କୁମାର ପରିଡା। ସେ ସୂଚନା ଦେଇ କହିଛନ୍ତି ଯେ, ଏଥର ଯୁକ୍ତ ଦୁଇ ପରୀକ୍ଷା ଦୁଇ ଭାଗରେ ହେବ। ଇଣ୍ଟରନାଲ ଓ ମେନ ପରୀକ୍ଷା । ଇଣ୍ଟରନାଲ ପରୀକ୍ଷା ଡ଼ିସେମ୍ବର ୨୬ ରୁ ୩୦ ଯାଏଁ ହେବ।  ଜାନୁଆରୀ ୨ ରୁ ୧୨ ଭିତରେ ହେବ ପ୍ରାକ୍ଟିକାଲ ପରୀକ୍ଷା। ଫେବ୍ରୁଆରୀ ୧୫ ରୁ ମାର୍ଚ୍ଚ ୨୦ ଭିତରେ ଥିଓରୀ ପରୀକ୍ଷା ଆରମ୍ଭ ହୋଇପାରେ। ସମସ୍ତ ଷ୍ଟ୍ରିମର ଫଳାଫଳ ପରୀକ୍ଷା ସରିବାର ୪୫ ଦିନ ଭିତରେ ରେଜଲ୍ଟ ବାହାରିବ। ଫର୍ମ ଫିଲଅପ ଚାଲିଛି। ଯେଉଁମାନେ କରି ନାହାନ୍ତି, ଫାଇନ ଡେଟରେ କରିବେ। 75% ଉପସ୍ଥାନ ନ ଥିଲେ ଆଡମିଟ କାର୍ଡ ମିଳିବନି। କିଛି କଲେଜରେ ଯେଉଁଠି ପିଲାମାନଙ୍କ ଉପସ୍ଥାନ କମ ଥିବ, ସେମାନଙ୍କୁ ଶ୍ରେଣୀ ଗୃହକୁ ଆଣିବାକୁ କଲେଜ ଅଧ୍ୟକ୍ଷ ସଚେତନ କରନ୍ତୁ ବୋଲି ସେ କହିଛନ୍ତ।

ଆହୁରି ପଢ଼ନ୍ତୁ: ଆଜିଠୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା: ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ ମହାପ୍ରଭୁ, ଅପେକ୍ଷାରେ ନନ୍ଦା ଓ ଭଦ୍ରା

05 Oct 2024 By The Sakala

ଯୁକ୍ତ ଦୁଇ ପରୀକ୍ଷା ତାରିଖ ଘୋଷଣା: ଜାନୁଆରୀ ୨ରୁ ପ୍ରାକ୍ଟିକାଲ, ଫେବ୍ରୁଆରୀ ୧୫ରୁ ହୋଇପାରେ ଥିଓରୀ

ଭୁବନେଶ୍ବର: ଯୁକ୍ତ ଦୁଇ ପରୀକ୍ଷା ତାରିଖ ଘୋଷଣା କଲେ CHSE ପରୀକ୍ଷା ନିୟନ୍ତ୍ରକ ଡକ୍ଟର ପ୍ରଶାନ୍ତ କୁମାର ପରିଡା। ସେ ସୂଚନା ଦେଇ କହିଛନ୍ତି ଯେ, ଏଥର ଯୁକ୍ତ ଦୁଇ ପରୀକ୍ଷା ଦୁଇ ଭାଗରେ ହେବ। ଇଣ୍ଟରନାଲ ଓ ମେନ ପରୀକ୍ଷା । ଇଣ୍ଟରନାଲ ପରୀକ୍ଷା ଡ଼ିସେମ୍ବର ୨୬ ରୁ ୩୦ ଯାଏଁ ହେବ।  ଜାନୁଆରୀ ୨ ରୁ ୧୨ ଭିତରେ ହେବ ପ୍ରାକ୍ଟିକାଲ ପରୀକ୍ଷା। ଫେବ୍ରୁଆରୀ ୧୫ ରୁ ମାର୍ଚ୍ଚ ୨୦ ଭିତରେ ଥିଓରୀ ପରୀକ୍ଷା ଆରମ୍ଭ ହୋଇପାରେ। ସମସ୍ତ ଷ୍ଟ୍ରିମର ଫଳାଫଳ ପରୀକ୍ଷା ସରିବାର ୪୫ ଦିନ ଭିତରେ ରେଜଲ୍ଟ ବାହାରିବ। ଫର୍ମ ଫିଲଅପ ଚାଲିଛି। ଯେଉଁମାନେ କରି ନାହାନ୍ତି, ଫାଇନ ଡେଟରେ କରିବେ। 75% ଉପସ୍ଥାନ ନ ଥିଲେ ଆଡମିଟ କାର୍ଡ ମିଳିବନି। କିଛି କଲେଜରେ ଯେଉଁଠି ପିଲାମାନଙ୍କ ଉପସ୍ଥାନ କମ ଥିବ, ସେମାନଙ୍କୁ ଶ୍ରେଣୀ ଗୃହକୁ ଆଣିବାକୁ କଲେଜ ଅଧ୍ୟକ୍ଷ ସଚେତନ କରନ୍ତୁ ବୋଲି ସେ କହିଛନ୍ତ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର