ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

The Sakala Picture
Published On

ଭୁବନେଶ୍ୱର: ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ । କାଲି ଦିନ ୧୧ ଟାରେ ଯୁକ୍ତଦୁଇ ବାଣିଜ୍ୟ ଏବଂ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ପରିସରରେ ପ୍ରକାଶ ପାଇବ ରେଜଲ୍ଟ । ଏ ନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ । ଏ ବର୍ଷ ରାଜ୍ୟର ୧ ହଜାର ୧୪୫ଟି ପରୀକ୍ଷା କେନ୍ଦ୍ରରେ ୩ ଲକ୍ଷ ୫୦ ହଜାରରୁ ଅଧିକ […]

ଭୁବନେଶ୍ୱର: ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ । କାଲି ଦିନ ୧୧ ଟାରେ ଯୁକ୍ତଦୁଇ ବାଣିଜ୍ୟ ଏବଂ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ପରିସରରେ ପ୍ରକାଶ ପାଇବ ରେଜଲ୍ଟ । ଏ ନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

ଏ ବର୍ଷ ରାଜ୍ୟର ୧ ହଜାର ୧୪୫ଟି ପରୀକ୍ଷା କେନ୍ଦ୍ରରେ ୩ ଲକ୍ଷ ୫୦ ହଜାରରୁ ଅଧିକ ପରୀକ୍ଷାର୍ଥୀ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି। କଳାରେ ୨ଲକ୍ଷ ୩୩ହଜାର ୮୫୫ ଜଣ ପରୀକ୍ଷାର୍ଥୀ ଥିବା ବେଳେ ବିଜ୍ଞାନରେ ୯୩ହଜାର ୮୯୪ଜଣ, ବାଣିଜ୍ୟରେ ୨୪ହଜାର ୩୧୧ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୨୨ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଥିଲେ। ସେମାନଙ୍କ ମଧ୍ୟରୁ ୫ହଜାର ୫୯୭ଜଣ ଛାତ୍ରଛାତ୍ରୀ ପରୀକ୍ଷାରେ ଅନୁପସ୍ଥିତ ଥିବାବେଳେ ୫୭୫ଜଣ କପି କରି ଧରାପଡ଼ିଥିଲେ।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର