ଭୁବନେଶ୍ବର: ଚଳିତବର୍ଷ ଠାରୁ ଅନ୍ଲାଇନ ଜରିଆରେ ହେବ ଯୁକ୍ତ ୨ ସ୍ପଟ ଆଡମିଶନ୍ । ମେରିଟ୍ ଲିଷ୍ଟ ଅନୁସାରେ ଛାତ୍ରଛାତ୍ରୀମାନଙ୍କୁ ସିଟ୍ ମିଳିବ । ସ୍ପଟ୍ ଆଡମିଶନ ପାଇଁ ସିଲେକ୍ସନ୍ ହେଲେ ହ୍ୱାଟ୍ସଆପ୍ କିମ୍ବା ଏସ୍ଏମ୍ଏସ୍ ଜରିଆରେ ସୂଚନା ଦିଆଯିବ । କାଗଜପତ୍ରରେ ଦୁର୍ନୀତି ରୋକିବାକୁ ସାମ୍ସ ପକ୍ଷରୁ ଏହି ବ୍ୟବସ୍ଥା କରାଯାଇଛି। ଏନେଇ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପକ୍ଷରୁ ଚଳିତ ମାସ ୧୭ ତାରିଖରେ ନିର୍ଦ୍ଦେଶନାମା ଜାରି ହୋଇଛି ।
ଚଳିତବର୍ଷ ଠାରୁ ଅନ୍ଲାଇନ ଜରିଆରେ ହେବ ଯୁକ୍ତ ୨ ସ୍ପଟ ଆଡମିଶନ୍