ମେ’ ୨୯ରୁ ଆରମ୍ଭ ହେବ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା

The Sakala Picture
Published On

ଭୁବନେଶ୍ୱର: ମେ’ ୨୯ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା । ନାମଲେଖା ପାଇଁ ଖୋଲିବ ସାମ୍ସ ପୋର୍ଟାଲ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ମିଳିଛି ସୂଚନା । ରାଜ୍ୟରେ ଚଳିତ ବର୍ଷ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣହାର ଅଧିକ ରହିଛି । ସିବିଏସ୍ଇରେ ୯୩.୬୪%, ଆଇସିଏସଇରେ ୯୮.୫୪% ଏବଂ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ପାଇଥିବା ପରୀକ୍ଷାଫଳରେ ଉତ୍ତୀର୍ଣ୍ଣ ହାର ୯୬.୪% ରହିଛି । ଚଳିତବର୍ଷ ଦଶମ ଶ୍ରେଣୀରେ […]

ଭୁବନେଶ୍ୱର: ମେ’ ୨୯ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା । ନାମଲେଖା ପାଇଁ ଖୋଲିବ ସାମ୍ସ ପୋର୍ଟାଲ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ମିଳିଛି ସୂଚନା । ରାଜ୍ୟରେ ଚଳିତ ବର୍ଷ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣହାର ଅଧିକ ରହିଛି । ସିବିଏସ୍ଇରେ ୯୩.୬୪%, ଆଇସିଏସଇରେ ୯୮.୫୪% ଏବଂ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ପାଇଥିବା ପରୀକ୍ଷାଫଳରେ ଉତ୍ତୀର୍ଣ୍ଣ ହାର ୯୬.୪% ରହିଛି ।

ଆହୁରି ପଢ଼ନ୍ତୁ: OERCର ନୂଆ ସଦସ୍ୟ ଭାବେ ସୁଧାଂଶୁ ଶେଖର ବରପଣ୍ଡାଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର

ଚଳିତବର୍ଷ ଦଶମ ଶ୍ରେଣୀରେ ରେଗୁଲାର ଓ ଏକ୍ସ-ରେଗୁଲାର ପିଲାଙ୍କୁ ମିଶାଇ ମୋଟ ୫ ଲକ୍ଷ ୮ହଜାର ୪୦୪ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ରାଜ୍ୟରେ ୨୦୬୭ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବା କନିଷ୍ଠ ମହାବିଦ୍ୟାଳୟ ଥିବାବେଳ ଯୁକ୍ତ ଦୁଇ ଶ୍ରେଣୀରେ ମୋଟ ୫ଲକ୍ଷ ୯ହଜାର ସିଟ ରହିଛି। ସେଥିରୁ କଳାରେ ୨ ଲକ୍ଷ ୭୭ ହଜାର ୩୮୮, ବିଜ୍ଞାନରେ ୧ ଲକ୍ଷ ୬୩ ହଜାର ୩୦୪, ବାଣିଜ୍ୟରେ ୪୫ ହଜାର ୩୩୨ ଏବଂ ସଂସ୍କୃତରେ ୧୩ ହଜାର ୩୩୨ଟି ଆସନ ରହିଛି ।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜ ଜିଲ୍ଲା ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ: ୭୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ମାଇନିଂ ବକେୟା ଆଦାୟ ପାଇଁ ସମ୍ପତ୍ତି ବ୍ୟାଜ୍ୟାପ୍ତି ପ୍ରକ୍ରିୟା ଆରମ୍ଭ

22 May 2023 By The Sakala

ମେ’ ୨୯ରୁ ଆରମ୍ଭ ହେବ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା

ଭୁବନେଶ୍ୱର: ମେ’ ୨୯ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା । ନାମଲେଖା ପାଇଁ ଖୋଲିବ ସାମ୍ସ ପୋର୍ଟାଲ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ମିଳିଛି ସୂଚନା । ରାଜ୍ୟରେ ଚଳିତ ବର୍ଷ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣହାର ଅଧିକ ରହିଛି । ସିବିଏସ୍ଇରେ ୯୩.୬୪%, ଆଇସିଏସଇରେ ୯୮.୫୪% ଏବଂ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ପାଇଥିବା ପରୀକ୍ଷାଫଳରେ ଉତ୍ତୀର୍ଣ୍ଣ ହାର ୯୬.୪% ରହିଛି ।

ଚଳିତବର୍ଷ ଦଶମ ଶ୍ରେଣୀରେ ରେଗୁଲାର ଓ ଏକ୍ସ-ରେଗୁଲାର ପିଲାଙ୍କୁ ମିଶାଇ ମୋଟ ୫ ଲକ୍ଷ ୮ହଜାର ୪୦୪ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ରାଜ୍ୟରେ ୨୦୬୭ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବା କନିଷ୍ଠ ମହାବିଦ୍ୟାଳୟ ଥିବାବେଳ ଯୁକ୍ତ ଦୁଇ ଶ୍ରେଣୀରେ ମୋଟ ୫ଲକ୍ଷ ୯ହଜାର ସିଟ ରହିଛି। ସେଥିରୁ କଳାରେ ୨ ଲକ୍ଷ ୭୭ ହଜାର ୩୮୮, ବିଜ୍ଞାନରେ ୧ ଲକ୍ଷ ୬୩ ହଜାର ୩୦୪, ବାଣିଜ୍ୟରେ ୪୫ ହଜାର ୩୩୨ ଏବଂ ସଂସ୍କୃତରେ ୧୩ ହଜାର ୩୩୨ଟି ଆସନ ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର