ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

The Sakala Picture
Published On

ନୂଆଦିଲ୍ଲୀ: ଆଧୁନିକ ଓଡ଼ିଶାର ନିର୍ମାତା, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ନିଜ ସୋସିଆଲ ମିଡିଆ  ‘ଏକ୍ସ’ରେ  ପୋଷ୍ଟ କରି ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। I pay homage to the legendary Biju Patnaik Ji on his birth anniversary. His visionary leadership and indomitable spirit continue to inspire generations. His contributions to our […]

ନୂଆଦିଲ୍ଲୀ: ଆଧୁନିକ ଓଡ଼ିଶାର ନିର୍ମାତା, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ନିଜ ସୋସିଆଲ ମିଡିଆ  ‘ଏକ୍ସ’ରେ  ପୋଷ୍ଟ କରି ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଆହୁରି ପଢ଼ନ୍ତୁ: ୧୪ରେ ଆସୁଛି ଆଉ ଏକ ଲଘୁଚାପ ! ସେପ୍ଟେମ୍ବର ୮ରୁ ରାଜ୍ୟରେ ପୁଣି ବଢିବ ବର୍ଷା

ମୋଦୀ କହିଛନ୍ତି ଯେ, କିମ୍ବଦନ୍ତୀ ପୁରୁଷ ବିଜୁ ପଟ୍ଟନାୟକଙ୍କ ଦୂରଦର୍ଶୀ ନେତୃତ୍ୱ ଏବଂ ଅଦମ୍ୟ ସାହସ ପିଢ଼ି ପରେ ପିଢ଼ିକୁ ପ୍ରେରଣା ଦେଉଛି । ଆମ ଦେଶ ପାଇଁ ତାଙ୍କର ଅବଦାନ ଏବଂ ବିକାଶ ପ୍ରତି ତାଙ୍କର ଅତୁଟ ପ୍ରତିବଦ୍ଧତା ଉଦାହରଣୀୟ । ଆଜି ଏହି ସ୍ୱତନ୍ତ୍ର ଦିନରେ ମୁଁ ଚଣ୍ଡିଖୋଲରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବା ପାଇଁ ଓଡ଼ିଶାବାସୀଙ୍କ ମଧ୍ୟରେ ଉପସ୍ଥିତ ରହିବି । ଏହା ସହ ଏକ ସାଧାରଣ ସଭାକୁ ମଧ୍ୟ ସମ୍ବୋଧିତ କରିବି ବୋଲି ଲେଖିଛନ୍ତି ମୋଦୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର