ଚିନ୍ତା ବଢାଇଲା କରୋନା: ସମସ୍ତ ରାଜ୍ଯର ମୁଖ୍ଯମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: କରୋନା ସଂକ୍ରମଣ ଦୃତ ଗତିରେ ବୃଦ୍ଧି ପାଇବାରେ ଲାଗିଛି।  ବଢୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଏକ ବଡ ବୈଠକ କରିପାରନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଜି ସନ୍ଧ୍ୟା ୪.୩୦ରେ ଏହି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଦେଶରେ ଦୈନିକ କରୋନା ମାମଲା ବୃଦ୍ଧି ପାଉଥିବା ବେଳେ ପିଏମ ମୋଦୀଙ୍କର ଏକ ସପ୍ତାହ ମଧ୍ୟରେ ଏହା ହେଉଛି ଦ୍ୱିତୀୟ ପ୍ରମୁଖ ବୈଠକ। ସୂଚନା ଅନୁଯାୟୀ, […]

ନୂଆଦିଲ୍ଲୀ: କରୋନା ସଂକ୍ରମଣ ଦୃତ ଗତିରେ ବୃଦ୍ଧି ପାଇବାରେ ଲାଗିଛି।  ବଢୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଏକ ବଡ ବୈଠକ କରିପାରନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଜି ସନ୍ଧ୍ୟା ୪.୩୦ରେ ଏହି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଦେଶରେ ଦୈନିକ କରୋନା ମାମଲା ବୃଦ୍ଧି ପାଉଥିବା ବେଳେ ପିଏମ ମୋଦୀଙ୍କର ଏକ ସପ୍ତାହ ମଧ୍ୟରେ ଏହା ହେଉଛି ଦ୍ୱିତୀୟ ପ୍ରମୁଖ ବୈଠକ।

ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨, ୪୭,୪୧୭ ଟି ନୂଆ ମାମଲା ରିପୋର୍ଟ ହୋଇଛି। ଯାହା ଗତକାଲି ତୁଳନାରେ ୨୭% ଅଧିକ ରହିଛି।

 

About The Author: The Sakala