ଗତକାଲି ରାଜଧାନୀରେ ରୋଡ୍ ଶୋ’ ପରେ ଆଜି କନ୍ଧମାଳ, ବଲାଙ୍ଗିର ଓ ବରଗଡ଼ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମାରାଥନ ପ୍ରଚାର

The Sakala Picture
Published On

ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କଡ଼ା ସୁରକ୍ଷା ମଧ୍ୟରେ ରାଜଧାନୀରେ ବିଶାଳ ରୋଡ୍ ସୋ’ ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତିନି ଜିଲ୍ଲାରେ ପ୍ରଚାର କରିବେ । ଆଜି କନ୍ଧମାଳ, ବରଗଡ଼ ଓ ବଲାଙ୍ଗିରରେ ଆୟୋଜିତ ସାଧାରଣ ସଭାକୁ ମୋଦୀ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ସକାଳୁ ପ୍ରଥମେ କନ୍ଧମାଳ ଅଭିମୁଖେ ବାହାରିବେ । ସେଠାରେ ସକାଳ ୧୦ଟା ୨୦ରେ ଗୁଦାରୀ ଏୟାରଷ୍ଟ୍ରିପରେ ପହଂଚିବା ପରେ କନ୍ଧମାଳ ଷ୍ଟାଡିୟମକୁ […]

ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କଡ଼ା ସୁରକ୍ଷା ମଧ୍ୟରେ ରାଜଧାନୀରେ ବିଶାଳ ରୋଡ୍ ସୋ’ ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତିନି ଜିଲ୍ଲାରେ ପ୍ରଚାର କରିବେ । ଆଜି କନ୍ଧମାଳ, ବରଗଡ଼ ଓ ବଲାଙ୍ଗିରରେ ଆୟୋଜିତ ସାଧାରଣ ସଭାକୁ ମୋଦୀ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ: ଆଜିଠୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା: ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ ମହାପ୍ରଭୁ, ଅପେକ୍ଷାରେ ନନ୍ଦା ଓ ଭଦ୍ରା

ସକାଳୁ ପ୍ରଥମେ କନ୍ଧମାଳ ଅଭିମୁଖେ ବାହାରିବେ । ସେଠାରେ ସକାଳ ୧୦ଟା ୨୦ରେ ଗୁଦାରୀ ଏୟାରଷ୍ଟ୍ରିପରେ ପହଂଚିବା ପରେ କନ୍ଧମାଳ ଷ୍ଟାଡିୟମକୁ ଯିବେ । ଯେଉଁଠାରେ ଜନସଭାରେ ଯୋଗଦେବା ପରେ ବଲାଙ୍ଗିର ବାହାରିଯିବେ । ମଧ୍ୟାହ୍ନ ୧୨ଟା ୫ରେ ବଲାଙ୍ଗିରର ପଥରଚେପାସ୍ଥିତ ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇବା ପରେ ୧୨ଟା ୧୫ରୁ ୧୨ଟା ୫୫ ପର୍ଯ୍ୟନ୍ତ ଜନସଭାକୁ ଉଦବୋଧନ ଦେବେ । ତିନୋଟି ଜିଲ୍ଲାରେ ମୋଦୀଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ବଲାଙ୍ଗିରରେ ୨ଶହ ପୁଲିସ ଅଧିକାରୀ, ୩୦୦ ହୋମଗାର୍ଡ ଏବଂ ୨୦ ପ୍ଲାଟୁନ ଫୋର୍ସ ମୁତୟନ ରହିବେ ।

ଆହୁରି ପଢ଼ନ୍ତୁ: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି

11 May 2024 By The Sakala

ଗତକାଲି ରାଜଧାନୀରେ ରୋଡ୍ ଶୋ’ ପରେ ଆଜି କନ୍ଧମାଳ, ବଲାଙ୍ଗିର ଓ ବରଗଡ଼ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମାରାଥନ ପ୍ରଚାର

ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କଡ଼ା ସୁରକ୍ଷା ମଧ୍ୟରେ ରାଜଧାନୀରେ ବିଶାଳ ରୋଡ୍ ସୋ’ ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତିନି ଜିଲ୍ଲାରେ ପ୍ରଚାର କରିବେ । ଆଜି କନ୍ଧମାଳ, ବରଗଡ଼ ଓ ବଲାଙ୍ଗିରରେ ଆୟୋଜିତ ସାଧାରଣ ସଭାକୁ ମୋଦୀ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି।

ସକାଳୁ ପ୍ରଥମେ କନ୍ଧମାଳ ଅଭିମୁଖେ ବାହାରିବେ । ସେଠାରେ ସକାଳ ୧୦ଟା ୨୦ରେ ଗୁଦାରୀ ଏୟାରଷ୍ଟ୍ରିପରେ ପହଂଚିବା ପରେ କନ୍ଧମାଳ ଷ୍ଟାଡିୟମକୁ ଯିବେ । ଯେଉଁଠାରେ ଜନସଭାରେ ଯୋଗଦେବା ପରେ ବଲାଙ୍ଗିର ବାହାରିଯିବେ । ମଧ୍ୟାହ୍ନ ୧୨ଟା ୫ରେ ବଲାଙ୍ଗିରର ପଥରଚେପାସ୍ଥିତ ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇବା ପରେ ୧୨ଟା ୧୫ରୁ ୧୨ଟା ୫୫ ପର୍ଯ୍ୟନ୍ତ ଜନସଭାକୁ ଉଦବୋଧନ ଦେବେ । ତିନୋଟି ଜିଲ୍ଲାରେ ମୋଦୀଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ବଲାଙ୍ଗିରରେ ୨ଶହ ପୁଲିସ ଅଧିକାରୀ, ୩୦୦ ହୋମଗାର୍ଡ ଏବଂ ୨୦ ପ୍ଲାଟୁନ ଫୋର୍ସ ମୁତୟନ ରହିବେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର