ଆସନ୍ତା ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

The Sakala Picture
Published On

ଭୁବନେଶ୍ବର: ଆସନ୍ତା ୨୦ ତାରିଖ ଅପରାହ୍ନ ୩ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ।  ମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ୨୦ ତାରିଖରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ  ବଣ୍ଟାଯିବ। ୫୦ ହଜାର ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେବା ପରେ ରୋଡ “ଶୋ’ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଅନେକ  ନୂଆ ଯୋଜନା ଘୋଷଣା କରିବେ । ଏଥିରେ […]

ଭୁବନେଶ୍ବର: ଆସନ୍ତା ୨୦ ତାରିଖ ଅପରାହ୍ନ ୩ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ । 

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

ମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ୨୦ ତାରିଖରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ  ବଣ୍ଟାଯିବ। ୫୦ ହଜାର ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେବା ପରେ ରୋଡ “ଶୋ’ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଅନେକ  ନୂଆ ଯୋଜନା ଘୋଷଣା କରିବେ । ଏଥିରେ ମହାପୁରୁଷ ଆଦର୍ଶ ଗ୍ରାମ ଯୋଜନା ବି ଘୋଷଣା ହୋଇପାରେ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

 

ଆହୁରି ପଢ଼ନ୍ତୁ: ଆଜି ଗୁରୁ ଦିବସ; ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅକ୍ଷୁର୍ଣ୍ଣ ଓ ପବିତ୍ର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର