ଆରମ୍ଭ ହେଲା ପୁଲିସ ଡିଜି ସମ୍ମିଳନୀ, ଉଦ୍‌ଘାଟନ କଲେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

The Sakala Picture
Published On

ଭୁବନେଶ୍ୱର: ଆରମ୍ଭ ହେଲା ଡିଜିପି-ଆଇଜିପି ସମ୍ମିଳନୀ। ଭୁବନେଶ୍ୱର ଲୋକସେବା ଭବନରେ ଡିଜିପି-ଆଇଜିପି ସମ୍ମିଳନୀ ଆରମ୍ଭ ହୋଇଛି। ଏଥିରେ ସାରା ଦେଶର ଡିଜିପି/ଆଇଜିପି ଯୋଗ ଦେଇଛନ୍ତି। ଲୋକସେବା ଭବନରେ ସମ୍ମିଳନୀକୁ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଉଦ୍‌ଘାଟନ କରିଛନ୍ତି। ୩ ଦିନ ଧରି ଏହି ସମ୍ମିଳନୀ ଚାଲିବ। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ମଧ୍ୟ ଉପସ୍ଥିତ ଅଛନ୍ତି । ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ନେଇ ସମ୍ମିଳନୀରେ ବିଚାରବିମର୍ଶ ହେବ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ, ୧୦ ହଜାର ଲାଞ୍ଚ ନେବାବେଳେ ଧରାପଡ଼ିଲେ

29 Nov 2024 By The Sakala

ଆରମ୍ଭ ହେଲା ପୁଲିସ ଡିଜି ସମ୍ମିଳନୀ, ଉଦ୍‌ଘାଟନ କଲେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର: ଆରମ୍ଭ ହେଲା ଡିଜିପି-ଆଇଜିପି ସମ୍ମିଳନୀ। ଭୁବନେଶ୍ୱର ଲୋକସେବା ଭବନରେ ଡିଜିପି-ଆଇଜିପି ସମ୍ମିଳନୀ ଆରମ୍ଭ ହୋଇଛି। ଏଥିରେ ସାରା ଦେଶର ଡିଜିପି/ଆଇଜିପି ଯୋଗ ଦେଇଛନ୍ତି। ଲୋକସେବା ଭବନରେ ସମ୍ମିଳନୀକୁ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଉଦ୍‌ଘାଟନ କରିଛନ୍ତି। ୩ ଦିନ ଧରି ଏହି ସମ୍ମିଳନୀ ଚାଲିବ। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ମଧ୍ୟ ଉପସ୍ଥିତ ଅଛନ୍ତି । ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ନେଇ ସମ୍ମିଳନୀରେ ବିଚାରବିମର୍ଶ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର