ସ୍ପେଶାଲ ସିକ୍ୟୁରିଟି ବାଟାଲିୟନରେ ଟାଟୁ ମନା, ୧୫ ଦିନରେ ଟାଟୁ ନଲିଭାଇଲେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

The Sakala Picture
Published On

ଭୁବନେଶ୍ବର: ଆଉ ଦେହରେ ଟାଟୁ କରିପାରିବେନି ପୁଲିସ ଅଧିକାରୀ । ଶରୀରରେ ଟାଟୁ କରିବା ଦ୍ୱାରା ଓଡ଼ିଶା ପୁଲିସର ସମ୍ମାନ ହାନି ହେଉଥିବାରୁ ଏଭଳି ନିର୍ଦ୍ଦେଶନାମା ଜାରି କରିଛି ସ୍ପେଶାଲ ସିକ୍ୟୁରିଟି ବାଟାଲିୟନ୍। ବେକ କିମ୍ବା ହାତରେ ଟାଟୁ କରିପାରିବେ ନାହିଁ । ଯଦି ଉକ୍ତ ବାଟାଲିୟନର କୌଣସି ପୁଲିସ ଅଧିକାରୀ ଟାଟୁ କରିଛନ୍ତି ତେବେ ୧୫ ଦିନ ମଧ୍ୟରେ ଏହାକୁ ଲିଭାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପୁଲିସ ୟୁନିଫର୍ମ ପିନ୍ଧିବା ପରେ ଯଦି ଟାଟୁ ଦେଖାଯାଉଥାଏ […]

ଭୁବନେଶ୍ବର: ଆଉ ଦେହରେ ଟାଟୁ କରିପାରିବେନି ପୁଲିସ ଅଧିକାରୀ । ଶରୀରରେ ଟାଟୁ କରିବା ଦ୍ୱାରା ଓଡ଼ିଶା ପୁଲିସର ସମ୍ମାନ ହାନି ହେଉଥିବାରୁ ଏଭଳି ନିର୍ଦ୍ଦେଶନାମା ଜାରି କରିଛି ସ୍ପେଶାଲ ସିକ୍ୟୁରିଟି ବାଟାଲିୟନ୍। ବେକ କିମ୍ବା ହାତରେ ଟାଟୁ କରିପାରିବେ ନାହିଁ । ଯଦି ଉକ୍ତ ବାଟାଲିୟନର କୌଣସି ପୁଲିସ ଅଧିକାରୀ ଟାଟୁ କରିଛନ୍ତି ତେବେ ୧୫ ଦିନ ମଧ୍ୟରେ ଏହାକୁ ଲିଭାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପୁଲିସ ୟୁନିଫର୍ମ ପିନ୍ଧିବା ପରେ ଯଦି ଟାଟୁ ଦେଖାଯାଉଥାଏ ତେବେ ଏହା ଗ୍ରହଣୀୟ ହେବ ନାହିଁ । ଟାଟୁ ନ ଲିଭାଇଲେ ଡିପାର୍ଟମେଣ୍ଟାଲ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଚେତାବନୀ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ, ୧୦ ହଜାର ଲାଞ୍ଚ ନେବାବେଳେ ଧରାପଡ଼ିଲେ

10 Apr 2024 By The Sakala

ସ୍ପେଶାଲ ସିକ୍ୟୁରିଟି ବାଟାଲିୟନରେ ଟାଟୁ ମନା, ୧୫ ଦିନରେ ଟାଟୁ ନଲିଭାଇଲେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଭୁବନେଶ୍ବର: ଆଉ ଦେହରେ ଟାଟୁ କରିପାରିବେନି ପୁଲିସ ଅଧିକାରୀ । ଶରୀରରେ ଟାଟୁ କରିବା ଦ୍ୱାରା ଓଡ଼ିଶା ପୁଲିସର ସମ୍ମାନ ହାନି ହେଉଥିବାରୁ ଏଭଳି ନିର୍ଦ୍ଦେଶନାମା ଜାରି କରିଛି ସ୍ପେଶାଲ ସିକ୍ୟୁରିଟି ବାଟାଲିୟନ୍। ବେକ କିମ୍ବା ହାତରେ ଟାଟୁ କରିପାରିବେ ନାହିଁ । ଯଦି ଉକ୍ତ ବାଟାଲିୟନର କୌଣସି ପୁଲିସ ଅଧିକାରୀ ଟାଟୁ କରିଛନ୍ତି ତେବେ ୧୫ ଦିନ ମଧ୍ୟରେ ଏହାକୁ ଲିଭାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପୁଲିସ ୟୁନିଫର୍ମ ପିନ୍ଧିବା ପରେ ଯଦି ଟାଟୁ ଦେଖାଯାଉଥାଏ ତେବେ ଏହା ଗ୍ରହଣୀୟ ହେବ ନାହିଁ । ଟାଟୁ ନ ଲିଭାଇଲେ ଡିପାର୍ଟମେଣ୍ଟାଲ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଚେତାବନୀ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର