ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ପରୀକ୍ଷା ତାରିଖ ଘୋଷଣା, ସେପ୍ଟେମ୍ବର ୨୦ ପରେ ମିଳିବ ଆଡମିଟ୍‌ କାର୍ଡ

The Sakala Picture
Published On

ଭୁବନେଶ୍ୱର : ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ପରୀକ୍ଷା ତାରିଖ ଘୋଷଣା ହୋଇଛି। ଓଡ଼ିଶା ପୋଲିସ ରିକ୍ରୁଟମେଣ୍ଟ ବୋର୍ଡ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ ଅକ୍ଟୋବର ୪ ଓ ୫ରେ ହେବ ଏସ୍‌ଆଇ ନିଯୁକ୍ତି ପରୀକ୍ଷା ଅନୁଷ୍ଠିତ ହେବ। ରାଜ୍ୟର ବିଭିନ୍ନ ଜିଲ୍ଲାରେ ପରୀକ୍ଷା ହେବାକୁ ଥିବା ବେଳେ ସେପ୍ଟେମ୍ବର ୨୦ ପରଠୁ ପ୍ରାର୍ଥୀମାନେ ସେମାନଙ୍କ ଆଡମିଟ୍‌ କାର୍ଡ ଡାଉନ୍‌ଲୋଡ୍‌ କରିପାରିବେ । odishapolice.gov.inରୁ ଆଡମିଟ୍‌ କାର୍ଡ ଡାଉନ୍‌ଲୋଡ୍‌ କରିପାରିବେ। ସୂଚନାଯୋଗ୍ୟ ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ପରୀକ୍ଷା […]

ଭୁବନେଶ୍ୱର : ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ପରୀକ୍ଷା ତାରିଖ ଘୋଷଣା ହୋଇଛି। ଓଡ଼ିଶା ପୋଲିସ ରିକ୍ରୁଟମେଣ୍ଟ ବୋର୍ଡ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ ଅକ୍ଟୋବର ୪ ଓ ୫ରେ ହେବ ଏସ୍‌ଆଇ ନିଯୁକ୍ତି ପରୀକ୍ଷା ଅନୁଷ୍ଠିତ ହେବ। ରାଜ୍ୟର ବିଭିନ୍ନ ଜିଲ୍ଲାରେ ପରୀକ୍ଷା ହେବାକୁ ଥିବା ବେଳେ ସେପ୍ଟେମ୍ବର ୨୦ ପରଠୁ ପ୍ରାର୍ଥୀମାନେ ସେମାନଙ୍କ ଆଡମିଟ୍‌ କାର୍ଡ ଡାଉନ୍‌ଲୋଡ୍‌ କରିପାରିବେ । odishapolice.gov.inରୁ ଆଡମିଟ୍‌ କାର୍ଡ ଡାଉନ୍‌ଲୋଡ୍‌ କରିପାରିବେ।

ଆହୁରି ପଢ଼ନ୍ତୁ: ରାଜନୈତିକ ଦୋଷାରୋପ ବନ୍ଦ କରି ରାଜ୍ୟ ସମ୍ମୁଖୀନ ହେଉଥିବା ସମସ୍ୟାର ସମାଧାନ କରନ୍ତୁ ରାଜ୍ୟ ସରକାର: ବିଜେଡି

ଆହୁରି ପଢ଼ନ୍ତୁ: ଗୋପାଳପୁର ନିକଟରେ ଲ୍ୟାଣ୍ଡଫଲ୍ କରିପାରେ ବାତ୍ୟା 'ଅକୱାନ' ଜାରି ହେଲା ରେଡ୍ ଆଲର୍ଟ

ସୂଚନାଯୋଗ୍ୟ ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ପରୀକ୍ଷା ପାଇଁ ବୟସ ସୀମା ୩ବର୍ଷ ବଢ଼ିବା ପରେ ସାନି ବିଜ୍ଞପ୍ତି ୩୧ ଜୁଲାଇରେ ପ୍ରକାଶ ପାଇଥିଲା। ଅଗଷ୍ଟ ୬ରୁ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ଆବେଦନ କରିଥିଲେ।ଆବେଦନ ପାଇଁ ସର୍ବନିମ୍ନ ବୟସ ୨୧ ବର୍ଷ ଧାର୍ଯ୍ୟ କରାଯାଇଥିଲା। ସାଧାରଣ ବର୍ଗଙ୍କ ପାଇଁ ସର୍ବୋଚ୍ଚ ବୟସସୀମା ୨୦୨୪ ଜାନୁଆରୀ ପହିଲା ସୁଦ୍ଧା ୨୮ ବର୍ଷ ଧାର୍ଯ୍ୟ ହୋଇଥିବାବେଳେ ଏସ୍‌ଇବିସି, ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ସମସ୍ତ ବର୍ଗର ମହିଳା ପ୍ରାର୍ଥୀଙ୍କ ପାଇଁ ୩୩ ବର୍ଷ ରଖାଯାଇଥିଲା।

ଆହୁରି ପଢ଼ନ୍ତୁ: କୁହୁଡି ଯୋଗୁଁ ଭୟଙ୍କର ସଡ଼କ ଦୁର୍ଘଟଣା: ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ ଓ ୫ ଗୁରୁତର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର