କ୍ଯାସଲେସ ଚିକିତ୍ସା ସୁବିଧା ପାଇବେ ନିର୍ବାଚନରେ ନିୟୋଜିତ ଥିବା ପୋଲିଂ କର୍ମଚାରୀ

The Sakala Picture
Published On

ଭୁବନେଶ୍ବର: ବିଜୁ ସ୍ବାସ୍ଥ୍ଯ କଲ୍ଯାଣ ଯୋଜନା ଅଧୀନରେ ପ୍ଯାନେଲଭୁକ୍ତ ହୋଇଥିବା ରାଜ୍ଯର ସମସ୍ତ ଘରୋଇ ହସ୍ପିଟାଲଗୁଡିକୁ ରାଜ୍ଯ ସ୍ବାସ୍ଥ୍ଯ ଓ ପରିବାର କଲ୍ଯାଣ ବିଭାଗର ଚିଠି। ସାଧାରଣ ନିର୍ବାଚନ ୨୦୨୪ କାର୍ଯ୍ୟରେ ନିୟୋଜିତ ଥିବା ପୋଲିଂ କର୍ମଚାରୀ ଯଦି ଅଂଶୁଘାତରେ ଅସୁସ୍ଥ ହୁଅନ୍ତି ତେବେ ସେମାନଙ୍କୁ କ୍ଯାସଲେସ ଚିକିତ୍ସା ସୁବିଧା ଯୋଗାଇଦେବାକୁ ଦିଆଯାଇଛି ନିର୍ଦ୍ଦେଶ। ନିର୍ବାଚନକାଳୀନ ଡ୍ଯୁଟି ସଂକ୍ରାନ୍ତ ନିଯୁକ୍ତି ପତ୍ର ଦାଖଲ କରାଯିବାପରେ ଏହି ଚିକିତ୍ସା ସୁବିଧା ଉପଲବ୍ଧ ହେବ। ରାଜ୍ଯର କୋଟିକୋଟି ଲୋକ ବିଏସକେୱାଇ […]

ଭୁବନେଶ୍ବର: ବିଜୁ ସ୍ବାସ୍ଥ୍ଯ କଲ୍ଯାଣ ଯୋଜନା ଅଧୀନରେ ପ୍ଯାନେଲଭୁକ୍ତ ହୋଇଥିବା ରାଜ୍ଯର ସମସ୍ତ ଘରୋଇ ହସ୍ପିଟାଲଗୁଡିକୁ ରାଜ୍ଯ ସ୍ବାସ୍ଥ୍ଯ ଓ ପରିବାର କଲ୍ଯାଣ ବିଭାଗର ଚିଠି। ସାଧାରଣ ନିର୍ବାଚନ ୨୦୨୪ କାର୍ଯ୍ୟରେ ନିୟୋଜିତ ଥିବା ପୋଲିଂ କର୍ମଚାରୀ ଯଦି ଅଂଶୁଘାତରେ ଅସୁସ୍ଥ ହୁଅନ୍ତି ତେବେ ସେମାନଙ୍କୁ କ୍ଯାସଲେସ ଚିକିତ୍ସା ସୁବିଧା ଯୋଗାଇଦେବାକୁ ଦିଆଯାଇଛି ନିର୍ଦ୍ଦେଶ। ନିର୍ବାଚନକାଳୀନ ଡ୍ଯୁଟି ସଂକ୍ରାନ୍ତ ନିଯୁକ୍ତି ପତ୍ର ଦାଖଲ କରାଯିବାପରେ ଏହି ଚିକିତ୍ସା ସୁବିଧା ଉପଲବ୍ଧ ହେବ। ରାଜ୍ଯର କୋଟିକୋଟି ଲୋକ ବିଏସକେୱାଇ ଜରିଆରେ ଉପକୃତ ହେଉଥିବାବେଳେ ରାଜ୍ଯ ସରକାର ନିର୍ବାଚନରେ ନିୟୋଜିତ କର୍ମଚାରୀଙ୍କ ଲାଗି ଏହାକୁ ଉପଲବ୍ଧ କରାଇଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର