୨୪ ଘଣ୍ଟା ମଧ୍ଯରେ ରାଜ୍ଯରେ ୧୩ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ସାରା ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୩ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାର କରାଯାଇଛି। ଉକ୍ତ ୧୩ ଜିଲ୍ଲାଗୁଡିକ ହେଲା- ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ବୌଦ୍ଧ, ଅନୁଗୁଳ, କଟକ, ଢ଼େଙ୍କାନାଳ, ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ ଓ ଯାଜପୁର ପ୍ରଭୃତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ […]

ଭୁବନେଶ୍ୱର: ସାରା ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୩ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାର କରାଯାଇଛି। ଉକ୍ତ ୧୩ ଜିଲ୍ଲାଗୁଡିକ ହେଲା- ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ବୌଦ୍ଧ, ଅନୁଗୁଳ, କଟକ, ଢ଼େଙ୍କାନାଳ, ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ ଓ ଯାଜପୁର ପ୍ରଭୃତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

23 Jun 2022 By The Sakala

୨୪ ଘଣ୍ଟା ମଧ୍ଯରେ ରାଜ୍ଯରେ ୧୩ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସାରା ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୩ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାର କରାଯାଇଛି। ଉକ୍ତ ୧୩ ଜିଲ୍ଲାଗୁଡିକ ହେଲା- ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ବୌଦ୍ଧ, ଅନୁଗୁଳ, କଟକ, ଢ଼େଙ୍କାନାଳ, ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ ଓ ଯାଜପୁର ପ୍ରଭୃତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

https://www.thesakala.in/latest-odisha-news/possibility-of-heavy-rains-in-different-parts-of-13-districts-of-the-state-in-the-next-24-hours/article-12722
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର