ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା, ଏଣିକି ଅଦାଲତରେ ନିୟମିତ ହେବେ ହାଜର

The Sakala Picture
Published On

ଭୁବନେଶ୍ୱର : ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା । ଟାଟା ମୋଟର୍ସ ଠକେଇ ମାମଲାରେ ସ୍ଥଗିତାଦେଶକୁ ଉଠାଇଦେଲେ କୋର୍ଟ । ଏଣିକି ଅଦାଲତରେ ନିୟମିତ ହାଜର ହେବାକୁ ହେବ । ହାଇକୋର୍ଟଙ୍କ ଆଦେଶକୁ ସେ ନିୟମିତ ଭାବେ ଅବମାନନା କରିଆସୁଥିଲେ । କୋର୍ଟରେ ହାଜର ହେଉନଥିଲେ ପ୍ରଦୀପ । ଯାହାର ବିଚାର କରି ସମସ୍ତ ସ୍ଥଗିତାଦେଶକୁ ହଟାଇ ଦେଇଛନ୍ତି କୋର୍ଟ । ପ୍ରଦୀପଙ୍କ ସହ ଅନ୍ୟ ଅଭିଯୁକ୍ତ ବି ହାଜର ହେବେ । ପ୍ରଦୀପ ପାଣିଗ୍ରାହୀ ଏବେ […]

ଭୁବନେଶ୍ୱର : ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା । ଟାଟା ମୋଟର୍ସ ଠକେଇ ମାମଲାରେ ସ୍ଥଗିତାଦେଶକୁ ଉଠାଇଦେଲେ କୋର୍ଟ । ଏଣିକି ଅଦାଲତରେ ନିୟମିତ ହାଜର ହେବାକୁ ହେବ । ହାଇକୋର୍ଟଙ୍କ ଆଦେଶକୁ ସେ ନିୟମିତ ଭାବେ ଅବମାନନା କରିଆସୁଥିଲେ । କୋର୍ଟରେ ହାଜର ହେଉନଥିଲେ ପ୍ରଦୀପ । ଯାହାର ବିଚାର କରି ସମସ୍ତ ସ୍ଥଗିତାଦେଶକୁ ହଟାଇ ଦେଇଛନ୍ତି କୋର୍ଟ । ପ୍ରଦୀପଙ୍କ ସହ ଅନ୍ୟ ଅଭିଯୁକ୍ତ ବି ହାଜର ହେବେ ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଫୋରେନ୍‌ସିକ୍ ଲ୍ୟାବ୍‌ରେ ସୁଇସାଇଡ୍ ନୋଟ୍, ପତ୍ନୀଙ୍କୁ ସନ୍ଦେହ

ପ୍ରଦୀପ ପାଣିଗ୍ରାହୀ ଏବେ ବିଜେପିର ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଅଛନ୍ତି। ତାଙ୍କ ବିରୋଧରେ ମିଛ କହି ଲୋକଙ୍କୁ ଠକିଥିବା ଅଭିଯୋଗ ହୋଇଥିଲା । ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲୋକଙ୍କୁ ଠକିଥିଲେ । ଟାଟା ମୋଟର୍ସରେ ପାସେଞ୍ଜର ଡିଭିଜନରେ ଚାକିରି ଦେବେ କହିଥିବା ନେଇ ଅଭିଯୋଗ ହୋଇଥିଲା । ଲକ୍ଷ ଲକ୍ଷ ଟଙ୍କା ଲୋକଙ୍କଠୁ ଠକିଥିବା ନେଇ ଅଭିଯୋଗ ହୋଇଥିଲା। ଠକେଇରେ ପ୍ରଦୀପଙ୍କ ସହଯୋଗୀ ଥିଲେ ଭାବୀ ଜ୍ବାଇଁ ଆକାଶ ପାଠକ। ଏହାକୁ ନେଇ ଟାଟା ମୋଟର୍ସ ପାସେଞ୍ଜର ଡିଭିଜନ ଅଭିଯୋଗ କରିବା ସହ ଠକେଇର ଶିକାର ଲୋକେ ମଧ୍ଯ ଅଭିଯୋଗ କରିଥିଲେ।

ଆହୁରି ପଢ଼ନ୍ତୁ: ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ବାହୁଡା ଯାତ୍ରା: ଆଜି ଗଡିବ ନନ୍ଦିଘୋଷ ଓ ଦର୍ପଦଳନ ରଥ

23 Apr 2024 By The Sakala

ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା, ଏଣିକି ଅଦାଲତରେ ନିୟମିତ ହେବେ ହାଜର

ଭୁବନେଶ୍ୱର : ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା । ଟାଟା ମୋଟର୍ସ ଠକେଇ ମାମଲାରେ ସ୍ଥଗିତାଦେଶକୁ ଉଠାଇଦେଲେ କୋର୍ଟ । ଏଣିକି ଅଦାଲତରେ ନିୟମିତ ହାଜର ହେବାକୁ ହେବ । ହାଇକୋର୍ଟଙ୍କ ଆଦେଶକୁ ସେ ନିୟମିତ ଭାବେ ଅବମାନନା କରିଆସୁଥିଲେ । କୋର୍ଟରେ ହାଜର ହେଉନଥିଲେ ପ୍ରଦୀପ । ଯାହାର ବିଚାର କରି ସମସ୍ତ ସ୍ଥଗିତାଦେଶକୁ ହଟାଇ ଦେଇଛନ୍ତି କୋର୍ଟ । ପ୍ରଦୀପଙ୍କ ସହ ଅନ୍ୟ ଅଭିଯୁକ୍ତ ବି ହାଜର ହେବେ ।

ପ୍ରଦୀପ ପାଣିଗ୍ରାହୀ ଏବେ ବିଜେପିର ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଅଛନ୍ତି। ତାଙ୍କ ବିରୋଧରେ ମିଛ କହି ଲୋକଙ୍କୁ ଠକିଥିବା ଅଭିଯୋଗ ହୋଇଥିଲା । ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲୋକଙ୍କୁ ଠକିଥିଲେ । ଟାଟା ମୋଟର୍ସରେ ପାସେଞ୍ଜର ଡିଭିଜନରେ ଚାକିରି ଦେବେ କହିଥିବା ନେଇ ଅଭିଯୋଗ ହୋଇଥିଲା । ଲକ୍ଷ ଲକ୍ଷ ଟଙ୍କା ଲୋକଙ୍କଠୁ ଠକିଥିବା ନେଇ ଅଭିଯୋଗ ହୋଇଥିଲା। ଠକେଇରେ ପ୍ରଦୀପଙ୍କ ସହଯୋଗୀ ଥିଲେ ଭାବୀ ଜ୍ବାଇଁ ଆକାଶ ପାଠକ। ଏହାକୁ ନେଇ ଟାଟା ମୋଟର୍ସ ପାସେଞ୍ଜର ଡିଭିଜନ ଅଭିଯୋଗ କରିବା ସହ ଠକେଇର ଶିକାର ଲୋକେ ମଧ୍ଯ ଅଭିଯୋଗ କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର