ଗାନ୍ଧୀ ମାର୍ଗରେ ଗଡ଼ିବ ପ୍ରଜ୍ଞାପନ ମେଢ଼, ସାଧାରଣତନ୍ତ୍ର ଦିବସରେ ପ୍ରଦର୍ଶିତ ହେବ ରାଜ୍ଯର ଐତିହ୍ଯ ଓ ବିକାଶ

The Sakala Picture
Published On

ଭୁବନେଶ୍ବର:  ଆସନ୍ତା ରାଜ୍ଯସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନବେଳେ ଭୁବନେଶ୍ବରସ୍ଥିତ ଗାନ୍ଧୀ ମାର୍ଗରେ ପ୍ରଜ୍ଞାପନ ମେଢ଼ ଗଡ଼ିବ। ଏଥିରେ ରାଜ୍ଯର ଐତିହ୍ଯ, ପରମ୍ପରା, ଅସ୍ମିତା ଏବଂ ବିକାଶକୁ ନେଇ ଏହି ପ୍ରଜ୍ଞାପନ ମେଢ଼ ଗୁଡ଼ିକ ପ୍ରଦଶିର୍ତ ହେବ । ପ୍ଯାରେଡ୍ ପ୍ରଦର୍ଶନ ସହ ପ୍ରଜ୍ଞାପନ ମେଢ଼ ଉକ୍ତ ଉତ୍ସବର ସ୍ବତନ୍ତ୍ର ଆକର୍ଷଣ ହେବ । ଏଥି ନିମନ୍ତେ ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ଏକ ପ୍ରାରମ୍ଭିକ ବୈଠକ ଗ୍ରାମ୍ଯ […]

ଭୁବନେଶ୍ବର:  ଆସନ୍ତା ରାଜ୍ଯସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନବେଳେ ଭୁବନେଶ୍ବରସ୍ଥିତ ଗାନ୍ଧୀ ମାର୍ଗରେ ପ୍ରଜ୍ଞାପନ ମେଢ଼ ଗଡ଼ିବ। ଏଥିରେ ରାଜ୍ଯର ଐତିହ୍ଯ, ପରମ୍ପରା, ଅସ୍ମିତା ଏବଂ ବିକାଶକୁ ନେଇ ଏହି ପ୍ରଜ୍ଞାପନ ମେଢ଼ ଗୁଡ଼ିକ ପ୍ରଦଶିର୍ତ ହେବ । ପ୍ଯାରେଡ୍ ପ୍ରଦର୍ଶନ ସହ ପ୍ରଜ୍ଞାପନ ମେଢ଼ ଉକ୍ତ ଉତ୍ସବର ସ୍ବତନ୍ତ୍ର ଆକର୍ଷଣ ହେବ ।

ଆହୁରି ପଢ଼ନ୍ତୁ: ଗୁଣି ଗାରେଡି ସନ୍ଦେହରେ ମା-ଝିଅଙ୍କୁ ଧାରୁଆ ଅସ୍ତ୍ରରେ ହାଣି ନିର୍ମମ ଭାବେ ହତ୍ୟା କଲେ ପଡୋଶୀ

ଏଥି ନିମନ୍ତେ ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ଏକ ପ୍ରାରମ୍ଭିକ ବୈଠକ ଗ୍ରାମ୍ଯ ଉନ୍ନୟନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ଏଥିରେ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ । ଚଳିତ ବର୍ଷ ବିଭିନ୍ନ ବିଭାଗ ପକ୍ଷରୁ ଏଥି ନିମନ୍ତେ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯିବ । ରାଜ୍ଯର ଐତିହ୍ଯ ଓ ବିକାଶ ଉପରେ ମୁଖ୍ଯତଃ ଏହି ପ୍ରଜ୍ଞାପନ ମେଢ଼ ପ୍ରସ୍ତୁତ କରିବାକୁ ଶ୍ରୀ ସିଂହ ବିଭାଗଗୁଡ଼ିକୁ ପରାମର୍ଶ ଦେଇଛନ୍ତି । ଏହାକୁ ଅଧିକ ଆକର୍ଷଣ ଓ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ କରିବାକୁ ସେ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି ଶଙ୍ଖ ଭବନରେ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ; ପରାଜିତ ନେତାଙ୍କ ସହ କଥା ହେବେ ନବୀନ

ଆସନ୍ତା ୨୪ ତାରିଖ ସୁଦ୍ଧା ସଂପୃକ୍ତ ବିଭାଗଗୁଡ଼ିକ ସେମାନଙ୍କ ବିଷୟବସ୍ତୁ ସମ୍ପର୍କିତ ପ୍ରଜ୍ଞାପନ ମେଢ଼ର ସଂରଚନା ପ୍ରଦାନ କରିବେ। ଏହାକୁ ଯାଞ୍ଚ କରାଯାଇ ଶ୍ରେଷ୍ଠ ନମୁନାଗୁଡ଼ିକୁ ଚୟନ କରାଯିବ। ଆଜିର ଏହି ବୈଠକରେ ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦେଶକ ସରୋଜ କୁମାର ସାମଲ, ହସ୍ତତନ୍ତ ଓ ବୟନଶିଳ୍ପ ନିର୍ଦ୍ଦେଶକ ଶୋଭନ କୃଷ୍ଣ ସାହୁଙ୍କ ସମେତ ବିଭିନ୍ନ ବିଭାଗୀୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ଚାନ୍ଦିପୁରରେ DRDO ପକ୍ଷରୁ ସଫଳ କ୍ଷେପଣାସ୍ତ୍ର ପରୀକ୍ଷଣ: ସୁରକ୍ଷିତ ସ୍ଥାନକୁ ଗଲେ ୧୧ ହଜାରରୁ ଅଧିକ ଲୋକ

16 Dec 2024 By The Sakala

ଗାନ୍ଧୀ ମାର୍ଗରେ ଗଡ଼ିବ ପ୍ରଜ୍ଞାପନ ମେଢ଼, ସାଧାରଣତନ୍ତ୍ର ଦିବସରେ ପ୍ରଦର୍ଶିତ ହେବ ରାଜ୍ଯର ଐତିହ୍ଯ ଓ ବିକାଶ

ଭୁବନେଶ୍ବର:  ଆସନ୍ତା ରାଜ୍ଯସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନବେଳେ ଭୁବନେଶ୍ବରସ୍ଥିତ ଗାନ୍ଧୀ ମାର୍ଗରେ ପ୍ରଜ୍ଞାପନ ମେଢ଼ ଗଡ଼ିବ। ଏଥିରେ ରାଜ୍ଯର ଐତିହ୍ଯ, ପରମ୍ପରା, ଅସ୍ମିତା ଏବଂ ବିକାଶକୁ ନେଇ ଏହି ପ୍ରଜ୍ଞାପନ ମେଢ଼ ଗୁଡ଼ିକ ପ୍ରଦଶିର୍ତ ହେବ । ପ୍ଯାରେଡ୍ ପ୍ରଦର୍ଶନ ସହ ପ୍ରଜ୍ଞାପନ ମେଢ଼ ଉକ୍ତ ଉତ୍ସବର ସ୍ବତନ୍ତ୍ର ଆକର୍ଷଣ ହେବ ।

ଏଥି ନିମନ୍ତେ ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ଏକ ପ୍ରାରମ୍ଭିକ ବୈଠକ ଗ୍ରାମ୍ଯ ଉନ୍ନୟନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ଏଥିରେ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ । ଚଳିତ ବର୍ଷ ବିଭିନ୍ନ ବିଭାଗ ପକ୍ଷରୁ ଏଥି ନିମନ୍ତେ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯିବ । ରାଜ୍ଯର ଐତିହ୍ଯ ଓ ବିକାଶ ଉପରେ ମୁଖ୍ଯତଃ ଏହି ପ୍ରଜ୍ଞାପନ ମେଢ଼ ପ୍ରସ୍ତୁତ କରିବାକୁ ଶ୍ରୀ ସିଂହ ବିଭାଗଗୁଡ଼ିକୁ ପରାମର୍ଶ ଦେଇଛନ୍ତି । ଏହାକୁ ଅଧିକ ଆକର୍ଷଣ ଓ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ କରିବାକୁ ସେ କହିଛନ୍ତି ।

ଆସନ୍ତା ୨୪ ତାରିଖ ସୁଦ୍ଧା ସଂପୃକ୍ତ ବିଭାଗଗୁଡ଼ିକ ସେମାନଙ୍କ ବିଷୟବସ୍ତୁ ସମ୍ପର୍କିତ ପ୍ରଜ୍ଞାପନ ମେଢ଼ର ସଂରଚନା ପ୍ରଦାନ କରିବେ। ଏହାକୁ ଯାଞ୍ଚ କରାଯାଇ ଶ୍ରେଷ୍ଠ ନମୁନାଗୁଡ଼ିକୁ ଚୟନ କରାଯିବ। ଆଜିର ଏହି ବୈଠକରେ ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦେଶକ ସରୋଜ କୁମାର ସାମଲ, ହସ୍ତତନ୍ତ ଓ ବୟନଶିଳ୍ପ ନିର୍ଦ୍ଦେଶକ ଶୋଭନ କୃଷ୍ଣ ସାହୁଙ୍କ ସମେତ ବିଭିନ୍ନ ବିଭାଗୀୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର