ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଅନିୟମିତତା ଆଳରେ ଯୋଗ୍ୟ ହିତାଧିକାରୀଙ୍କୁ ବଞ୍ଚିତ କରାଯାଉଛି- ପ୍ରଣବ ପ୍ରକାଶ ଦାସ

The Sakala Picture
Published On

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନେଇ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଟ୍ୱିଟ୍ କରିଛନ୍ତି । ବର୍ଷେ ତଳେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ନେଇ ଅଭିଯୋଗ ହୋଇଥିଲା । ଏ ନେଇ ବିଜେପି ସାଂସଦମାନେ ଅଭିଯୋଗ କରିଥିଲେ । ଆମେ ତଦନ୍ତକୁ ପୂର୍ଣ୍ଣ ସ୍ୱାଗତ କରୁଛୁ, ସେମାନେ ଚୁପ୍ କାହିଁକି ବୋଲି ପ୍ରଣବ ପ୍ରକାଶ ଦାସ ପ୍ରଶ୍ନ କରିଛନ୍ତି । କିଏ ସେମାନଙ୍କୁ ଅଟକାଉଛି ବୋଲି ପ୍ରଶ୍ନ କରିଛନ୍ତି ପ୍ରଣବ ପ୍ରକାଶ । […]

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନେଇ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଟ୍ୱିଟ୍ କରିଛନ୍ତି । ବର୍ଷେ ତଳେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ନେଇ ଅଭିଯୋଗ ହୋଇଥିଲା । ଏ ନେଇ ବିଜେପି ସାଂସଦମାନେ ଅଭିଯୋଗ କରିଥିଲେ । ଆମେ ତଦନ୍ତକୁ ପୂର୍ଣ୍ଣ ସ୍ୱାଗତ କରୁଛୁ, ସେମାନେ ଚୁପ୍ କାହିଁକି ବୋଲି ପ୍ରଣବ ପ୍ରକାଶ ଦାସ ପ୍ରଶ୍ନ କରିଛନ୍ତି । କିଏ ସେମାନଙ୍କୁ ଅଟକାଉଛି ବୋଲି ପ୍ରଶ୍ନ କରିଛନ୍ତି ପ୍ରଣବ ପ୍ରକାଶ । ଅନିୟମିତତା ଆଳରେ ଯୋଗ୍ୟ ହିତାଧିକାରୀଙ୍କୁ ବଞ୍ଚିତ କରାଯାଉଛି । ବିଜେପିର ହୀନ ରାଜନୈତିକ ଅଭିସନ୍ଧି ପ୍ରମାଣିତ ହୋଇଛି ବୋଲି ବିଜେଡି ସାଂଗଠନିକ ସମ୍ପାଦକ ଟ୍ବିଟ୍‌ କରି ଉଲ୍ଲେଖ କରିଛନ୍ତି ।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର