ସରକାରୀ ବାସଭବନ ଭଙ୍ଗା ପ୍ରସଙ୍ଗ: ‘କ୍ବାର୍ଟର ଯେମିତି ଥିଲା, ସେମିତି ଫେରାଇବି’

The Sakala Picture
Published On

ଭୁବନେଶ୍ବର: ସରକାରୀ ବାସଭବନ ଭଙ୍ଗା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ । କହିଲେ ବିଭ୍ରାନ୍ତିକର ଖବର ପ୍ରସାରଣ କରୁଛନ୍ତି କିଛି ଗଣମାଧ୍ୟମ । ବଙ୍କର କରାଯାଇଥିବା ନେଇ ଖବର ପ୍ରକାଶ ପାଉଛି । ଯାହା ସଂପୂର୍ଣ୍ଣ ଭାବେ ମିଥ୍ୟା ବୋଲି କହିଛନ୍ତି ପ୍ରଣବ। ସେହିଭଳି କିଛି ଗଣମାଧ୍ୟମକୁ ସଦବୁଦ୍ଧି ମିଳୁ। ‘ମୋତେ କ୍ବାର୍ଟର ଛାଡ଼ିବା ପାଇଁ ୪ ତାରିଖ ପର୍ଯ୍ୟନ୍ତ ସମୟ ଦିଆଯାଇଛି ଓ ୧୫ ତାରିଖ ଯାଏଁ ହାତରେ […]

ଭୁବନେଶ୍ବର: ସରକାରୀ ବାସଭବନ ଭଙ୍ଗା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ । କହିଲେ ବିଭ୍ରାନ୍ତିକର ଖବର ପ୍ରସାରଣ କରୁଛନ୍ତି କିଛି ଗଣମାଧ୍ୟମ । ବଙ୍କର କରାଯାଇଥିବା ନେଇ ଖବର ପ୍ରକାଶ ପାଉଛି । ଯାହା ସଂପୂର୍ଣ୍ଣ ଭାବେ ମିଥ୍ୟା ବୋଲି କହିଛନ୍ତି ପ୍ରଣବ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ଶାଶୁ ଓ ଶ୍ୱଶୁରଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା ଜ୍ୱାଇଁ

ସେହିଭଳି କିଛି ଗଣମାଧ୍ୟମକୁ ସଦବୁଦ୍ଧି ମିଳୁ। ‘ମୋତେ କ୍ବାର୍ଟର ଛାଡ଼ିବା ପାଇଁ ୪ ତାରିଖ ପର୍ଯ୍ୟନ୍ତ ସମୟ ଦିଆଯାଇଛି ଓ ୧୫ ତାରିଖ ଯାଏଁ ହାତରେ ସମୟ ଅଛି । ସରକାରୀ କ୍ବାର୍ଟର ଯେଉଁଭଳି ନିଆଯାଇଥାଏ ସେଭଳି ଫେରାଯାଏ । ମୁଁ କିଛି ଅସ୍ଥାୟୀ ନିର୍ମାଣ କରିଥିଲି, ଲୋକଙ୍କ ଅଭିଯୋଗ ଶୁଣାଣି ଓ ସୁବିଧା ପାଇଁ ।’ ସେଗୁଡିକୁ ଭାଙ୍ଗିବାରେ କିଛି ଅସୁବିଧା ନାହିଁ ବୋଲି କହିଛନ୍ତି ପ୍ରଣବ ପ୍ରକାଶ ଦାସ  ।

ଆହୁରି ପଢ଼ନ୍ତୁ: ଚାନ୍ଦିପୁରରେ DRDO ପକ୍ଷରୁ ସଫଳ କ୍ଷେପଣାସ୍ତ୍ର ପରୀକ୍ଷଣ: ସୁରକ୍ଷିତ ସ୍ଥାନକୁ ଗଲେ ୧୧ ହଜାରରୁ ଅଧିକ ଲୋକ

25 Jun 2024 By The Sakala

ସରକାରୀ ବାସଭବନ ଭଙ୍ଗା ପ୍ରସଙ୍ଗ: ‘କ୍ବାର୍ଟର ଯେମିତି ଥିଲା, ସେମିତି ଫେରାଇବି’

ଭୁବନେଶ୍ବର: ସରକାରୀ ବାସଭବନ ଭଙ୍ଗା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ । କହିଲେ ବିଭ୍ରାନ୍ତିକର ଖବର ପ୍ରସାରଣ କରୁଛନ୍ତି କିଛି ଗଣମାଧ୍ୟମ । ବଙ୍କର କରାଯାଇଥିବା ନେଇ ଖବର ପ୍ରକାଶ ପାଉଛି । ଯାହା ସଂପୂର୍ଣ୍ଣ ଭାବେ ମିଥ୍ୟା ବୋଲି କହିଛନ୍ତି ପ୍ରଣବ।

ସେହିଭଳି କିଛି ଗଣମାଧ୍ୟମକୁ ସଦବୁଦ୍ଧି ମିଳୁ। ‘ମୋତେ କ୍ବାର୍ଟର ଛାଡ଼ିବା ପାଇଁ ୪ ତାରିଖ ପର୍ଯ୍ୟନ୍ତ ସମୟ ଦିଆଯାଇଛି ଓ ୧୫ ତାରିଖ ଯାଏଁ ହାତରେ ସମୟ ଅଛି । ସରକାରୀ କ୍ବାର୍ଟର ଯେଉଁଭଳି ନିଆଯାଇଥାଏ ସେଭଳି ଫେରାଯାଏ । ମୁଁ କିଛି ଅସ୍ଥାୟୀ ନିର୍ମାଣ କରିଥିଲି, ଲୋକଙ୍କ ଅଭିଯୋଗ ଶୁଣାଣି ଓ ସୁବିଧା ପାଇଁ ।’ ସେଗୁଡିକୁ ଭାଙ୍ଗିବାରେ କିଛି ଅସୁବିଧା ନାହିଁ ବୋଲି କହିଛନ୍ତି ପ୍ରଣବ ପ୍ରକାଶ ଦାସ  ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର