ସଡ଼କ ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର ଆହତ

The Sakala Picture
Published On

ସମ୍ବଲପୁର: ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର। କାର ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟ ଆହତ ହୋଇଛନ୍ତି। ଭୁବନେଶ୍ଵରରୁ ବରଗଡ଼ ଫେରୁଥିବାବେଳେ ରେଢାଖୋଲ ବେଲଗଡ ଠାରେ ଘଟିଥିଲା ଏକ ଦୁର୍ଘଟଣା। ଏକ ଟ୍ରକ୍ ସହ କାରର ମୁହାମୁହିଁ ଧକ୍କା ହେବା ଫଳରେ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ ପ୍ରଥମେ ରେଢାଖୋଲରେ ପ୍ରାଥମିକ ଚିକିତ୍ସା ପରେ ସମ୍ବଲପୁର ଏକ ଘରୋଇ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ତାଙ୍କର ମୁଣ୍ଡ, ଆଖି,ନାକରେ ଗୁରୁତର ଆଘାତ ଲାଗିଛି। ବର୍ତ୍ତମାନ ସେ ଆଇସିୟୁରେ […]

ସମ୍ବଲପୁର: ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର। କାର ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟ ଆହତ ହୋଇଛନ୍ତି। ଭୁବନେଶ୍ଵରରୁ ବରଗଡ଼ ଫେରୁଥିବାବେଳେ ରେଢାଖୋଲ ବେଲଗଡ ଠାରେ ଘଟିଥିଲା ଏକ ଦୁର୍ଘଟଣା। ଏକ ଟ୍ରକ୍ ସହ କାରର ମୁହାମୁହିଁ ଧକ୍କା ହେବା ଫଳରେ ଗୁରୁତର ଭାବେ ଆହତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

ତାଙ୍କୁ ପ୍ରଥମେ ରେଢାଖୋଲରେ ପ୍ରାଥମିକ ଚିକିତ୍ସା ପରେ ସମ୍ବଲପୁର ଏକ ଘରୋଇ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ତାଙ୍କର ମୁଣ୍ଡ, ଆଖି,ନାକରେ ଗୁରୁତର ଆଘାତ ଲାଗିଛି। ବର୍ତ୍ତମାନ ସେ ଆଇସିୟୁରେ ଅଛନ୍ତି। ତାଙ୍କୁ ଏୟାର ଆମ୍ବୁୁଲାନ୍ସ ଯୋଗେ ଭୁବନେଶ୍ଵରର ଏକ ଘରୋଇ ମେଡ଼ିକାଲକୁ ନିଆଯିବ। ତାଙ୍କ ସହ ପିଏସଓ ଓ ଡ୍ରାଇଭର ଥିବାବେଳେ ସେମାନେ ସାମାନ୍ୟ ଆହତ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ସାପ କାମୁଡ଼ିବା ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର