ବିଜୁ ଜନତା ଦଳରୁ ନିଲମ୍ୱିତ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର: ବିଜୁ ଜନତା ଦଳରୁ ନିଲମ୍ୱିତ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ସର୍ବସାଧାରଣ ସ୍ଥାନରେ ଗଣ୍ଡଗୋଳ କରିଥିବା ନେଇ ହୋଇଥିଲା ଅଭିଯୋଗ ।  ବିଜେପି ଦଳର ବାଲୁଗାଁ NAC ର ମଣ୍ଡଳ ସଭାପତି ନିରଞ୍ଜନ ସେଠୀ ଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଥିଲା । ଦଳର ସଭାପତି ନବୀନ ପଟ୍ଟନାୟକ କଲେ ନିଲମ୍ବନ ।

About The Author: The Sakala