ବାପାଙ୍କ ପରେ ଚାଲିଗଲେ ପୁଅ: ପ୍ରଖ୍ୟାତ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ

The Sakala Picture
Published On

ଭୁବନେଶ୍ୱର : ପୂର୍ବତନ ରାଜ୍ୟସଭା ସଦସ୍ୟ ତଥା ପ୍ରଖ୍ୟାତ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡ଼ିଛି। ବାପ-ପୁଅ କରୋନା ସଂକ୍ରମିତ ହୋଇ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ । ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ମେ ୯ ତାରିଖ ଅପରାହ୍ଣରେ ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ପରଲୋକ ହୋଇଥିଲା । ପ୍ରଶାନ୍ତଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା […]

ଭୁବନେଶ୍ୱର : ପୂର୍ବତନ ରାଜ୍ୟସଭା ସଦସ୍ୟ ତଥା ପ୍ରଖ୍ୟାତ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ବରଗଡ଼ ପୁରୁଣା ହସ୍ପିଟାଲରେ କାର୍ଯ୍ୟରତ ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ, ଅଭିଯୁକ୍ତ ଅଟକ

ବାପ-ପୁଅ କରୋନା ସଂକ୍ରମିତ ହୋଇ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ । ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ମେ ୯ ତାରିଖ ଅପରାହ୍ଣରେ ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ପରଲୋକ ହୋଇଥିଲା । ପ୍ରଶାନ୍ତଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ପ୍ରଶାନ୍ତ ମହାପାତ୍ରଙ୍କର ମଧ୍ୟ ମୃତ୍ୟୁ ଘଟିଛି । ମାତ୍ର ୧୧ ଦିନ ମଧ୍ୟରେ କରୋନା ଛଡ଼ାଇ ନେଇଛି ଦୁଇଟି ଦୁଇଟି ଜୀବନ।

ଆହୁରି ପଢ଼ନ୍ତୁ: ଉପର ମୁଣ୍ଡରେ ପ୍ରବଳ ବର୍ଷା; ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍, ମୋଟ୍ ୧୬ ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

ସୂଚନା ଅନୁଯାୟୀ, ୪୭ବର୍ଷୀୟ ପ୍ରଶାନ୍ତ ଜଣେ ପୂର୍ବତନ ରଣଜୀ ଖେଳାଳୀ ତଥା ବିସିସିଆଇର ମ୍ୟାଚ୍‌ ରେଫରୀ ଥିଲେ । ଓଡ଼ିଶା ପାଇଁ ଅନେକ ରଣଜୀ ମ୍ୟାଚ ଖେଳି ସୁନାମ ଅର୍ଜନ କରିଥିଲେ। କିଛି ଦିନ ତଳେ ସେ କରୋନା ଆକ୍ରାନ୍ତ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ଭୁବନେଶ୍ୱର ସ୍ଥିତ ଏମ୍ସରେ ତାଙ୍କ ଚିକିତ୍ସା ଜାରି ରହିଥିଲା । କିନ୍ତୁ ଆଜି ତାଙ୍କର ପରଲୋକ ହୋଇଯାଇଛି ।

ଆହୁରି ପଢ଼ନ୍ତୁ: ରାତିଅଧରେ ଜଟଣୀରେ ବିଭତ୍ସ ହତ୍ୟାକାଣ୍ଡ: ଘରେ ପଶି ବୃଦ୍ଧାଙ୍କୁ ନିର୍ମମ ହତ୍ୟା କଲେ ଦୁର୍ବୁତ୍ତ

19 May 2021 By The Sakala

ବାପାଙ୍କ ପରେ ଚାଲିଗଲେ ପୁଅ: ପ୍ରଖ୍ୟାତ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର : ପୂର୍ବତନ ରାଜ୍ୟସଭା ସଦସ୍ୟ ତଥା ପ୍ରଖ୍ୟାତ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡ଼ିଛି।

ବାପ-ପୁଅ କରୋନା ସଂକ୍ରମିତ ହୋଇ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ । ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ମେ ୯ ତାରିଖ ଅପରାହ୍ଣରେ ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ପରଲୋକ ହୋଇଥିଲା । ପ୍ରଶାନ୍ତଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ପ୍ରଶାନ୍ତ ମହାପାତ୍ରଙ୍କର ମଧ୍ୟ ମୃତ୍ୟୁ ଘଟିଛି । ମାତ୍ର ୧୧ ଦିନ ମଧ୍ୟରେ କରୋନା ଛଡ଼ାଇ ନେଇଛି ଦୁଇଟି ଦୁଇଟି ଜୀବନ।

ସୂଚନା ଅନୁଯାୟୀ, ୪୭ବର୍ଷୀୟ ପ୍ରଶାନ୍ତ ଜଣେ ପୂର୍ବତନ ରଣଜୀ ଖେଳାଳୀ ତଥା ବିସିସିଆଇର ମ୍ୟାଚ୍‌ ରେଫରୀ ଥିଲେ । ଓଡ଼ିଶା ପାଇଁ ଅନେକ ରଣଜୀ ମ୍ୟାଚ ଖେଳି ସୁନାମ ଅର୍ଜନ କରିଥିଲେ। କିଛି ଦିନ ତଳେ ସେ କରୋନା ଆକ୍ରାନ୍ତ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ଭୁବନେଶ୍ୱର ସ୍ଥିତ ଏମ୍ସରେ ତାଙ୍କ ଚିକିତ୍ସା ଜାରି ରହିଥିଲା । କିନ୍ତୁ ଆଜି ତାଙ୍କର ପରଲୋକ ହୋଇଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର