ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ବିଏମସିର ଆଗୁଆ ପ୍ରସ୍ତୁତି

The Sakala Picture
Published On

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ନେଇ ବିଏମସିର ଆଗୁଆ ପ୍ରସ୍ତୁତି। ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ସୋମବାର ଦିନ ସମୀକ୍ଷା ବୈଠକ ଆୟୋଜିତ ହୋଇଛି। ଏଥିରେ ସବୁ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ସୂଚନା ଅନୁଯାୟୀ, ବାତ୍ୟା ଆସିଲେ କିପରି ମୁକାବିଲା କରାଯିବ ସେନେଇ ଟିକିନିଖି ଆଲୋଚନା କରାଯାଇଛି। ତଳିଆ ଲୋକଙ୍କୁ ସ୍ଥାନାନ୍ତର ବସ୍ତି ଲୋକଙ୍କୁ ସୁରକ୍ଷା, ଶୁଖିଲା ଓ ରନ୍ଧା ଖାଦ୍ୟ କିପରି ତୁରନ୍ତ ଯୋଗାଇ ଦିଆଯିବ ସେନେଇ ଆଲୋଚନା ହୋଇଛି। ବାତ୍ୟା ପରେ ତୁରନ୍ତ ରାସ୍ତା […]

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ନେଇ ବିଏମସିର ଆଗୁଆ ପ୍ରସ୍ତୁତି। ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ସୋମବାର ଦିନ ସମୀକ୍ଷା ବୈଠକ ଆୟୋଜିତ ହୋଇଛି। ଏଥିରେ ସବୁ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

ସୂଚନା ଅନୁଯାୟୀ, ବାତ୍ୟା ଆସିଲେ କିପରି ମୁକାବିଲା କରାଯିବ ସେନେଇ ଟିକିନିଖି ଆଲୋଚନା କରାଯାଇଛି। ତଳିଆ ଲୋକଙ୍କୁ ସ୍ଥାନାନ୍ତର ବସ୍ତି ଲୋକଙ୍କୁ ସୁରକ୍ଷା, ଶୁଖିଲା ଓ ରନ୍ଧା ଖାଦ୍ୟ କିପରି ତୁରନ୍ତ ଯୋଗାଇ ଦିଆଯିବ ସେନେଇ ଆଲୋଚନା ହୋଇଛି। ବାତ୍ୟା ପରେ ତୁରନ୍ତ ରାସ୍ତା ସଫା କରିବାକୁ ପଦକ୍ଷେପ ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଛି।

ଆହୁରି ପଢ଼ନ୍ତୁ: କନ୍ଧମାଳରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ୍‌ ଠାବ: ୩ ଗିରଫ, ବନ୍ଧୁକ ସହ ବିପୁଳ ପରିମାଣର ଗଞ୍ଜେଇ ଜବତ

ଅପରପକ୍ଷରେ ଦିନକ ପରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି। ଯାହା ପରବର୍ତ୍ତୀ ୨୪ ଘଣ୍ଟାରେ ଲଘୁଚାପରେ ପରିଣତ ହେବ। ପରେ ଏହା ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ସମ୍ଭାବନା ରହିଥିବା ନେଇ ପ୍ରକାଶ କରିଛନ୍ତି ପାଣିପାଗ ବିଜ୍ଞାନୀ। ତେବେ ବାତ୍ୟାର ସ୍ଥିତି କଣ ରହିବ, କେଉଁଠି ଲ୍ୟାଣ୍ଡଫଲ କରିବ ଏବଂ ଏହାର ତୀବ୍ରତା କେତେ ରହିବ ସେନେଇ କ’ଣ କହୁଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରୁ ଓରାଙ୍ଗଉଟାନ୍‌ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର