ବାଣପୁରରେ 5T ଅଧ୍ୟକ୍ଷଙ୍କ ବିକାଶ ସମୀକ୍ଷା ପୂର୍ବରୁ ପ୍ରସ୍ତୁତି ବୈଠକ

The Sakala Picture
Published On

ବାଣପୁର: ଆସନ୍ତା ୧୦ ତାରିଖରେ ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବାଣପୁରର ପଲଟନ ପଡିଆରେ ଏକ ସାଧାରଣ ସଭାରେ ଯୋଗଦେବେ । ଏହି ଅବସରରେ ଚିଲିକା ନିର୍ବାଚନମଣ୍ଡଳୀରେ ବିଭିନ୍ନ ବିକାଶ କାର୍ଯ୍ୟର ତଦାରଖ କରିବେ ୫ଟି ଅଧ୍ୟକ୍ଷ  । ଏନେଇ ଆଜି ମଧ୍ୟାହ୍ନରେ ନାଚୁଣି ସୁନାଖଳା ଡାକବଙ୍ଗଳା ଠାରେ ଏକ ପ୍ରସ୍ତୁତି ବୈଠକରେ ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜ ଯୋଗଦେଇଥିଲେ । ତାଙ୍କ ସହ ଚିଲିକା ନିର୍ବାଚନମଣ୍ଡଳୀର ପର୍ଯ୍ୟବେକ୍ଷକ ରାଜା ଚକ୍ର, […]

ବାଣପୁର: ଆସନ୍ତା ୧୦ ତାରିଖରେ ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବାଣପୁରର ପଲଟନ ପଡିଆରେ ଏକ ସାଧାରଣ ସଭାରେ ଯୋଗଦେବେ । ଏହି ଅବସରରେ ଚିଲିକା ନିର୍ବାଚନମଣ୍ଡଳୀରେ ବିଭିନ୍ନ ବିକାଶ କାର୍ଯ୍ୟର ତଦାରଖ କରିବେ ୫ଟି ଅଧ୍ୟକ୍ଷ  । ଏନେଇ ଆଜି ମଧ୍ୟାହ୍ନରେ ନାଚୁଣି ସୁନାଖଳା ଡାକବଙ୍ଗଳା ଠାରେ ଏକ ପ୍ରସ୍ତୁତି ବୈଠକରେ ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜ ଯୋଗଦେଇଥିଲେ । ତାଙ୍କ ସହ ଚିଲିକା ନିର୍ବାଚନମଣ୍ଡଳୀର ପର୍ଯ୍ୟବେକ୍ଷକ ରାଜା ଚକ୍ର, ଖୋର୍ଦ୍ଧା ଜିଲ୍ଲା ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ବାଣପୁର ନଗରପାଳ ମିଟୁ ନାୟକ, ପ୍ରଭାସ ସୁନ୍ଦରାୟ ଓ ବିଜୁ ଜନତା ଦଳର ସମସ୍ତ ନେତା ଓ କର୍ମୀ  ବୈଠକରେ ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ନୟାଗଡ଼ ଖଣ୍ଡପଡ଼ା ଏସ୍‌ଡିପିଓଙ୍କ ନାଁରେ ସାଂଘାତିକ ଅଭିଯୋଗ: ମାମଲା ରଫାଦଫା ପାଇଁ ମହିଳାଙ୍କୁ ଅଶ୍ଳୀଳ ବାର୍ତ୍ତା ଓ ଧମକ

ଚିଲିକାର ସାମଗ୍ରିକ ବିକାଶ ଏବଂ ପୁରୀ ପରିକ୍ରମା ପ୍ରକଳ୍ପର ରଥ ଆସିବା ନେଇ ପ୍ରସ୍ତୁତି ସମ୍ପର୍କରେ ଟିକିନିଖି ଆଲୋଚନା କରିଥିଲେ ସାଂସଦ ମାନସ ମଙ୍ଗରାଜ  । ପରିକ୍ରମା ପ୍ରକଳ୍ପ ରଥ କେମିତି ସମସ୍ତ ପଞ୍ଚାୟତର ଘରେ ଘରେ ପହଞ୍ଚି  । ବୁଲି ଅରୁଆ ଚାଉଳ, ଗୁଆ ସଂଗ୍ରହ କିପରି  କରାଯିବ  । ସେଥିପାଇଁ ସମସ୍ତେ ସହଯୋଗ କରିବାକୁ ସାଂସଦ ମାନସ ମଙ୍ଗରାଜ ଆଲୋଚନା କରିଥିଲେ  । ସଭାସ୍ଥଳ, ବ୍ୟାରିକେଡ, ଜନସାଧାରଣଙ୍କ ଗମନାଗମନର ସୁବିଧା, ଟ୍ରାଫିକ ବ୍ୟବସ୍ଥା, ସୁରକ୍ଷା ବ୍ୟବସ୍ଥା ବିଷୟରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିଥିଲେ ସାଂସଦ ମାନସ ମଙ୍ଗରାଜ  ।

ଆହୁରି ପଢ଼ନ୍ତୁ: କୋଣାର୍କ ସୂର୍ଯ୍ୟମନ୍ଦିରରୁ ବାଲିକଢ଼ା ପ୍ରକ୍ରିୟା: ଗର୍ଭଗୃହକୁ ଟନେଲ୍‌ ନିର୍ମାଣ ଆରମ୍ଭ, ଉଚ୍ଚସ୍ତରୀୟ ବୈଷୟିକ ଟିମ୍ ଅନୁଧ୍ୟାନ ପରେ କଢ଼ାଯିବ ବାଲି

06 Jan 2024 By The Sakala

ବାଣପୁରରେ 5T ଅଧ୍ୟକ୍ଷଙ୍କ ବିକାଶ ସମୀକ୍ଷା ପୂର୍ବରୁ ପ୍ରସ୍ତୁତି ବୈଠକ

ବାଣପୁର: ଆସନ୍ତା ୧୦ ତାରିଖରେ ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବାଣପୁରର ପଲଟନ ପଡିଆରେ ଏକ ସାଧାରଣ ସଭାରେ ଯୋଗଦେବେ । ଏହି ଅବସରରେ ଚିଲିକା ନିର୍ବାଚନମଣ୍ଡଳୀରେ ବିଭିନ୍ନ ବିକାଶ କାର୍ଯ୍ୟର ତଦାରଖ କରିବେ ୫ଟି ଅଧ୍ୟକ୍ଷ  । ଏନେଇ ଆଜି ମଧ୍ୟାହ୍ନରେ ନାଚୁଣି ସୁନାଖଳା ଡାକବଙ୍ଗଳା ଠାରେ ଏକ ପ୍ରସ୍ତୁତି ବୈଠକରେ ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜ ଯୋଗଦେଇଥିଲେ । ତାଙ୍କ ସହ ଚିଲିକା ନିର୍ବାଚନମଣ୍ଡଳୀର ପର୍ଯ୍ୟବେକ୍ଷକ ରାଜା ଚକ୍ର, ଖୋର୍ଦ୍ଧା ଜିଲ୍ଲା ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ବାଣପୁର ନଗରପାଳ ମିଟୁ ନାୟକ, ପ୍ରଭାସ ସୁନ୍ଦରାୟ ଓ ବିଜୁ ଜନତା ଦଳର ସମସ୍ତ ନେତା ଓ କର୍ମୀ  ବୈଠକରେ ଉପସ୍ଥିତ ଥିଲେ ।

ଚିଲିକାର ସାମଗ୍ରିକ ବିକାଶ ଏବଂ ପୁରୀ ପରିକ୍ରମା ପ୍ରକଳ୍ପର ରଥ ଆସିବା ନେଇ ପ୍ରସ୍ତୁତି ସମ୍ପର୍କରେ ଟିକିନିଖି ଆଲୋଚନା କରିଥିଲେ ସାଂସଦ ମାନସ ମଙ୍ଗରାଜ  । ପରିକ୍ରମା ପ୍ରକଳ୍ପ ରଥ କେମିତି ସମସ୍ତ ପଞ୍ଚାୟତର ଘରେ ଘରେ ପହଞ୍ଚି  । ବୁଲି ଅରୁଆ ଚାଉଳ, ଗୁଆ ସଂଗ୍ରହ କିପରି  କରାଯିବ  । ସେଥିପାଇଁ ସମସ୍ତେ ସହଯୋଗ କରିବାକୁ ସାଂସଦ ମାନସ ମଙ୍ଗରାଜ ଆଲୋଚନା କରିଥିଲେ  । ସଭାସ୍ଥଳ, ବ୍ୟାରିକେଡ, ଜନସାଧାରଣଙ୍କ ଗମନାଗମନର ସୁବିଧା, ଟ୍ରାଫିକ ବ୍ୟବସ୍ଥା, ସୁରକ୍ଷା ବ୍ୟବସ୍ଥା ବିଷୟରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିଥିଲେ ସାଂସଦ ମାନସ ମଙ୍ଗରାଜ  ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର