ଓଡ଼ିଶା ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତିଙ୍କ ସମେତ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁହେଁ ଟୁଇଟ୍ କରି ଓଡ଼ିଶାବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇବା ସହିତ ଓଡ଼ିଶାର ଉନ୍ନତି ପାଇଁ ପ୍ରାର୍ଥନା କରିଛନ୍ତି। ଓଡିଶା ଦିବସ ଅବସରରେ ଓଡ଼ିଶାବାସୀ ତଥା ଦେଶବିଦେଶରେ ରହୁଥିବା ଓଡ଼ିଆ ଭାଇଭଉଣୀମାନଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି । ଓଡ଼ିଶା ତା'ର ବିପୁଳ ପ୍ରାକୃତିକ ସମ୍ପଦ ଏବଂ ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ପାଇଁ ସୁପରିଚିତ । ଯେ କୌଣସି […]

ଭୁବନେଶ୍ବର: ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁହେଁ ଟୁଇଟ୍ କରି ଓଡ଼ିଶାବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇବା ସହିତ ଓଡ଼ିଶାର ଉନ୍ନତି ପାଇଁ ପ୍ରାର୍ଥନା କରିଛନ୍ତି।

ଆହୁରି ପଢ଼ନ୍ତୁ: ଅନୁଗୁଳ ଓ ସମ୍ବଲପୁର ଜିଲ୍ଲା କୋର୍ଟକୁ ବୋମାମାଡ଼ ଧମକ, କୋର୍ଟ ପରିସରରେ ବମ୍‌ ଓ ଡଗ୍‌ ସ୍କ୍ୱାଡ୍‌ର ଯାଞ୍ଚ

୧୯୩୬ ମସିହା ଏପ୍ରିଲ ୧ ତାରିଖରେ ଭାଷାଭିତ୍ତିରେ ଓଡ଼ିଶା ରାଜ୍ୟ ଗଠନ ହୋଇଥିଲା। ଫଳରେ ଓଡ଼ିଶା ଭାଷାଭିତ୍ତିରେ ସ୍ୱତନ୍ତ୍ର ପରିଚୟ ପାଇପାରିଥିଲା। ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ଏପ୍ରିଲ ୧କୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଟ୍ଵିଟରେ କହିଛନ୍ତି, “ସବୁ କ୍ଷେତ୍ରରେ ଓଡ଼ିଶା ଲେଖୁଛି ଏକ ଗରିମାମୟ ଇତିହାସ। ପ୍ରତିଟି ଓଡ଼ିଆଙ୍କ ପ୍ରତିବଦ୍ଧତାରେ ଓଡ଼ିଶା ହୋଇଛି ସମୃଦ୍ଧ। ରୂପାନ୍ତରଣର ଏ ଯୁଗ ସହ ତାଳ ଦେଇ ବିକଶିତ ଓଡ଼ିଶା ଗଠନ କରିବା ହେଉଛି ଓଡ଼ିଆର ସଙ୍କଳ୍ପ। ଏହି ଓଡ଼ିଶା ଦିବସ ରେ ଆସନ୍ତୁ ଆମ ଅସ୍ମିତା ଓ ସ୍ୱାଭିମାନକୁ ଆହୁରି ବଳିଷ୍ଠ କରି ବିକଶିତ ଓଡ଼ିଶା ଗଢ଼ିବା ଦିଗରେ ଆଗକୁ… ”

01 Apr 2024 By The Sakala

ଓଡ଼ିଶା ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତିଙ୍କ ସମେତ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁହେଁ ଟୁଇଟ୍ କରି ଓଡ଼ିଶାବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇବା ସହିତ ଓଡ଼ିଶାର ଉନ୍ନତି ପାଇଁ ପ୍ରାର୍ଥନା କରିଛନ୍ତି।

୧୯୩୬ ମସିହା ଏପ୍ରିଲ ୧ ତାରିଖରେ ଭାଷାଭିତ୍ତିରେ ଓଡ଼ିଶା ରାଜ୍ୟ ଗଠନ ହୋଇଥିଲା। ଫଳରେ ଓଡ଼ିଶା ଭାଷାଭିତ୍ତିରେ ସ୍ୱତନ୍ତ୍ର ପରିଚୟ ପାଇପାରିଥିଲା। ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ଏପ୍ରିଲ ୧କୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଟ୍ଵିଟରେ କହିଛନ୍ତି, “ସବୁ କ୍ଷେତ୍ରରେ ଓଡ଼ିଶା ଲେଖୁଛି ଏକ ଗରିମାମୟ ଇତିହାସ। ପ୍ରତିଟି ଓଡ଼ିଆଙ୍କ ପ୍ରତିବଦ୍ଧତାରେ ଓଡ଼ିଶା ହୋଇଛି ସମୃଦ୍ଧ। ରୂପାନ୍ତରଣର ଏ ଯୁଗ ସହ ତାଳ ଦେଇ ବିକଶିତ ଓଡ଼ିଶା ଗଠନ କରିବା ହେଉଛି ଓଡ଼ିଆର ସଙ୍କଳ୍ପ। ଏହି ଓଡ଼ିଶା ଦିବସ ରେ ଆସନ୍ତୁ ଆମ ଅସ୍ମିତା ଓ ସ୍ୱାଭିମାନକୁ ଆହୁରି ବଳିଷ୍ଠ କରି ବିକଶିତ ଓଡ଼ିଶା ଗଢ଼ିବା ଦିଗରେ ଆଗକୁ… ”

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର