ପଦ୍ମ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

The Sakala Picture
Published On

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାରଦିନ ରାଷ୍ଟ୍ରପତି ଭବନଠାରେ ବର୍ଷ ୨୦୨୩ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି । ପଦ୍ମ ପୁରସ୍କାର ବିଜେତାଙ୍କ ନାମ ଗତ ଜାନୁଆରି ୨୫ ତାରିଖରେ କେନ୍ଦ୍ର ସରକାର ଘୋଷଣା କରିଥିଲେ । ଏଥର ୬ ଜଣ ପଦ୍ମବିଭୂଷଣ ପାଇଥିବାବେଳେ ୯ ଜଣ ପଦ୍ମଭୂଷଣ, ୯୧ ଜଣ ପଦ୍ମଶ୍ରୀ ପୁରସ୍କାର ପାଇଛନ୍ତି । ଓଡ଼ିଶାରୁ ୪ ଜଣଙ୍କ ନାମ ପଦ୍ମଶ୍ରୀ ପୁରସ୍କାର ପାଇଁ ଘୋଷଣା କରାଯାଇଥିଲା । ସେମାନେ ହେଲେ […]

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାରଦିନ ରାଷ୍ଟ୍ରପତି ଭବନଠାରେ ବର୍ଷ ୨୦୨୩ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି । ପଦ୍ମ ପୁରସ୍କାର ବିଜେତାଙ୍କ ନାମ ଗତ ଜାନୁଆରି ୨୫ ତାରିଖରେ କେନ୍ଦ୍ର ସରକାର ଘୋଷଣା କରିଥିଲେ । ଏଥର ୬ ଜଣ ପଦ୍ମବିଭୂଷଣ ପାଇଥିବାବେଳେ ୯ ଜଣ ପଦ୍ମଭୂଷଣ, ୯୧ ଜଣ ପଦ୍ମଶ୍ରୀ ପୁରସ୍କାର ପାଇଛନ୍ତି ।

ଆହୁରି ପଢ଼ନ୍ତୁ: ସିଂହଦ୍ୱାର ଗୁମୁଟରେ ‘ଦଶାବତାର ମୂର୍ତ୍ତି’ ପୁନଃ ସଂସ୍ଥାପନ ପ୍ରସ୍ତାବ: ଜଗଦ୍‌ଗୁରୁଙ୍କ ମାର୍ଗଦର୍ଶନ ଲୋଡ଼ିଲା ଶ୍ରୀମନ୍ଦିର ପ୍ରଶାସନ

ଓଡ଼ିଶାରୁ ୪ ଜଣଙ୍କ ନାମ ପଦ୍ମଶ୍ରୀ ପୁରସ୍କାର ପାଇଁ ଘୋଷଣା କରାଯାଇଥିଲା । ସେମାନେ ହେଲେ କଳା ପାଇଁ ମାଗୁଣି ଚରଣ କୁଅଁର, ସାହିତ୍ୟ ଓ ଶିକ୍ଷା ପାଇଁ ପଣ୍ଡିତ ଅନ୍ତର୍ଯ୍ଯାମୀ ମିଶ୍ର, ରଂଗବତୀର ଗାୟିତା କ୍ରିଷ୍ଣା ପଟେଲ ଓ କୃଷି ପାଇଁ ପଟାୟତ ସାହୁ । କଣ୍ଢେଇ ନୃତ୍ୟ ପାଇଁ ପରିଚିତ ମାଗୁଣୀ ଚରଣ କୁଅଁର ରାଷ୍ଟ୍ରପତିଙ୍କଠାରୁ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିଛନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏପ୍ରିଲ ୨୭ରୁ ରାଜ୍ୟର ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଛୁଟି

ପଦ୍ମବିଭୂଷଣ ପୁରସ୍କାର ପାଇଁ ୬ ଜଣଙ୍କ ନାଁ ଘୋଷଣା କରାଯାଇଥିବାବେଳେ ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ ଆଜି ପୁରସ୍କାର ଦିଆଯାଇଥିଲା । ବାସ୍ତୁକଳା ପାଇଁ ପ୍ରଫେସର ବାଳକୃଷ୍ଣ ଦୋଶୀ (ମରଣୋତ୍ତର), ପୂର୍ବତନ ମନ୍ତ୍ରୀ ଏସ.ଏମ.କୃଷ୍ଣାଙ୍କୁ ପଦ୍ମବିଭୂଷଣ ପ୍ରଦାନ କରାଯାଇଛି । ଦୋଶୀଙ୍କ ପାଇଁ ତାଙ୍କ ପୌତ୍ରୀ ଖୁସନୁ ପନ୍ତକି ଏହି ପୁରସ୍କାର ଗ୍ରହଣ କରିଥିଲେ । ସେହିପରି ଶିଳ୍ପପତି କୁମାର ମଙ୍ଗଳମ ବିରଲା ପଦ୍ମଭୂଷଣ ପୁରସ୍କାର ଗ୍ରହଣ କରିଛନ୍ତି।

ଆହୁରି ପଢ଼ନ୍ତୁ: ବ୍ଲକସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ସାନଅଁଳକୁ ହରାଇ ଚାମ୍ପିୟନ ହେଲା ତିଛିଣି ତ୍ରିଲୋଚନେଶ୍ୱର ଟିମ୍

22 Mar 2023 By The Sakala

ପଦ୍ମ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାରଦିନ ରାଷ୍ଟ୍ରପତି ଭବନଠାରେ ବର୍ଷ ୨୦୨୩ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି । ପଦ୍ମ ପୁରସ୍କାର ବିଜେତାଙ୍କ ନାମ ଗତ ଜାନୁଆରି ୨୫ ତାରିଖରେ କେନ୍ଦ୍ର ସରକାର ଘୋଷଣା କରିଥିଲେ । ଏଥର ୬ ଜଣ ପଦ୍ମବିଭୂଷଣ ପାଇଥିବାବେଳେ ୯ ଜଣ ପଦ୍ମଭୂଷଣ, ୯୧ ଜଣ ପଦ୍ମଶ୍ରୀ ପୁରସ୍କାର ପାଇଛନ୍ତି ।

ଓଡ଼ିଶାରୁ ୪ ଜଣଙ୍କ ନାମ ପଦ୍ମଶ୍ରୀ ପୁରସ୍କାର ପାଇଁ ଘୋଷଣା କରାଯାଇଥିଲା । ସେମାନେ ହେଲେ କଳା ପାଇଁ ମାଗୁଣି ଚରଣ କୁଅଁର, ସାହିତ୍ୟ ଓ ଶିକ୍ଷା ପାଇଁ ପଣ୍ଡିତ ଅନ୍ତର୍ଯ୍ଯାମୀ ମିଶ୍ର, ରଂଗବତୀର ଗାୟିତା କ୍ରିଷ୍ଣା ପଟେଲ ଓ କୃଷି ପାଇଁ ପଟାୟତ ସାହୁ । କଣ୍ଢେଇ ନୃତ୍ୟ ପାଇଁ ପରିଚିତ ମାଗୁଣୀ ଚରଣ କୁଅଁର ରାଷ୍ଟ୍ରପତିଙ୍କଠାରୁ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିଛନ୍ତି ।

ପଦ୍ମବିଭୂଷଣ ପୁରସ୍କାର ପାଇଁ ୬ ଜଣଙ୍କ ନାଁ ଘୋଷଣା କରାଯାଇଥିବାବେଳେ ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ ଆଜି ପୁରସ୍କାର ଦିଆଯାଇଥିଲା । ବାସ୍ତୁକଳା ପାଇଁ ପ୍ରଫେସର ବାଳକୃଷ୍ଣ ଦୋଶୀ (ମରଣୋତ୍ତର), ପୂର୍ବତନ ମନ୍ତ୍ରୀ ଏସ.ଏମ.କୃଷ୍ଣାଙ୍କୁ ପଦ୍ମବିଭୂଷଣ ପ୍ରଦାନ କରାଯାଇଛି । ଦୋଶୀଙ୍କ ପାଇଁ ତାଙ୍କ ପୌତ୍ରୀ ଖୁସନୁ ପନ୍ତକି ଏହି ପୁରସ୍କାର ଗ୍ରହଣ କରିଥିଲେ । ସେହିପରି ଶିଳ୍ପପତି କୁମାର ମଙ୍ଗଳମ ବିରଲା ପଦ୍ମଭୂଷଣ ପୁରସ୍କାର ଗ୍ରହଣ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର