ଭୁବନେଶ୍ବର: ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପରେ ବିମାନବନ୍ଦରରୁ ରାଜଭବନ ଅଭିମୁଖେ ଯାଉଛନ୍ତି ରାଷ୍ଟ୍ରପତି। ଆଜି ରାଜଭବନରେ ରାତ୍ରୀଯାପନ କରିବେ। ଆସନ୍ତାକାଲି ପ୍ରବାସୀ ଭାରତୀୟ ଦିବସର ଉଦଯାପନୀ ସମାରୋହରେ ସାମିଲ୍ ହେବେ ରାଷ୍ଟ୍ରପତି । । ଭୁବନେଶ୍ଵର ଜନତା ମୈଦାନରେ ୧୮ତମ ପ୍ରବାସୀ ଭାରତୀୟ ଦିବସ ଚାଲିଛି। ଆଜି ଦ୍ଵିତୀୟ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରବାସୀ ଭାରତୀୟ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଆସନ୍ତାକାଲି ଉଦଯାପନୀ ଦିବସ ରହିଛି।
ଭୁବନେଶ୍ବରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କାଲି ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ସାମିଲ ହେବେ
ଭୁବନେଶ୍ବର: ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପରେ ବିମାନବନ୍ଦରରୁ ରାଜଭବନ ଅଭିମୁଖେ ଯାଉଛନ୍ତି ରାଷ୍ଟ୍ରପତି। ଆଜି ରାଜଭବନରେ ରାତ୍ରୀଯାପନ କରିବେ। ଆସନ୍ତାକାଲି ପ୍ରବାସୀ ଭାରତୀୟ ଦିବସର ଉଦଯାପନୀ ସମାରୋହରେ ସାମିଲ୍ ହେବେ ରାଷ୍ଟ୍ରପତି । । ଭୁବନେଶ୍ଵର ଜନତା ମୈଦାନରେ ୧୮ତମ ପ୍ରବାସୀ ଭାରତୀୟ ଦିବସ ଚାଲିଛି। ଆଜି ଦ୍ଵିତୀୟ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରବାସୀ ଭାରତୀୟ ସମ୍ମିଳନୀକୁ […]