ଦୁଇ ଦିନିଆ ଗସ୍ତରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

The Sakala Picture
Published On

ଭୁବନେଶ୍ବର: ରାଷ୍ଟ୍ରପତି ଭାବେ ଦାୟିତ୍ବ ନେବା ପରେ ପ୍ରଥମ ଥର ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇ ଦିନିଆ ଗସ୍ତରେ ରାଷ୍ଟ୍ରପତି ଓଡିଶା ଆସିବାର କାର୍ଯ୍ଯକ୍ରମ ରହିଛି। ସେ ଓଡିଶା ଆସି ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ। ଆସନ୍ତା ୧୦ରେ ରାଷ୍ଟ୍ରପତି ଓଡିଶା ଆସିବେ। ଭୁବନେଶ୍ବରରେ ପହଞ୍ଚିବା ପରେ ରାଜଭବନରେ ରାତ୍ରି ରହଣିର କାର୍ଯ୍ଯକ୍ରମ ରହିଛି । ଏହା ପରେ ସେ ଭୁବନେଶ୍ବରରୁ ପୁରୀ ଅଭିମୁଖେ ବାହାରିବେ । ସେଠାରେ କାଳିଆ ଠାକୁରକୁ ଦର୍ଶନ […]

ଭୁବନେଶ୍ବର: ରାଷ୍ଟ୍ରପତି ଭାବେ ଦାୟିତ୍ବ ନେବା ପରେ ପ୍ରଥମ ଥର ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇ ଦିନିଆ ଗସ୍ତରେ ରାଷ୍ଟ୍ରପତି ଓଡିଶା ଆସିବାର କାର୍ଯ୍ଯକ୍ରମ ରହିଛି। ସେ ଓଡିଶା ଆସି ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ। ଆସନ୍ତା ୧୦ରେ ରାଷ୍ଟ୍ରପତି ଓଡିଶା ଆସିବେ। ଭୁବନେଶ୍ବରରେ ପହଞ୍ଚିବା ପରେ ରାଜଭବନରେ ରାତ୍ରି ରହଣିର କାର୍ଯ୍ଯକ୍ରମ ରହିଛି ।

ଆହୁରି ପଢ଼ନ୍ତୁ: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା: ଦୁର୍ଘଟଣାରେ ମୃତ୍ୟୁ ବା ସ୍ଥାୟୀ ବିକଳାଙ୍ଗ ହେଲେ ମିଳିବ ୨ ଲକ୍ଷ ଟଙ୍କାର ସହାୟତା ରାଶି

ଏହା ପରେ ସେ ଭୁବନେଶ୍ବରରୁ ପୁରୀ ଅଭିମୁଖେ ବାହାରିବେ । ସେଠାରେ କାଳିଆ ଠାକୁରକୁ ଦର୍ଶନ କରି ୧୧ ତାରିଖରେ ଦିଲ୍ଲୀ ଫେରିଯିବେ ମହାମହିମ । ରାଜ୍ୟପାଳଙ୍କ କାର୍ଯ୍ଯାଳୟକୁ ରାଷ୍ଟ୍ରପତି ଭବନ ସଚିବାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଗତ ୨୫ ଜୁଲାଇ ୨୦୨୨ରେ ରାଷ୍ଟ୍ରପତି ଭାବେ ଦାୟିତ୍ବ ଗ୍ରହଣ କରିଥିଲେ ଦ୍ରୌପଦୀ ମୁର୍ମୁ ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ କୋଠା ଭୁଶୁଡିବା ପରେ ରାଜ୍ୟ ସରକାର ତତ୍ପର; ସହରରେ ଭଙ୍ଗାଯିବ ଦୁର୍ବଳ ଓ ଅସୁରକ୍ଷିତ କୋଠା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର