ମହାମହିମ ଦ୍ରୌପଦୀ ମୁର୍ମୁଙ୍କ ତିନି ଦିନିଆ ଓଡ଼ିଶା ଗସ୍ତର ଆଜି ଶେଷଦିନ

The Sakala Picture
Published On

ଭୁବନେଶ୍ୱର: ଓଡ଼ିଶାରେ ମହାମହିମ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ତିନି ଦିନିଆ ଓଡ଼ିଶା ଗସ୍ତର ଆଜି ତୃତୀୟ ତଥା ଶେଷଦିନ । ଭୁବନେଶ୍ୱର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ ହାଉସ୍ କମ୍ପ୍ଲେକ୍ସର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି । ସକାଳ ୧୦ଟା ୩୫ ମିନିଟରେ ଦଶବାଟିଆଠାରେ ପହଞ୍ଚିବେ ମ୍ୟାଡାମ୍ ପ୍ରେସିଡେଣ୍ଟ । ସେଠାରେ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବା ପରେ ବ୍ରହ୍ମାକୁମାରୀର ୨୦ ଜଣ ବରିଷ୍ଠ ସଦସ୍ୟଙ୍କ ସହିତ ଆଲୋଚନା କରିବେ । ସେଠାରେ ରାଷ୍ଟ୍ରପତି ମଧ୍ୟାହ୍ନ […]

ଭୁବନେଶ୍ୱର: ଓଡ଼ିଶାରେ ମହାମହିମ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ତିନି ଦିନିଆ ଓଡ଼ିଶା ଗସ୍ତର ଆଜି ତୃତୀୟ ତଥା ଶେଷଦିନ । ଭୁବନେଶ୍ୱର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ ହାଉସ୍ କମ୍ପ୍ଲେକ୍ସର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି । ସକାଳ ୧୦ଟା ୩୫ ମିନିଟରେ ଦଶବାଟିଆଠାରେ ପହଞ୍ଚିବେ ମ୍ୟାଡାମ୍ ପ୍ରେସିଡେଣ୍ଟ । ସେଠାରେ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବା ପରେ ବ୍ରହ୍ମାକୁମାରୀର ୨୦ ଜଣ ବରିଷ୍ଠ ସଦସ୍ୟଙ୍କ ସହିତ ଆଲୋଚନା କରିବେ । ସେଠାରେ ରାଷ୍ଟ୍ରପତି ମଧ୍ୟାହ୍ନ ଭୋଜନ କରିବାର କାର୍ଯ୍ୟକ୍ରମ ରହିଛି । ସେଠାରୁ ରାଜଭବନ ଫେରିବା ସହିତ ଅପରାହ୍ନରେ ଦିଲ୍ଲୀ ଫେରିଯିବେ ମହାମହିମ ।

ଆହୁରି ପଢ଼ନ୍ତୁ: ଅଗଷ୍ଟ ୩ ରୁ ୫ ଯାଏଁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

27 Jul 2023 By The Sakala

ମହାମହିମ ଦ୍ରୌପଦୀ ମୁର୍ମୁଙ୍କ ତିନି ଦିନିଆ ଓଡ଼ିଶା ଗସ୍ତର ଆଜି ଶେଷଦିନ

ଭୁବନେଶ୍ୱର: ଓଡ଼ିଶାରେ ମହାମହିମ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ତିନି ଦିନିଆ ଓଡ଼ିଶା ଗସ୍ତର ଆଜି ତୃତୀୟ ତଥା ଶେଷଦିନ । ଭୁବନେଶ୍ୱର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ ହାଉସ୍ କମ୍ପ୍ଲେକ୍ସର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି । ସକାଳ ୧୦ଟା ୩୫ ମିନିଟରେ ଦଶବାଟିଆଠାରେ ପହଞ୍ଚିବେ ମ୍ୟାଡାମ୍ ପ୍ରେସିଡେଣ୍ଟ । ସେଠାରେ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବା ପରେ ବ୍ରହ୍ମାକୁମାରୀର ୨୦ ଜଣ ବରିଷ୍ଠ ସଦସ୍ୟଙ୍କ ସହିତ ଆଲୋଚନା କରିବେ । ସେଠାରେ ରାଷ୍ଟ୍ରପତି ମଧ୍ୟାହ୍ନ ଭୋଜନ କରିବାର କାର୍ଯ୍ୟକ୍ରମ ରହିଛି । ସେଠାରୁ ରାଜଭବନ ଫେରିବା ସହିତ ଅପରାହ୍ନରେ ଦିଲ୍ଲୀ ଫେରିଯିବେ ମହାମହିମ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର