ସମ୍ଭାବ୍ୟ ବାତ୍ୟା ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

The Sakala Picture
Published On

ମୟୂରଭଞ୍ଜ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ । ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ମହାମହିମ ରାଷ୍ଟ୍ରପତିଙ୍କ ତିନି ଦିନିଆ ଅର୍ଥାତ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଥିବା ଓଡ଼ିଶା ଗସ୍ତ ସ୍ଥଗିତ। ବାଙ୍ଗିରିପୋଷି, ରାଇରଙ୍ଗପୁର, ପୁରୀ ଓ ଭୁବନେଶ୍ୱରରେ କାର୍ଯ୍ୟକ୍ରମ ଥିଲା । ରାଷ୍ଟ୍ରପତିଙ୍କ ଗସ୍ତ ସ୍ଥଗିତ ନେଇ ମୟୁରଭଞ୍ଜ ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ରଘୁବୀର ଘାଟରେ ପୁଣି ଭୂସ୍ଖଳନ: ରତ୍ନଗିରି-ସାତାରା ରାସ୍ତା ବନ୍ଦ, ଫସିଲା ଯାତ୍ରୀବାହୀ ବସ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର