ତିନି ଦିନିଆ ଓଡ଼ିଶା ଗସ୍ତ ସାରି ନୂଆଦିଲ୍ଲୀ ଫେରିଗଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

The Sakala Picture
Published On

ଭୁବନେଶ୍ବର: ତିନି ଦିନିଆ ଓଡିଶା ଗସ୍ତ ସାରି ନୂଆଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୨୫ ତାରିଖରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିଲେ ରାଷ୍ଟ୍ରପତି। ଓଡ଼ିଶା ଗସ୍ତ ବେଳେ ଭୁବନେଶ୍ୱର ଓ କଟକର ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ବାୟୁସେନାର ସ୍ୱତନ୍ତ୍ର ବିମାନରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ରାଷ୍ଟ୍ରପତିଙ୍କ ଦିଲ୍ଲୀ ଗସ୍ତ ସମୟରେ ବିମାନବନ୍ଦରରେ ଉପସ୍ଥିତ ଥିଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ମୁଖ୍ୟ ଶାସନ ସଚିବ, ମେୟର […]

ଭୁବନେଶ୍ବର: ତିନି ଦିନିଆ ଓଡିଶା ଗସ୍ତ ସାରି ନୂଆଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୨୫ ତାରିଖରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିଲେ ରାଷ୍ଟ୍ରପତି। ଓଡ଼ିଶା ଗସ୍ତ ବେଳେ ଭୁବନେଶ୍ୱର ଓ କଟକର ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ବାୟୁସେନାର ସ୍ୱତନ୍ତ୍ର ବିମାନରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ରାଷ୍ଟ୍ରପତିଙ୍କ ଦିଲ୍ଲୀ ଗସ୍ତ ସମୟରେ ବିମାନବନ୍ଦରରେ ଉପସ୍ଥିତ ଥିଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ମୁଖ୍ୟ ଶାସନ ସଚିବ, ମେୟର ଓ ପୁଲିସ କମିଶନର ମଧ୍ୟ ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା ।

ଆହୁରି ପଢ଼ନ୍ତୁ: ଯାତ୍ରା ମଞ୍ଚରେ ଉତ୍ତେଜନା: ଅଭିନେତ୍ରୀ ନିଶା ମହାରଣାଙ୍କ ଉପରକୁ ଚେୟାର ଓ ପାଣି ବୋତଲ ମାଡ଼

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର