ମନୋରଞ୍ଜନ
ଓଡ଼ିଶା
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
ଭୁବନେଶ୍ୱର: ଓଡିଶା ଆସୁଛନ୍ତି ରାଷ୍ଟ୍ରପତି। ଆସନ୍ତା ୨୧ ତାରିଖରେ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଓଡିଶା ଆସିବେ ରାଷ୍ଟ୍ରପତି । ଖବର ଅନୁଯାୟୀ, ଆସନ୍ତା ୨୧ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି। ଗସ୍ତ ସମୟରେ ରାଜଭବନରେ ରାତ୍ରିଯାପନ କରିବେ ରାଷ୍ଟ୍ରପତି। ତେବେ ଏହି ଗସ୍ତରେ ରାଉରକେଲା ନିଟ୍ ସମାବର୍ତ୍ତନ ଉତ୍ସବ ଯୋଗଦେବ ଏବଂ କୋଣାର୍କ ସୂର୍ଯ୍ଯମନ୍ଦିର ପରିଦର୍ଶନ କରିବେ ରାଷ୍ଟ୍ରପତି । ୨୨ ତାରିଖରେ ରାଷ୍ଟ୍ରପତିଙ୍କ […]
ଭୁବନେଶ୍ୱର: ଓଡିଶା ଆସୁଛନ୍ତି ରାଷ୍ଟ୍ରପତି। ଆସନ୍ତା ୨୧ ତାରିଖରେ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଓଡିଶା ଆସିବେ ରାଷ୍ଟ୍ରପତି ।
ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର
ଖବର ଅନୁଯାୟୀ, ଆସନ୍ତା ୨୧ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି। ଗସ୍ତ ସମୟରେ ରାଜଭବନରେ ରାତ୍ରିଯାପନ କରିବେ ରାଷ୍ଟ୍ରପତି। ତେବେ ଏହି ଗସ୍ତରେ ରାଉରକେଲା ନିଟ୍ ସମାବର୍ତ୍ତନ ଉତ୍ସବ ଯୋଗଦେବ ଏବଂ କୋଣାର୍କ ସୂର୍ଯ୍ଯମନ୍ଦିର ପରିଦର୍ଶନ କରିବେ ରାଷ୍ଟ୍ରପତି ।
୨୨ ତାରିଖରେ ରାଷ୍ଟ୍ରପତିଙ୍କ କୋଣାର୍କ ଗସ୍ତ କାର୍ଯ୍ଯକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି। ରାଷ୍ଟ୍ରପତି ଦାୟିତ୍ବ ନେବା ପରେ ପ୍ରଥମ ଥର ପାଇଁ କୋଣାର୍କ ମନ୍ଦିର ପରିଦର୍ଶନ କରିବେ ରାମନାଥ କୋବିନ୍ଦ।






