ପ୍ରାଇମେରୀ ସ୍କୁଲ ପ୍ରଶ୍ନ ପତ୍ର ଲିକ୍ ଘଟଣା, ଆସିଷ୍ଟାଣ୍ଟ ଶିକ୍ଷକଙ୍କୁ ଗିରଫ କଲା ସାଇବର ଥାନା ପୁଲିସ

The Sakala Picture
Published On

ଭୁବନେଶ୍ବର: ପ୍ରାଇମେରୀ ସ୍କୁଲ ପ୍ରଶ୍ନ ପତ୍ର ଲିକ ଘଟଣା । ଆସିଷ୍ଟାଣ୍ଟ ଶିକ୍ଷକଙ୍କୁ ଗିରଫ କଲା ସାଇବର ଥାନା ପୁଲିସ । ଆସିଷ୍ଟାଣ୍ଟ ଶିକ୍ଷକ ଜଗନ୍ନାଥ କରଙ୍କୁ ଗିରଫ କଲା ସାଇବର ଥାନା ପୁଲିସ। ପ୍ରଥମରୁ ସପ୍ତମ ପର୍ଯ୍ୟନ୍ତ ପ୍ରଶ୍ନପତ୍ରକୁ ନିଜ ୟୁଟ୍ୟୁବରେ ଭାଇରଲ କରିଥିଲେ ଜଗନ୍ନାଥ । ନିଜର ୟୁଟୁବ ଭ୍ୟିୁ ବଢାଇବା ପାଇଁ ସ୍ତ୍ରୀଙ୍କ ସହ ମିଶି ଏମିତି କରିଥିଲେ ଜଗନ୍ନାଥ । ନିଜର ୟୁଟ୍ୟୁବ ଚାନେଲ ପ୍ରୋ-ଆନ୍ସରରେ ପ୍ରଶ୍ନପତ୍ର ଲିକ କରିଥିଲେ।  ଏନେଇ […]

ଭୁବନେଶ୍ବର: ପ୍ରାଇମେରୀ ସ୍କୁଲ ପ୍ରଶ୍ନ ପତ୍ର ଲିକ ଘଟଣା । ଆସିଷ୍ଟାଣ୍ଟ ଶିକ୍ଷକଙ୍କୁ ଗିରଫ କଲା ସାଇବର ଥାନା ପୁଲିସ । ଆସିଷ୍ଟାଣ୍ଟ ଶିକ୍ଷକ ଜଗନ୍ନାଥ କରଙ୍କୁ ଗିରଫ କଲା ସାଇବର ଥାନା ପୁଲିସ। ପ୍ରଥମରୁ ସପ୍ତମ ପର୍ଯ୍ୟନ୍ତ ପ୍ରଶ୍ନପତ୍ରକୁ ନିଜ ୟୁଟ୍ୟୁବରେ ଭାଇରଲ କରିଥିଲେ ଜଗନ୍ନାଥ । ନିଜର ୟୁଟୁବ ଭ୍ୟିୁ ବଢାଇବା ପାଇଁ ସ୍ତ୍ରୀଙ୍କ ସହ ମିଶି ଏମିତି କରିଥିଲେ ଜଗନ୍ନାଥ । ନିଜର ୟୁଟ୍ୟୁବ ଚାନେଲ ପ୍ରୋ-ଆନ୍ସରରେ ପ୍ରଶ୍ନପତ୍ର ଲିକ କରିଥିଲେ।  ଏନେଇ ଓସେପା ପକ୍ଷରୁ ୧୮ ମାର୍ଚ୍ଚରେ ସାଇବାର ଥାନାରେ ଅଭିଯୋଗ ହୋଇଥିଲା।

ଆହୁରି ପଢ଼ନ୍ତୁ: ରିଲ୍ସ ସୁଟିଂ ବେଳେ ବ୍ରାହ୍ମଣୀ ନଦୀରେ ଅଘଟଣ; ରେଳ ପୋଲରୁ ଖସି ଯୁବକ ନିଖୋଜ

ତଦନ୍ତ ବେଳେ ପ୍ରାଇମେରୀ ସ୍କୁଲର କିଛି ପ୍ରଶ୍ନ ପତ୍ର ଲିକ ନେଇ ସୁରାକ ପାଇଥିଲା ପୁଲିସ । ସମୀର ଏଜୁକେସନ ନାମରେ ଏକ ୟୁଟ୍ୟୁବ ଚାନେଲ ଏହି କାମ କରୁଥିଲା ପ୍ରମାଣ ପାଇଥିଲା ପୁଲିସ। ଏହି ୟୁଟୁବରେ ମାଲିକ ସମୀର ସାହୁଙ୍କୁ ଗିରଫ କରିଥିଲା ପୁଲିସ। ଯାହାଙ୍କ ଘର ଗଂଜାମର ରମ୍ଭା । ସମୀରଙ୍କୁ ପଚରାଉଚରା ବେଳେ ପ୍ରୋ ଆନ୍ସର ଚ୍ୟାନେଲ ଲିଙ୍କ ସାମ୍ନାକୁ ଆସିଥିଲା । ପ୍ରୋ ଆନ୍ସର ଚ୍ୟାନେଲ ଜଗନ୍ନାଥ ନିଜ ପତ୍ନୀଙ୍କ ନାମରେ ଚଳାଇ ଥିଲା । ଏକ୍ସକ୍ଲୁଜିଭ ଭ୍ୟିୁ ପାଇଁ ନିଜର ୟୁଟ୍ୟୁବ ଚାଲେନରେ ପ୍ରସାରଣ କରୁଥିଲେ। ଜଗନ୍ନାଥ ଗିରଫ ପରେ ମୋବାଇଲ ଫୋନ ଜବତ ହୋଇଛି। ୟୁଟୁବରେ ସବୁ ଭିଡ଼ିଓ ଜବତ ହୋଇଛି। ଏ ନେଇ ଡିସିପି  ପ୍ରେସମିଟ କରି ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଅସୁସ୍ଥ ବାପାଙ୍କୁ ଡାକ୍ତରଖାନା ନେବା ବେଳେ ଗଛରେ ପିଟି ହେଲା କାର୍, ଗୋଟିଏ ପରିବାରର ୩ ମୃତ

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୫ ପ୍ରତିଶତ ବୃଦ୍ଧି ହେଲା ମହଙ୍ଗା ଭତ୍ତା

06 Apr 2024 By The Sakala

ପ୍ରାଇମେରୀ ସ୍କୁଲ ପ୍ରଶ୍ନ ପତ୍ର ଲିକ୍ ଘଟଣା, ଆସିଷ୍ଟାଣ୍ଟ ଶିକ୍ଷକଙ୍କୁ ଗିରଫ କଲା ସାଇବର ଥାନା ପୁଲିସ

ଭୁବନେଶ୍ବର: ପ୍ରାଇମେରୀ ସ୍କୁଲ ପ୍ରଶ୍ନ ପତ୍ର ଲିକ ଘଟଣା । ଆସିଷ୍ଟାଣ୍ଟ ଶିକ୍ଷକଙ୍କୁ ଗିରଫ କଲା ସାଇବର ଥାନା ପୁଲିସ । ଆସିଷ୍ଟାଣ୍ଟ ଶିକ୍ଷକ ଜଗନ୍ନାଥ କରଙ୍କୁ ଗିରଫ କଲା ସାଇବର ଥାନା ପୁଲିସ। ପ୍ରଥମରୁ ସପ୍ତମ ପର୍ଯ୍ୟନ୍ତ ପ୍ରଶ୍ନପତ୍ରକୁ ନିଜ ୟୁଟ୍ୟୁବରେ ଭାଇରଲ କରିଥିଲେ ଜଗନ୍ନାଥ । ନିଜର ୟୁଟୁବ ଭ୍ୟିୁ ବଢାଇବା ପାଇଁ ସ୍ତ୍ରୀଙ୍କ ସହ ମିଶି ଏମିତି କରିଥିଲେ ଜଗନ୍ନାଥ । ନିଜର ୟୁଟ୍ୟୁବ ଚାନେଲ ପ୍ରୋ-ଆନ୍ସରରେ ପ୍ରଶ୍ନପତ୍ର ଲିକ କରିଥିଲେ।  ଏନେଇ ଓସେପା ପକ୍ଷରୁ ୧୮ ମାର୍ଚ୍ଚରେ ସାଇବାର ଥାନାରେ ଅଭିଯୋଗ ହୋଇଥିଲା।

ତଦନ୍ତ ବେଳେ ପ୍ରାଇମେରୀ ସ୍କୁଲର କିଛି ପ୍ରଶ୍ନ ପତ୍ର ଲିକ ନେଇ ସୁରାକ ପାଇଥିଲା ପୁଲିସ । ସମୀର ଏଜୁକେସନ ନାମରେ ଏକ ୟୁଟ୍ୟୁବ ଚାନେଲ ଏହି କାମ କରୁଥିଲା ପ୍ରମାଣ ପାଇଥିଲା ପୁଲିସ। ଏହି ୟୁଟୁବରେ ମାଲିକ ସମୀର ସାହୁଙ୍କୁ ଗିରଫ କରିଥିଲା ପୁଲିସ। ଯାହାଙ୍କ ଘର ଗଂଜାମର ରମ୍ଭା । ସମୀରଙ୍କୁ ପଚରାଉଚରା ବେଳେ ପ୍ରୋ ଆନ୍ସର ଚ୍ୟାନେଲ ଲିଙ୍କ ସାମ୍ନାକୁ ଆସିଥିଲା । ପ୍ରୋ ଆନ୍ସର ଚ୍ୟାନେଲ ଜଗନ୍ନାଥ ନିଜ ପତ୍ନୀଙ୍କ ନାମରେ ଚଳାଇ ଥିଲା । ଏକ୍ସକ୍ଲୁଜିଭ ଭ୍ୟିୁ ପାଇଁ ନିଜର ୟୁଟ୍ୟୁବ ଚାଲେନରେ ପ୍ରସାରଣ କରୁଥିଲେ। ଜଗନ୍ନାଥ ଗିରଫ ପରେ ମୋବାଇଲ ଫୋନ ଜବତ ହୋଇଛି। ୟୁଟୁବରେ ସବୁ ଭିଡ଼ିଓ ଜବତ ହୋଇଛି। ଏ ନେଇ ଡିସିପି  ପ୍ରେସମିଟ କରି ସୂଚନା ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର