ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଝାରସୁଗୁଡ଼ା: ଝାରସୁଗୁଡ଼ାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବାୟୁ ସେନାର ସ୍ୱତନ୍ତ୍ର ବିମାନରେ ଝାରସୁଗୁଡ଼ାରେ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଞ୍ଚିଥିଲେ ମୋଦୀ। ସେଠାରୁ ସମ୍ବଲପୁର ଯିବେ ପ୍ରଧାନମନ୍ତ୍ରୀ । ଓଡ଼ିଶାର ଅନେକ ସାଂସଦ ସମେତ ଓଡ଼ିଶାର ଶ୍ରମ ମନ୍ତ୍ରୀ ସାରଦା ପ୍ରସାଦ ନାୟକ ଝାରସୁଗୁଡ଼ା ବିମାନ ବନ୍ଦରରେ ଉପସ୍ଥିତ ରହିଥିଲେ।ସମ୍ୱଲପୁରରେ ନିର୍ମିତ ଆଇଆଇଏମ୍ ସ୍ଥାୟୀ କ୍ୟାମ୍ପସକୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆନୁଷ୍ଠାନିକ ଭାବେ ଲୋକାର୍ପଣ କରିବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି […]
ଝାରସୁଗୁଡ଼ା: ଝାରସୁଗୁଡ଼ାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବାୟୁ ସେନାର ସ୍ୱତନ୍ତ୍ର ବିମାନରେ ଝାରସୁଗୁଡ଼ାରେ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଞ୍ଚିଥିଲେ ମୋଦୀ। ସେଠାରୁ ସମ୍ବଲପୁର ଯିବେ ପ୍ରଧାନମନ୍ତ୍ରୀ । ଓଡ଼ିଶାର ଅନେକ ସାଂସଦ ସମେତ ଓଡ଼ିଶାର ଶ୍ରମ ମନ୍ତ୍ରୀ ସାରଦା ପ୍ରସାଦ ନାୟକ ଝାରସୁଗୁଡ଼ା ବିମାନ ବନ୍ଦରରେ ଉପସ୍ଥିତ ରହିଥିଲେ।ସମ୍ୱଲପୁରରେ ନିର୍ମିତ ଆଇଆଇଏମ୍ ସ୍ଥାୟୀ କ୍ୟାମ୍ପସକୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆନୁଷ୍ଠାନିକ ଭାବେ ଲୋକାର୍ପଣ କରିବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇଆଇଏମ୍ ପରିସରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଆଉ ସେହି ମଞ୍ଚରୁ ହିଁ ପଶ୍ଚିମ ଓଡିଶାର ଶିକ୍ଷା, ସଡ଼କ ପରିବହନ, କୋଇଲା, ରେଳବାଇ ଓ ଖଣି ଆଦି ବିଭାଗର ପ୍ରାୟ ୬୦ ହଜାର କୋଟିର ୨୩ଟି ପ୍ରକଳ୍ପର ଲୋକାର୍ପଣ, ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି।