ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

The Sakala Picture
Published On

ଭୁବନେଶ୍ଵର: ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଚଣ୍ଡିଖୋଲରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ଏହି ଅବସରରେ ୧୯ ହଜାର ୬ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ଏଥି ସହ ସେଠାରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କେନ୍ଦ୍ରୀୟ ସୁରକ୍ଷା ଟିମ୍, ଯାଜପୁର ଜିଲ୍ଲା ପ୍ରଶାସନ, ରାଜ୍ୟ ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥାର ଗ୍ରହଣ […]

ଭୁବନେଶ୍ଵର: ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଚଣ୍ଡିଖୋଲରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ଏହି ଅବସରରେ ୧୯ ହଜାର ୬ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ଏଥି ସହ ସେଠାରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କେନ୍ଦ୍ରୀୟ ସୁରକ୍ଷା ଟିମ୍, ଯାଜପୁର ଜିଲ୍ଲା ପ୍ରଶାସନ, ରାଜ୍ୟ ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥାର ଗ୍ରହଣ କରାଯାଇଛି ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ଆସନ୍ତାକାଲି ଅପରାହ୍ଣ ୨ଟା ୪୦ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେଠାରୁ ହେଲିକପ୍ଟର ଯୋଗେ ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯିବେ । ଅପରାହ୍ଣ ୩ଟା ୧୫ ମିନିଟ୍‌ରେ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ରହିଛି ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

04 Mar 2024 By The Sakala

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ଵର: ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଚଣ୍ଡିଖୋଲରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ଏହି ଅବସରରେ ୧୯ ହଜାର ୬ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ଏଥି ସହ ସେଠାରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କେନ୍ଦ୍ରୀୟ ସୁରକ୍ଷା ଟିମ୍, ଯାଜପୁର ଜିଲ୍ଲା ପ୍ରଶାସନ, ରାଜ୍ୟ ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥାର ଗ୍ରହଣ କରାଯାଇଛି ।

ଆସନ୍ତାକାଲି ଅପରାହ୍ଣ ୨ଟା ୪୦ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେଠାରୁ ହେଲିକପ୍ଟର ଯୋଗେ ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯିବେ । ଅପରାହ୍ଣ ୩ଟା ୧୫ ମିନିଟ୍‌ରେ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ରହିଛି ।

https://www.thesakala.in/latest-odisha-news/prime-minister-narendra-modi-is-coming-to-odisha-tomorrow/article-30415
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର