ଘରୋଇ ବସ୍ ମାଲିକ ସଂଘର ନିଷ୍ପତ୍ତି: ନଭେମ୍ବର ୨୨ରୁ ବିଧାନସଭା ସମ୍ମୁଖର ଧାରଣା, ଡିସେମ୍ବର ୧ରୁ ରାଜ୍ୟବ୍ୟାପୀ ବସ ଧର୍ମଘଟ

The Sakala Picture
Published On

ଭୁବନେଶ୍ବର:  ଆଜି ଅଲ ଓଡିଶା ଘରୋଇ ବସ୍ ମାଲିକ ସଂଘର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହେଇଥିଲା। ଏହି ବୈଠକରେ ଘରୋଇ ବସ୍ ମାଲିକ ସଂଘ ରାଜ୍ୟ ସଭାପତି ଲୋକନାଥ ପାଣି ଓ ରାଜ୍ୟ ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ ସହ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଘରୋଇ ବସ ମାଲିକ ସଂଘ କର୍ମକର୍ତ୍ତା ଯୋଗ ଦେଇଥିଲେ। ଆଜି ବିଭିନ୍ନ ଦାବି ଉପରେ ଚର୍ଚ୍ଚା ହେଇଥିଲା । ବିଭିନ୍ନ ଦାବିକୁ ନେଇ  ଆସନ୍ତା ୨୨ ତାରିଖରେ ବିଧାନସଭା ସମ୍ମୁଖରେ […]

ଭୁବନେଶ୍ବର:  ଆଜି ଅଲ ଓଡିଶା ଘରୋଇ ବସ୍ ମାଲିକ ସଂଘର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହେଇଥିଲା। ଏହି ବୈଠକରେ ଘରୋଇ ବସ୍ ମାଲିକ ସଂଘ ରାଜ୍ୟ ସଭାପତି ଲୋକନାଥ ପାଣି ଓ ରାଜ୍ୟ ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ ସହ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଘରୋଇ ବସ ମାଲିକ ସଂଘ କର୍ମକର୍ତ୍ତା ଯୋଗ ଦେଇଥିଲେ। ଆଜି ବିଭିନ୍ନ ଦାବି ଉପରେ ଚର୍ଚ୍ଚା ହେଇଥିଲା । ବିଭିନ୍ନ ଦାବିକୁ ନେଇ  ଆସନ୍ତା ୨୨ ତାରିଖରେ ବିଧାନସଭା ସମ୍ମୁଖରେ ଧାରଣା ଦେବା ସହ ଆସନ୍ତା ଡ଼ିସେମ୍ବର ୧ ତାରିଖରେ ରାଜ୍ୟବ୍ୟାପୀ ବସ୍ ଧର୍ମଘଟ କରିବାକୁ ନିଷ୍ପତି ନିଆଯାଇଥିବା ଘରୋଇ ବସ୍ ମାଲିକ ସଂଘ ରାଜ୍ୟ ସଭାପତି ପ୍ରକାଶ କରିଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର