ଏକତରଫା ଭାବେ ଏଭଳି ଧର୍ମଘଟ ନ କରନ୍ତୁ ଘରୋଇ ବସ୍ ମାଲିକ ସଂଘ: ପରିବହନ ମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ଆସନ୍ତାକାଲି ଘରୋଇ ବସ୍ ମାଲିକ ସଂଘ ଧର୍ମଘଟ ନ କରିବାକୁ ପରିବହନ ମନ୍ତ୍ରୀଙ୍କ ଅନୁରୋଧ କରିଛନ୍ତି। ଜନ ସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ପୂଜା ପାର୍ବଣ ସମୟରେ ଯାତ୍ରୀଙ୍କ ଅସୁବିଧା ନ ହେଉ, ବସମାଲିକ ସଂଘ ଏକ ତରଫା ନିଷ୍ପତ୍ତି ନ ନିଅନ୍ତୁ ପରିବହନ ମନ୍ତ୍ରୀ ଟୁକୁନି ସାହୁଙ୍କ ଅନୁରୋଧ କରିଛନ୍ତି। ସରକାରଙ୍କ ସହ ଆଲୋଚନା କରି ବସ୍ ମାଲିକ ସଂଘର ଧର୍ମଘଟ ନ କରିବା ଉଚିତ। ଆସନ୍ତା ୨୬ ତାରିଖରେ ସରକାରଙ୍କ ସହ ବସ୍ […]

ଭୁବନେଶ୍ବର: ଆସନ୍ତାକାଲି ଘରୋଇ ବସ୍ ମାଲିକ ସଂଘ ଧର୍ମଘଟ ନ କରିବାକୁ ପରିବହନ ମନ୍ତ୍ରୀଙ୍କ ଅନୁରୋଧ କରିଛନ୍ତି। ଜନ ସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ପୂଜା ପାର୍ବଣ ସମୟରେ ଯାତ୍ରୀଙ୍କ ଅସୁବିଧା ନ ହେଉ, ବସମାଲିକ ସଂଘ ଏକ ତରଫା ନିଷ୍ପତ୍ତି ନ ନିଅନ୍ତୁ ପରିବହନ ମନ୍ତ୍ରୀ ଟୁକୁନି ସାହୁଙ୍କ ଅନୁରୋଧ କରିଛନ୍ତି। ସରକାରଙ୍କ ସହ ଆଲୋଚନା କରି ବସ୍ ମାଲିକ ସଂଘର ଧର୍ମଘଟ ନ କରିବା ଉଚିତ। ଆସନ୍ତା ୨୬ ତାରିଖରେ ସରକାରଙ୍କ ସହ ବସ୍ ମାଲିକ ସଂଘ ଆଲୋଚନା ଅଛି । ତେଣୁ ବସମାଲିକ ସଂଘ ସରକାରଙ୍କୁ ସହଯୋଗ କରିବେ ବୋଲି ମୋର ଆଶା ବୋଲି ପରିବହନ ମନ୍ତ୍ରୀ କହିଛନ୍ତି। ଏକତରଫା ଭାବେ ଏଭଳି ଧର୍ମଘଟ ବସ୍ ମାଲିକ ସଂଘ ନ କରନ୍ତୁ ବୋଲି ମନ୍ତ୍ରୀ କହିଛନ୍ତି। ଏଥିସହ ଲକ୍ଷ୍ମୀ ବସ୍ ଯେପରି ଚାଲିଛି ସେ ପରି ଚାଲିବ ବୋଲି କହିଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

 

ଆହୁରି ପଢ଼ନ୍ତୁ: ନୟାଗଡ଼ର ରୁଖି ପାହାଡ଼ରେ ଫସିଗଲେ କଲେଜ ଛାତ୍ର, ୨ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ସୁରକ୍ଷିତ ଉଦ୍ଧାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର