ଅକ୍ଷୟ ତୃତୀୟାରେ ଶ୍ରୀମନ୍ଦିରରୁ ରଥଖଳାକୁ ଆସିଲା ଆଜ୍ଞାମାଳ, ରଥ ନିର୍ମାଣ ପାଇଁ ଅନୁକୂଳ ହେଲା ରଥକାଠ

The Sakala Picture
Published On

ପୁରୀ: ପବିତ୍ର ଅକ୍ଷୟ ତୃତୀୟାରେ ଆଜିଠାରୁ ମହାପ୍ରଭୁଙ୍କ ରଥକାଠ ଅନୁକୁଳ ହୋଇଛି। ରଥ ନିର୍ମାଣ ପାଇଁ ଅନୁକୂଳ ହୋଇଛି ରଥକାଠ । ରଥକାଠ ଅନୁକୂଳ ପାଇଁ ରଥଖଳାରେ ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ କରାଯାଇଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଂଟ ପ୍ରସ୍ତୁତ କରାଯାଇ ରଥକାଠ ଅନୂକୁଳ ହୋଇଛି । ରାତି ୩ଟାରୁ ମହାପ୍ରଭୁଙ୍କର ଦ୍ୱାର ଫିଟା ନୀତି କରାଯାଇ ଅନ୍ୟାନ୍ୟ ନୀତି […]

ପୁରୀ: ପବିତ୍ର ଅକ୍ଷୟ ତୃତୀୟାରେ ଆଜିଠାରୁ ମହାପ୍ରଭୁଙ୍କ ରଥକାଠ ଅନୁକୁଳ ହୋଇଛି। ରଥ ନିର୍ମାଣ ପାଇଁ ଅନୁକୂଳ ହୋଇଛି ରଥକାଠ । ରଥକାଠ ଅନୁକୂଳ ପାଇଁ ରଥଖଳାରେ ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ କରାଯାଇଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଂଟ ପ୍ରସ୍ତୁତ କରାଯାଇ ରଥକାଠ ଅନୂକୁଳ ହୋଇଛି । ରାତି ୩ଟାରୁ ମହାପ୍ରଭୁଙ୍କର ଦ୍ୱାର ଫିଟା ନୀତି କରାଯାଇ ଅନ୍ୟାନ୍ୟ ନୀତି ମଧ୍ୟ ବଢାଯାଇଥିଲା ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଲେ

10 May 2024 By The Sakala

ଅକ୍ଷୟ ତୃତୀୟାରେ ଶ୍ରୀମନ୍ଦିରରୁ ରଥଖଳାକୁ ଆସିଲା ଆଜ୍ଞାମାଳ, ରଥ ନିର୍ମାଣ ପାଇଁ ଅନୁକୂଳ ହେଲା ରଥକାଠ

ପୁରୀ: ପବିତ୍ର ଅକ୍ଷୟ ତୃତୀୟାରେ ଆଜିଠାରୁ ମହାପ୍ରଭୁଙ୍କ ରଥକାଠ ଅନୁକୁଳ ହୋଇଛି। ରଥ ନିର୍ମାଣ ପାଇଁ ଅନୁକୂଳ ହୋଇଛି ରଥକାଠ । ରଥକାଠ ଅନୁକୂଳ ପାଇଁ ରଥଖଳାରେ ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ କରାଯାଇଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଂଟ ପ୍ରସ୍ତୁତ କରାଯାଇ ରଥକାଠ ଅନୂକୁଳ ହୋଇଛି । ରାତି ୩ଟାରୁ ମହାପ୍ରଭୁଙ୍କର ଦ୍ୱାର ଫିଟା ନୀତି କରାଯାଇ ଅନ୍ୟାନ୍ୟ ନୀତି ମଧ୍ୟ ବଢାଯାଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର