ପ୍ରଫେସର ବିଧୁଭୂଷଣ ମିଶ୍ର ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି ନିଯୁକ୍ତ

The Sakala Picture
Published On

ଭୁବନେଶ୍ୱର: ପ୍ରଫେସର ବିଧୁଭୂଷଣ ମିଶ୍ର ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି ନିଯୁକ୍ତ । ପ୍ରଫେସର ବିଧୁଭୂଷଣଙ୍କୁ କୁଳପତିଭାବେ ନିଯୁକ୍ତ କଲେ କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ୪ ବର୍ଷ ପାଇଁ କୁଳପତି ଦାୟିତ୍ୱ ତୁଲାଇବେ ପ୍ରଫେସର ମିଶ୍ର । ପ୍ରଫେସର ମିଶ୍ରଙ୍କର ଅଧ୍ୟାପନା କ୍ଷେତ୍ରରେ ୩୪ ବର୍ଷର ଅଭିଜ୍ଞତା ରହିଛି। ସେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ଅବସର ନେଇଥିଲେ। ପ୍ରଫେସର ମିଶ୍ର ଉତ୍କଳ ବିଶ୍ୱବିଦ୍ୟାଳୟ ବାଣିଜ୍ୟ ବିଭାଗର ପୂର୍ବତନ ପ୍ରଫେସର ଥିଲେ । ପ୍ରଫେସର […]

ଭୁବନେଶ୍ୱର: ପ୍ରଫେସର ବିଧୁଭୂଷଣ ମିଶ୍ର ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି ନିଯୁକ୍ତ । ପ୍ରଫେସର ବିଧୁଭୂଷଣଙ୍କୁ କୁଳପତିଭାବେ ନିଯୁକ୍ତ କଲେ କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ୪ ବର୍ଷ ପାଇଁ କୁଳପତି ଦାୟିତ୍ୱ ତୁଲାଇବେ ପ୍ରଫେସର ମିଶ୍ର । ପ୍ରଫେସର ମିଶ୍ରଙ୍କର ଅଧ୍ୟାପନା କ୍ଷେତ୍ରରେ ୩୪ ବର୍ଷର ଅଭିଜ୍ଞତା ରହିଛି। ସେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ଅବସର ନେଇଥିଲେ। ପ୍ରଫେସର ମିଶ୍ର ଉତ୍କଳ ବିଶ୍ୱବିଦ୍ୟାଳୟ ବାଣିଜ୍ୟ ବିଭାଗର ପୂର୍ବତନ ପ୍ରଫେସର ଥିଲେ ।

ଆହୁରି ପଢ଼ନ୍ତୁ: ନିଟ୍‌‌ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ: ଭୁବନେଶ୍ୱରରେ ପହଞ୍ଚି ପୁଣି କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦୋହରାଇଲେ ନବୀନ

ପ୍ରଫେସର ମିଶ୍ର ୯ଟି ପୁସ୍ତକ ଲେଖିବା ସହ ତାଙ୍କର ଶତାଧିକ ଲେଖା ପ୍ରକାଶିତ ହୋଇଛି। ତାଙ୍କ ମାର୍ଗଦର୍ଶନରେ ଜଣେ ଡିଲିଟ୍ କରିଥିବା ବେଳେ ୩୯ ଜଣ ପିଏଚ୍‌ଡି ଓ ୩ ଜଣ ଏମ୍‌ଫିଲ୍ କରିଛନ୍ତି।

ଆହୁରି ପଢ଼ନ୍ତୁ: ମୃତ ବୃଦ୍ଧାଙ୍କୁ ଜୀବିତ ଦର୍ଶାଇ ଭତ୍ତା ଲୁଟ୍: ସାତପଡ଼ାରେ ସାମ୍ନାକୁ ଆସିଲା ସାଂଘାତିକ ଦୁର୍ନୀତି

08 Jan 2023 By The Sakala

ପ୍ରଫେସର ବିଧୁଭୂଷଣ ମିଶ୍ର ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି ନିଯୁକ୍ତ

ଭୁବନେଶ୍ୱର: ପ୍ରଫେସର ବିଧୁଭୂଷଣ ମିଶ୍ର ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି ନିଯୁକ୍ତ । ପ୍ରଫେସର ବିଧୁଭୂଷଣଙ୍କୁ କୁଳପତିଭାବେ ନିଯୁକ୍ତ କଲେ କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ୪ ବର୍ଷ ପାଇଁ କୁଳପତି ଦାୟିତ୍ୱ ତୁଲାଇବେ ପ୍ରଫେସର ମିଶ୍ର । ପ୍ରଫେସର ମିଶ୍ରଙ୍କର ଅଧ୍ୟାପନା କ୍ଷେତ୍ରରେ ୩୪ ବର୍ଷର ଅଭିଜ୍ଞତା ରହିଛି। ସେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ଅବସର ନେଇଥିଲେ। ପ୍ରଫେସର ମିଶ୍ର ଉତ୍କଳ ବିଶ୍ୱବିଦ୍ୟାଳୟ ବାଣିଜ୍ୟ ବିଭାଗର ପୂର୍ବତନ ପ୍ରଫେସର ଥିଲେ ।

ପ୍ରଫେସର ମିଶ୍ର ୯ଟି ପୁସ୍ତକ ଲେଖିବା ସହ ତାଙ୍କର ଶତାଧିକ ଲେଖା ପ୍ରକାଶିତ ହୋଇଛି। ତାଙ୍କ ମାର୍ଗଦର୍ଶନରେ ଜଣେ ଡିଲିଟ୍ କରିଥିବା ବେଳେ ୩୯ ଜଣ ପିଏଚ୍‌ଡି ଓ ୩ ଜଣ ଏମ୍‌ଫିଲ୍ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର