ପ୍ରକାଶ ପାଇଲା +୨ କଟ୍‌ ଅଫ୍‌ ମାର୍କ: ଅଗଷ୍ଟ ୧୨ରୁ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ

The Sakala Picture
Published On

ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ୨ କଟ୍‌ ଅଫ୍‌ ମାର୍କ। ww.samsodisha.gov.in ପୋର୍ଟାଲରେ ଉପଲବ୍ଧ ହୋଇଛି ତାଲିକା। ତିନୋଟି ଷ୍ଟ୍ରିମରେ ରେଭେନ୍ସା ହାୟର ସେକେଣ୍ଡାରୀ ସ୍କୁଲର ସର୍ବାଧିକ କଟ୍‌ ଅଫ ମାର୍କ ରିହଛି। କଳାରେ ୭୯.୦୩% କଟ୍‌ ଅଫ୍‌ ରହିଥିବା ବେଳେ ବାଣିଜ୍ୟରେ ୮୨% ଏବଂ ବିଜ୍ଞାନରେ ୯୧.୩୩% ସହ ଆଗରେ ରହିଛି ରେଭେନ୍ସା। ଅଗଷ୍ଟ ୧୨ ତାରିଖରୁ ଯୁକ୍ତ୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ସେପ୍ଟେମ୍ବର ୫ ତାରିଖ ପର୍ଯ୍ଯନ୍ତ ଚାଲିଥିଲା ଆବେଦନ। […]

ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ୨ କଟ୍‌ ଅଫ୍‌ ମାର୍କ। ww.samsodisha.gov.in ପୋର୍ଟାଲରେ ଉପଲବ୍ଧ ହୋଇଛି ତାଲିକା। ତିନୋଟି ଷ୍ଟ୍ରିମରେ ରେଭେନ୍ସା ହାୟର ସେକେଣ୍ଡାରୀ ସ୍କୁଲର ସର୍ବାଧିକ କଟ୍‌ ଅଫ ମାର୍କ ରିହଛି। କଳାରେ ୭୯.୦୩% କଟ୍‌ ଅଫ୍‌ ରହିଥିବା ବେଳେ ବାଣିଜ୍ୟରେ ୮୨% ଏବଂ ବିଜ୍ଞାନରେ ୯୧.୩୩% ସହ ଆଗରେ ରହିଛି ରେଭେନ୍ସା।

ଆହୁରି ପଢ଼ନ୍ତୁ: ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ: ମୟୂରଭଞ୍ଜରେ ୪୭,୬୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ହେବ ଶୁଭାରମ୍ଭ

୧

ଆହୁରି ପଢ଼ନ୍ତୁ: ସକ୍ରିୟ ହେବ ମୌସୁମୀ: ୪୮ ଘଣ୍ଟାରେ ସାରା ଓଡ଼ିଶାକୁ ଛୁଇଁବ

ଅଗଷ୍ଟ ୧୨ ତାରିଖରୁ ଯୁକ୍ତ୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ସେପ୍ଟେମ୍ବର ୫ ତାରିଖ ପର୍ଯ୍ଯନ୍ତ ଚାଲିଥିଲା ଆବେଦନ। ଆଜି ମେରିଟ ଲିଷ୍ଟ ପ୍ରକାଶ ପାଇଥିବୀ ବେଳେ ୧୪ ରୁ ୨୧ ତାରିଖ ମଧ୍ୟରେ ନାମଲେଖା ହେବ। ସେହିପର ଦ୍ୱିତୀୟ ପର୍ୟ୍ୟାୟ କଟ୍ ଅଫ୍ ମାର୍କ ୨୭ ତାରିଖରେ ବାହାରିବା ପରେ ୨୯ରୁ ଅକ୍ଟୋବର ୧ ତାରିଖ ମଧ୍ୟରେ ନାମଲେଖା ହେବ।

ଆହୁରି ପଢ଼ନ୍ତୁ: ପୁରୀର ଐତିହାସିକ ଅଠରନଳା ଉପରେ ମାଂସ ରନ୍ଧା ଓ ଭୋଜିଭାତ: ଐତିହ୍ୟସ୍ଥଳୀର ଅବମାନନାକୁ ନେଇ ତୀବ୍ର ଅସନ୍ତୋଷ

୨

ଏହି ଦୁଇ ପର୍ଯ୍ଯାୟ ନାମଲେଖା ପରେ ବଳକା ସିଟ ପାଇଁ ଅକ୍ଟୋବର ୪ରେ ତାଲିକା ପ୍ରକାଶ ପାଇବ ଓ ୫ ସୁଦ୍ଧା ପଞ୍ଜୀକରଣ ଏବଂ ମେରିଟ ଲିଷ୍ଟ ପରେ ଅକ୍ଟୋବର ୭ ତାରିଖରେ ହେବ ନାମଲେଖା। ତେବେ ଏଥର ପ୍ରାୟ ୫ ଲକ୍ଷ ଯୁକ୍ତ ଦୁଇ ସିଟ୍ ପାଇଁ ଆବେଦନ କରିଛନ୍ତି ୪ଲକ୍ଷ ୭୧ ହଜାର ୬୧୨ ଜଣ ଛାତ୍ରଛାତ୍ରୀ।

୩

13 Sep 2021 By The Sakala

ପ୍ରକାଶ ପାଇଲା +୨ କଟ୍‌ ଅଫ୍‌ ମାର୍କ: ଅଗଷ୍ଟ ୧୨ରୁ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ୨ କଟ୍‌ ଅଫ୍‌ ମାର୍କ। ww.samsodisha.gov.in ପୋର୍ଟାଲରେ ଉପଲବ୍ଧ ହୋଇଛି ତାଲିକା। ତିନୋଟି ଷ୍ଟ୍ରିମରେ ରେଭେନ୍ସା ହାୟର ସେକେଣ୍ଡାରୀ ସ୍କୁଲର ସର୍ବାଧିକ କଟ୍‌ ଅଫ ମାର୍କ ରିହଛି। କଳାରେ ୭୯.୦୩% କଟ୍‌ ଅଫ୍‌ ରହିଥିବା ବେଳେ ବାଣିଜ୍ୟରେ ୮୨% ଏବଂ ବିଜ୍ଞାନରେ ୯୧.୩୩% ସହ ଆଗରେ ରହିଛି ରେଭେନ୍ସା।

୧

ଅଗଷ୍ଟ ୧୨ ତାରିଖରୁ ଯୁକ୍ତ୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ସେପ୍ଟେମ୍ବର ୫ ତାରିଖ ପର୍ଯ୍ଯନ୍ତ ଚାଲିଥିଲା ଆବେଦନ। ଆଜି ମେରିଟ ଲିଷ୍ଟ ପ୍ରକାଶ ପାଇଥିବୀ ବେଳେ ୧୪ ରୁ ୨୧ ତାରିଖ ମଧ୍ୟରେ ନାମଲେଖା ହେବ। ସେହିପର ଦ୍ୱିତୀୟ ପର୍ୟ୍ୟାୟ କଟ୍ ଅଫ୍ ମାର୍କ ୨୭ ତାରିଖରେ ବାହାରିବା ପରେ ୨୯ରୁ ଅକ୍ଟୋବର ୧ ତାରିଖ ମଧ୍ୟରେ ନାମଲେଖା ହେବ।

୨

ଏହି ଦୁଇ ପର୍ଯ୍ଯାୟ ନାମଲେଖା ପରେ ବଳକା ସିଟ ପାଇଁ ଅକ୍ଟୋବର ୪ରେ ତାଲିକା ପ୍ରକାଶ ପାଇବ ଓ ୫ ସୁଦ୍ଧା ପଞ୍ଜୀକରଣ ଏବଂ ମେରିଟ ଲିଷ୍ଟ ପରେ ଅକ୍ଟୋବର ୭ ତାରିଖରେ ହେବ ନାମଲେଖା। ତେବେ ଏଥର ପ୍ରାୟ ୫ ଲକ୍ଷ ଯୁକ୍ତ ଦୁଇ ସିଟ୍ ପାଇଁ ଆବେଦନ କରିଛନ୍ତି ୪ଲକ୍ଷ ୭୧ ହଜାର ୬୧୨ ଜଣ ଛାତ୍ରଛାତ୍ରୀ।

୩

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର