ପୁରୀ ଜିଲ୍ଲାପାଳଙ୍କ ଅଫିସିଆଲ୍ ଟ୍ୱିଟର ଆକାଉଣ୍ଟ ହ୍ୟାକ୍, ଚୀନର ହ୍ୟାକର ହ୍ୟାକ୍ କରିଥିବା ସୂଚନା

The Sakala Picture
Published On

ପୁରୀ : ପୁରୀ ଜିଲ୍ଲାପାଳଙ୍କ ଅଫିସିଆଲ୍ ଟ୍ୱିଟର ଆକାଉଣ୍ଟ ହ୍ୟାକ୍ ହୋଇଛି। ଚୀନର କୌଣସି ଏକ ହ୍ୟାକର ପୁରୀ ଜିଲ୍ଲାପାଳଙ୍କ ଅଫିସିଆଲ୍ ଆକାଉଣ୍ଟକୁ ହ୍ୟାକ୍ କରିନେଇଥିବା ସୂଚନା ମିଳିଛି। ତେବେ ଟ୍ୱିଟର ଆକାଉଣ୍ଟ ହ୍ୟାକ୍ ହେବା ପରେ ପୁରୀ ଜିଲ୍ଲାପାଳ ଏହାକୁ ନେଇ ଆକ୍ସନ ନେଇଛନ୍ତି । ତୁରନ୍ତ ଏ ଘଟଣାର ତଦନ୍ତ ପାଇଁ ଆଇଟି ସେଲକୁ ନିର୍ଦ୍ଦେଶ ଦେଇଛନ୍ତି ପୁରୀ ଜିଲ୍ଲାପାଳ । ଆଜି ଅପରାହ୍ନ ସମୟରେ ପୁରୀ ଜିଲ୍ଲାପାଳଙ୍କ ଟ୍ୱିଟର ଆକାଉଣ୍ଟ ହ୍ୟାକ୍ ହେଇଯାଇଥିବା […]

ପୁରୀ : ପୁରୀ ଜିଲ୍ଲାପାଳଙ୍କ ଅଫିସିଆଲ୍ ଟ୍ୱିଟର ଆକାଉଣ୍ଟ ହ୍ୟାକ୍ ହୋଇଛି। ଚୀନର କୌଣସି ଏକ ହ୍ୟାକର ପୁରୀ ଜିଲ୍ଲାପାଳଙ୍କ ଅଫିସିଆଲ୍ ଆକାଉଣ୍ଟକୁ ହ୍ୟାକ୍ କରିନେଇଥିବା ସୂଚନା ମିଳିଛି। ତେବେ ଟ୍ୱିଟର ଆକାଉଣ୍ଟ ହ୍ୟାକ୍ ହେବା ପରେ ପୁରୀ ଜିଲ୍ଲାପାଳ ଏହାକୁ ନେଇ ଆକ୍ସନ ନେଇଛନ୍ତି । ତୁରନ୍ତ ଏ ଘଟଣାର ତଦନ୍ତ ପାଇଁ ଆଇଟି ସେଲକୁ ନିର୍ଦ୍ଦେଶ ଦେଇଛନ୍ତି ପୁରୀ ଜିଲ୍ଲାପାଳ ।

ଆହୁରି ପଢ଼ନ୍ତୁ: ପୁରୀରେ ହୋଟେଲ୍‌ ମାଲିକକୁ ହତ୍ୟା ଘଟଣା: ଅଭିଯୁକ୍ତ ଚନ୍ଦନ ପଲାରକୁ ପୋଲିସ ଏନ୍‌କାଉଣ୍ଟର

ଆଜି ଅପରାହ୍ନ ସମୟରେ ପୁରୀ ଜିଲ୍ଲାପାଳଙ୍କ ଟ୍ୱିଟର ଆକାଉଣ୍ଟ ହ୍ୟାକ୍ ହେଇଯାଇଥିବା ଦେଖିବାକୁ ମିଳିଥିଲା । ହ୍ୟାକ୍ ହେବାର କିଛି ସମୟ ପରେ ହ୍ୟାକର ଜଣକ ଅନେକ ଟୁଇଟକୁ ରି-ଟୁଇଟ୍ କରିଥିଲା । ଖାଲି ସେତିକି ନୁହେଁ କିଛି କାର୍ଟୁନ ଫଟୋକୁ ମଧ୍ୟ ସେୟାର କରିଥିଲା ହ୍ୟାକର । ତେବେ ଦୀର୍ଘ ସମୟ ପରେ ମଧ୍ୟ ପୁରୀ ଜିଲ୍ଲାପାଳଙ୍କ ଆକାଉଣ୍ଟକୁ ହ୍ୟାକିଂରୁ ମୁକ୍ତ କରାଯାଇପାରିନାହିଁ । ଏନେଇ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି ଯେ ଆଇ.ଟି. ବିଭାଗକୁ ଅଭିଯୋଗ କରାଯାଇଛି। କିଏ ଏବଂ କାହିଁକି ଆକାଉଣ୍ଟ ହ୍ୟାକ୍‌ କରିଛି ତଦନ୍ତ ପରେ ସ୍ପଷ୍ଟ ହେବ।

ଆହୁରି ପଢ଼ନ୍ତୁ: ରଥଯାତ୍ରା ନୀତିକାନ୍ତି ପାଇଁ ପୁରୀ ଶ୍ରୀମନ୍ଦିରରେ ପହଞ୍ଚିଲା ୩୮୦ କେଜି ‘ବାସୁଙ୍ଗା ପାଟ’

10 Sep 2022 By The Sakala

ପୁରୀ ଜିଲ୍ଲାପାଳଙ୍କ ଅଫିସିଆଲ୍ ଟ୍ୱିଟର ଆକାଉଣ୍ଟ ହ୍ୟାକ୍, ଚୀନର ହ୍ୟାକର ହ୍ୟାକ୍ କରିଥିବା ସୂଚନା

ପୁରୀ : ପୁରୀ ଜିଲ୍ଲାପାଳଙ୍କ ଅଫିସିଆଲ୍ ଟ୍ୱିଟର ଆକାଉଣ୍ଟ ହ୍ୟାକ୍ ହୋଇଛି। ଚୀନର କୌଣସି ଏକ ହ୍ୟାକର ପୁରୀ ଜିଲ୍ଲାପାଳଙ୍କ ଅଫିସିଆଲ୍ ଆକାଉଣ୍ଟକୁ ହ୍ୟାକ୍ କରିନେଇଥିବା ସୂଚନା ମିଳିଛି। ତେବେ ଟ୍ୱିଟର ଆକାଉଣ୍ଟ ହ୍ୟାକ୍ ହେବା ପରେ ପୁରୀ ଜିଲ୍ଲାପାଳ ଏହାକୁ ନେଇ ଆକ୍ସନ ନେଇଛନ୍ତି । ତୁରନ୍ତ ଏ ଘଟଣାର ତଦନ୍ତ ପାଇଁ ଆଇଟି ସେଲକୁ ନିର୍ଦ୍ଦେଶ ଦେଇଛନ୍ତି ପୁରୀ ଜିଲ୍ଲାପାଳ ।

ଆଜି ଅପରାହ୍ନ ସମୟରେ ପୁରୀ ଜିଲ୍ଲାପାଳଙ୍କ ଟ୍ୱିଟର ଆକାଉଣ୍ଟ ହ୍ୟାକ୍ ହେଇଯାଇଥିବା ଦେଖିବାକୁ ମିଳିଥିଲା । ହ୍ୟାକ୍ ହେବାର କିଛି ସମୟ ପରେ ହ୍ୟାକର ଜଣକ ଅନେକ ଟୁଇଟକୁ ରି-ଟୁଇଟ୍ କରିଥିଲା । ଖାଲି ସେତିକି ନୁହେଁ କିଛି କାର୍ଟୁନ ଫଟୋକୁ ମଧ୍ୟ ସେୟାର କରିଥିଲା ହ୍ୟାକର । ତେବେ ଦୀର୍ଘ ସମୟ ପରେ ମଧ୍ୟ ପୁରୀ ଜିଲ୍ଲାପାଳଙ୍କ ଆକାଉଣ୍ଟକୁ ହ୍ୟାକିଂରୁ ମୁକ୍ତ କରାଯାଇପାରିନାହିଁ । ଏନେଇ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି ଯେ ଆଇ.ଟି. ବିଭାଗକୁ ଅଭିଯୋଗ କରାଯାଇଛି। କିଏ ଏବଂ କାହିଁକି ଆକାଉଣ୍ଟ ହ୍ୟାକ୍‌ କରିଛି ତଦନ୍ତ ପରେ ସ୍ପଷ୍ଟ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର