ଶ୍ରୀମନ୍ଦିରରେ ଆଜି ଖସାପଡ଼ା ଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

The Sakala Picture
Published On

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ପରେ ଏହି ନୀତି କରାଯିବ। ଏଥିପାଇଁ ଅପରାହ୍ଣ ୪ଟାରୁ ରାତି ୮ଟା ଅର୍ଥାତ୍‍ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଖସାପଡ଼ା ଲାଗି ହେଉଛି ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ପୂର୍ବଦିନରୁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାନ୍ତି। ସେହିପରି ଶୁଦ୍ଧସୁଆର ଖଳି, କଇଁଥ […]

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ପରେ ଏହି ନୀତି କରାଯିବ। ଏଥିପାଇଁ ଅପରାହ୍ଣ ୪ଟାରୁ ରାତି ୮ଟା ଅର୍ଥାତ୍‍ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଖସାପଡ଼ା ଲାଗି ହେଉଛି ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ପୂର୍ବଦିନରୁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାନ୍ତି। ସେହିପରି ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଥାନ୍ତି। ମଧ୍ୟାହ୍ନ ଧୂପ ପରେ ଜୟ ବିଜୟ ଦ୍ୱାର ବନ୍ଦ କରାଯାଏ। ବେହେରଣ ଦ୍ୱାର ଦେଇ ଦଇତାପତିମାନେ ଗର୍ଭଗୃହକୁ ଯାଇ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ସମ୍ପନ୍ନ କରିଥାନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ବିଭାଗରେ ଆସିବ ଆଧୁନିକତା: କାର୍ଯ୍ୟଦକ୍ଷତା ବୃଦ୍ଧି ପାଇଁ 'ଏଆଇ' (AI) ସବସ୍କ୍ରିପସନ୍ ପ୍ରସ୍ତାବ

04 Apr 2022 By The Sakala

ଶ୍ରୀମନ୍ଦିରରେ ଆଜି ଖସାପଡ଼ା ଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ପରେ ଏହି ନୀତି କରାଯିବ। ଏଥିପାଇଁ ଅପରାହ୍ଣ ୪ଟାରୁ ରାତି ୮ଟା ଅର୍ଥାତ୍‍ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଖସାପଡ଼ା ଲାଗି ହେଉଛି ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ପୂର୍ବଦିନରୁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାନ୍ତି। ସେହିପରି ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଥାନ୍ତି। ମଧ୍ୟାହ୍ନ ଧୂପ ପରେ ଜୟ ବିଜୟ ଦ୍ୱାର ବନ୍ଦ କରାଯାଏ। ବେହେରଣ ଦ୍ୱାର ଦେଇ ଦଇତାପତିମାନେ ଗର୍ଭଗୃହକୁ ଯାଇ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ସମ୍ପନ୍ନ କରିଥାନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର