ହଟିଲା କୋଭିଡ କଟକଣା: ଅନ୍ୟ ଦିନପରି ରବିବାରରେ ମଧ୍ୟ ଶ୍ରୀମନ୍ଦିରରେ ଜଗା ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

The Sakala Picture
Published On

ପୁରୀ: ଶ୍ରୀମନ୍ଦିରରୁ ହଟିଲା ରବିବାରିଆ କଟକଣା । ଏଣିକି ରବିବାରରେ ବି ଜଗାକୁ ଦର୍ଶନ କରିପାରିବେ ଭକ୍ତ। କୋଭିଡ୍ କଟକଣା କୋହଳ ହେବା ପରେ ଆଜି ରବିବାର ମଧ୍ୟ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ଏଥିପାଇଁ ରବିବାର ସକାଳୁ ଶ୍ରୀମନ୍ଦିରରେ ଲାଗିଛି ଭକ୍ତଙ୍କ ପ୍ରବଳ ଭିଡ। ରବିବାର ଅବସରରେ ପୁରୀ ବୁଲିବାକୁ ଆସିଥିବା ଭକ୍ତ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ଲାଭ କରୁଛନ୍ତି । ଏଣିକି ଆଜିଠୁ ସପ୍ତାହର ସବୁ ଦିନ ଭଳି ପ୍ରତି ରବିବାର […]

ପୁରୀ: ଶ୍ରୀମନ୍ଦିରରୁ ହଟିଲା ରବିବାରିଆ କଟକଣା । ଏଣିକି ରବିବାରରେ ବି ଜଗାକୁ ଦର୍ଶନ କରିପାରିବେ ଭକ୍ତ। କୋଭିଡ୍ କଟକଣା କୋହଳ ହେବା ପରେ ଆଜି ରବିବାର ମଧ୍ୟ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ଏଥିପାଇଁ ରବିବାର ସକାଳୁ ଶ୍ରୀମନ୍ଦିରରେ ଲାଗିଛି ଭକ୍ତଙ୍କ ପ୍ରବଳ ଭିଡ। ରବିବାର ଅବସରରେ ପୁରୀ ବୁଲିବାକୁ ଆସିଥିବା ଭକ୍ତ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ଲାଭ କରୁଛନ୍ତି । ଏଣିକି ଆଜିଠୁ ସପ୍ତାହର ସବୁ ଦିନ ଭଳି ପ୍ରତି ରବିବାର ବି ଭକ୍ତଙ୍କ ପାଇଁ ଖୋଲା ରହିବ ଶ୍ରୀମନ୍ଦିର। କୋଭିଡ କଟକଣା ଯୋଗୁ ଶ୍ରୀମନ୍ଦିର ସାନିଟାଇଜ କରିବା ପାଇଁ ଗତ ଦୁଇ ବର୍ଷ ଧରି ରବିବାର ଦିନ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହୁଥିଲା।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

20 Mar 2022 By The Sakala

ହଟିଲା କୋଭିଡ କଟକଣା: ଅନ୍ୟ ଦିନପରି ରବିବାରରେ ମଧ୍ୟ ଶ୍ରୀମନ୍ଦିରରେ ଜଗା ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ପୁରୀ: ଶ୍ରୀମନ୍ଦିରରୁ ହଟିଲା ରବିବାରିଆ କଟକଣା । ଏଣିକି ରବିବାରରେ ବି ଜଗାକୁ ଦର୍ଶନ କରିପାରିବେ ଭକ୍ତ। କୋଭିଡ୍ କଟକଣା କୋହଳ ହେବା ପରେ ଆଜି ରବିବାର ମଧ୍ୟ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ଏଥିପାଇଁ ରବିବାର ସକାଳୁ ଶ୍ରୀମନ୍ଦିରରେ ଲାଗିଛି ଭକ୍ତଙ୍କ ପ୍ରବଳ ଭିଡ। ରବିବାର ଅବସରରେ ପୁରୀ ବୁଲିବାକୁ ଆସିଥିବା ଭକ୍ତ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ଲାଭ କରୁଛନ୍ତି । ଏଣିକି ଆଜିଠୁ ସପ୍ତାହର ସବୁ ଦିନ ଭଳି ପ୍ରତି ରବିବାର ବି ଭକ୍ତଙ୍କ ପାଇଁ ଖୋଲା ରହିବ ଶ୍ରୀମନ୍ଦିର। କୋଭିଡ କଟକଣା ଯୋଗୁ ଶ୍ରୀମନ୍ଦିର ସାନିଟାଇଜ କରିବା ପାଇଁ ଗତ ଦୁଇ ବର୍ଷ ଧରି ରବିବାର ଦିନ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହୁଥିଲା।

https://www.thesakala.in/latest-odisha-news/puri-shree-mandir-sunday-open-for-devotes/article-10091
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର